Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››ଜଙ୍ଗଲରୁ ଉଦ୍ଧାର ହେଲେ ନିଖୋଜ ୨୦ ଛାତ୍ର

ଜଙ୍ଗଲରୁ ଉଦ୍ଧାର ହେଲେ ନିଖୋଜ ୨୦ ଛାତ୍ର

2025-12-02 05:56:16
13673
Share:
Facebook
Twitter
E-Mail
WhatsApp
Telegram
ଜଙ୍ଗଲରୁ ଉଦ୍ଧାର ହେଲେ ନିଖୋଜ ୨୦ ଛାତ୍ର

କୋରାପୁଟ: କୋରାପୁଟ ଜିଲା ଲଙ୍କାପୁଟ ପଞ୍ଚାୟତ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସରୁ ନିଖୋଜ ୨୦ ଛାତ୍ର ଜଙ୍ଗଲରୁ ଉଦ୍ଧାର ହୋଇଛନ୍ତି। ଛାତ୍ରାବାସ ଠାରୁ ୯ କିମି ଦୂର ଜଙ୍ଗଲରୁ ଏହି ଛାତ୍ରମାନଙ୍କୁ ଅଭିଭାବକ ଉଦ୍ଧାର କରିଛନ୍ତି। ପଞ୍ଚମ ଶ୍ରେଣୀର ଦୁଇ ଛାତ୍ର ମାରପିଟ୍‌ କରିବାରୁ ୨୦ ପିଲା ଛାତ୍ରାବାସରୁ ପଳାଇ ଥିଲେ ବୋଲି ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଜଗନ୍ନାଥ ଭତ୍ରା କହିଛନ୍ତି। ତେବେ କାରଣ ଭିନ୍ନ ହୋଇଥାଇ ପାରେ ବୋଲି ଅଭିଭାବକମାନେ ସନ୍ଦେହ କରୁଛନ୍ତି।

ଅନ୍ୟପକ୍ଷରେ ଉଦ୍ଧାର ସମସ୍ତ ୨୦ ଛାତ୍ର ସୁସ୍ଥ ଥିବା ବିଡିଓ ଦେବାଶିଷ ଗୌଡ଼ ସୂଚନା ଦେଇଛନ୍ତି। ଲଙ୍କାପୁଟ ଛାତ୍ରାବାସରୁ ପ୍ରଥମରୁ ପଞ୍ଚମ ଶ୍ରେଣୀର ୨୦ ଛାତ୍ର ନିଖୋଜ ଥିଲେ। ପିଲା ନିଖୋଜ ଥିବା ସୂଚନା ପାଇ ଭୟଭୀତ ଅଭିଭାବକମାନେ ବିଦ୍ୟାଳୟରେ ପହଞ୍ଚି କାନ୍ଦବୋବାଳି କରିଥିଲେ। ପରେ ଗ୍ରାମବାସୀଙ୍କ ସହାୟତାରେ ଖୋଜିବାରୁ ୯କିମି ଦୂର ପୁଟକେରେଙ୍ଗା ଗ୍ରାମ ନିକଟ ଜଙ୍ଗଲରୁ ପିଲାମାନଙ୍କୁ ଉଦ୍ଧାର କରାଯାଇଥିଲା। ୨୦ ଜଣ ପିଲା ଭୟଭୀତ ଥିଲେ। କେଉଁ କାରଣରୁ ସେମାନେ ଛାତ୍ରାବାସ ଛାଡ଼ିଥିଲେ ତାହା ସନ୍ଦେହ ସୃଷ୍ଟି କରିଛି।

କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଘଟଣା ସମ୍ପର୍କରେ ଜାଣିବା ପରେ ତୁରନ୍ତ ପଦକ୍ଷେପ ନେଇଛନ୍ତି। କୋରାପୁଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବାଶିଷ ଗୌଡ଼, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଜଗନ୍ନାଥ ଭତ୍ରା ବିଦ୍ୟାଳୟରେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି।

Powered by Froala Editor

Tags 20 Missing students

Related articles Odisha News Lens 4.1

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14651
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14189
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14374
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15717
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15916
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15151
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13489
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15839
    May 29, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14661
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14661
    May 30, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15151
    May 30, 2026
  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13489
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17516
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17566
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17953
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14538
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14651
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14374
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15345
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14927
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15184
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15668
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14006
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15916
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15151
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14189
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In