Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

  • ମଟନ କଣ୍ଟା ଫସି ଚାଲିଗଲା ଜୀବନ

  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ...

  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ ...

  • ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧୨୮ ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ପ୍ରଧାନମନ୍ତ୍ରୀ

୧୨୮ ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ପ୍ରଧାନମନ୍ତ୍ରୀ

2025-11-30 11:11:49
15653
Share:
Facebook
Twitter
E-Mail
WhatsApp
Telegram
୧୨୮ ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ନଭେମ୍ବର ମାସ ଆମ ପାଇଁ ସ୍ୱତନ୍ତ୍ର-ପ୍ରେରଣାଦାୟୀ । କୃଷି କ୍ଷେତ୍ରରେ ଭାରତ ବଡ଼ ଉପଲବ୍ଧି ହାସଲ କରିଛି । ନଭେମ୍ବର ୨୬ ସମ୍ୱିଧାନ ଦିବସରେ ସ୍ୱତନ୍ତ୍ର ଆୟୋଜନ ହୋଇଥିଲା । ଖେଳ ଜଗତରେ ଭାରତର ପତାକା ଶୋଭାପାଇଛି । ରାମ ମନ୍ଦିର ଧ୍ୱଜାରୋହଣ ହୋଇଛି । ନୌସେନାରେ ସାମିଲ ହୋଇଛି 'ମାହେ' । ବିଶ୍ୱାସର ସଫଳତା ହେଉଛି ଚନ୍ଦ୍ରଯାନ-୩ । ଲୋକଙ୍କ ପାଇଁ ପ୍ରେରଣାର ଉତ୍ସ 'ଭାଗବତ ଗୀତା' । ଏକାଠି ହେଲେ କିଛି କାମ ଅସମ୍ଭବ ହୋଇନଥାଏ । ୧୨୮ ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଚଳିତବର୍ଷ ନଭେରମ୍ବ ଆମକୁ ଅନେକ ପ୍ରେରଣା ଦେଇଛି । କିଛି ଦିନ ତଳେ ନଭେମ୍ବର ୨୬ରେ ସମ୍ବିଧାନ ଦିବସରେ ସେଣ୍ଟ୍ରାଲ ହଲରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା । ବନ୍ଦେ ମାତରମ୍‌ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଦେଶରେ ଉତ୍ସବ ପାଳନ ହୋଇଥିଲା । ନଭେମ୍ୱର ୨୫ରେ ଅଯୋଧ୍ୟା ରାମ ମନ୍ଦିରରେ ଧ୍ୱଜାରୋହଣ ହୋଇଥିଲା । ନୌସେନାରେ 'ମାହେ' ସାମିଲ ହୋଇଛି । ଭାରତର ସ୍ପେସ୍‌ ଇକୋସିଷ୍ଟମ ସ୍କାଏରୁଟ୍‌ର ଇନଫିନିଟି କ୍ୟାମ୍ପସ ନୂଆ ଉଡ଼ାଣ ଦେଇଛି । ଏହା ଭାରତର ନୂଆ ଚିନ୍ତା, ଉଦ୍ଭାବନ ଏବଂ ୟୁଥ୍ ପାୱାରକୁ ପ୍ରତିଫଳିତ କରିଛି । ନଭେମ୍ବର ମାସ ଖେଳ ପାଇଁ ଶୁଭଙ୍କର ସାବ୍ୟସ୍ତ ହୋଇଛି । ଭାରତୀୟ ମହିଳା କ୍ରିକେଟ ଟିମ ବିଶ୍ୱକପ ଜିତିଛନ୍ତି । ମହିଳା କବାଡି ଦଳ ବିଶ୍ୱକପ ଜିତି ଇତିହାସ ରଚିଛନ୍ତି । ଆମ ମହିଳା ଟିମ୍ ଅପରାଜିତ ଦୃଷ୍ଟିବାଧିତ ବିଶ୍ୱ କପ ଜିତିଛନ୍ତି । କିଛି ଦିନ ପୂର୍ବରୁ, ଟୋକିଓରେ ଡିଫ୍ ଅଲିମ୍ପିକ୍ସ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ଭାରତ ଏପର୍ଯ୍ୟନ୍ତ ତାର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ୨୦ଟି ପଦକ ଜିତିଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ।
ଖାଦ୍ୟ ଉତ୍ପାଦନରେ ଐତିହାସିକ ରେକର୍ଡ କରିଛି ଭାରତ । ୩୫୭ ମିଲିୟନ ଟନ୍ କୃଷି ଉତ୍ପାଦନ ସହିତ ରେକର୍ଡ କରିଛି । ୧୦ ବର୍ଷ ପୂର୍ବ ତୁଳନାରେ ଭାରତର କୃଷି ଉତ୍ପାଦନ ୧୦୦ ମିଲିୟନ ଟନ୍ ଅଧିକ ବୃଦ୍ଧି ହୋଇଛି । ମହୁ ଉତ୍ପାଦନରେ ଚାଷୀଙ୍କ ଆୟ ବଢିଛି ବୋଲି ୧୨୮ତମ ମନ୍‌ କି ବାତ୍‌ ସମ୍ବୋଧନରେ କହିଛନ୍ତି ପ୍ରଧାନମନ୍ତ୍ରୀ ।

Powered by Froala Editor

Tags Man ki bat

Related articles Odisha News Lens 4.1

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15046
    Apr 10, 2026
  • ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ମତଦାନ ହୋଇଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ମତଦାନ ହୋଇଛି ଜାଣନ୍ତୁ

    14209
    Apr 09, 2026
  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...

    15118
    Apr 09, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14626
    Apr 10, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15225
    Apr 10, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15389
    Apr 09, 2026
  • ମଟନ କଣ୍ଟା ଫସି ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15442
    Apr 10, 2026
  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି
    ଦେଶ-ଦେଶାନ୍ତର

    ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

    14428
    Apr 09, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15187
    Apr 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15225
    Apr 10, 2026
  • ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15389
    Apr 09, 2026
  • ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14626
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17409
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17466
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17819
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16295
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15187
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14044
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14555
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15718
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14189
    Apr 04, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15321
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15050
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15555
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13852
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14626
    Apr 10, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15187
    Apr 09, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15389
    Apr 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In