Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, December 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ...

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ...

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ...

  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ ...

  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ...

  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ...

  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

ମନୋରଞ୍ଜନ
Home ›› ମନୋରଞ୍ଜନ ››ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

2025-12-02 17:18:01
14644
Share:
Facebook
Twitter
E-Mail
WhatsApp
Telegram
ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

ସାମନ୍ଥା ପ୍ରଭୁ ଓ ରାଜ ନିଦିମୋରୁଙ୍କ ଡେଟିଂ ଖବର ବହୁତ ଦିନ ଧରି ଚର୍ଚ୍ଚାର ବିଷୟ ହୋଇଥିଲା। କିନ୍ତୁ ଏବେ ଏହି ଯୋଡ଼ି ବିବାହ କରିସାରିଛନ୍ତି । ସେ ପ୍ରଥମେ ଅଭିନେତା ନାଗା ଚୈତନ୍ୟଙ୍କୁ ବିବାହ କରିଥିଲେ। କିନ୍ତୁ କିଛି ବର୍ଷ ପରେ ସେମାନେ ଅଲଗା ହୋଇଯାଇଥିଲେ। ଛାଡ଼ପତ୍ର ପରେ ନାଗା ଚୈତନ୍ୟ ଅଭିନେତ୍ରୀ ଶୋଭିତା ଧୂଲିପାଲାଙ୍କୁ ଦ୍ବିତୀୟ ବିବାହ କରିସାରିଛନ୍ତି। ନାଗାଙ୍କ ବିବାହ ପରେ ଏବେ ସମାନ୍ଥା ମଧ୍ୟ ବିବାହ କରିଛନ୍ତି। ମନ୍ଦିରରେ ସେ ଲୋକପ୍ରିୟ ନିର୍ଦ୍ଦେଶକ ରାଜ ନିଦିମୋରୁଙ୍କୁ ବିବାହ କରିଥିବା ଜଣାପଡ଼ିଛି।

ଇନ୍‌ଷ୍ଟାଗ୍ରାମରେ ଫଟୋ ସେୟାର କରି ସମାନ୍ଥା‌ ବିବାହ କରିଥିବା ଘୋଷଣା କରିଛନ୍ତି। ଲାଲ୍ ଶାଢ଼ି ପିନ୍ଧିଥିବା ସମାନ୍ଥ‌ା ଅତି ସୁନ୍ଦର ଦିଶୁଥିବା ବେଳେ ଫଟୋରେ ଉଭୟ ବହୁତ ଖୁସି ଜଣାପଡ଼ୁଛନ୍ତି। 

ସୋମବାର ସକାଳେ ଦୁହେଁ ବିବାହ କରିଛନ୍ତି। କୋଏମ୍ବାଟୁରରେ ଥିବା ଈଶା ୟୋଗା ସେଣ୍ଟରରେ ଥିବା ଲିଙ୍ଗ ଭୈରବୀ ମନ୍ଦିରରେ ବିବାହ କରିଛନ୍ତି ସମାନ୍ଥା-ରାଜ୍। ବିବାହରେ ମାତ୍ର ୩୦ଜଣ ଅତିଥି ଥିଲେ ବୋଲି କୁହାଯାଉଛି। ଅଭିନେତ୍ରୀଙ୍କ ଏହି ଘୋଷଣା ପରେ ଏବେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି।

ରାଜ୍ ନିଦିମୋରୁ କେବଳ ଟାଲେଣ୍ଟେଡ୍ ନୁହଁନ୍ତି, ବରଂ ବହୁତ ଧନୀ ମଧ୍ୟ। ରିପୋର୍ଟ୍ ଅନୁଯାୟୀ, ୨୦୨୫ରେ ତାଙ୍କର ମୋଟ ସମ୍ପତ୍ତି ପ୍ରାୟ ୮୩-୮୫ କୋଟି ଟଙ୍କାର ପାଖାପାଖି ଥିଲା । 'ଦ ଫ୍ୟାମିଲି ମ୍ୟାନ୍', 'ଗୋ ଗୋଆ ଗନ୍' ଏବଂ 'ଫର୍ଜି' ଭଳି ହିଟ୍ ତାଙ୍କୁ ଇଣ୍ଡଷ୍ଟ୍ରୀର ମନି-ମେସିନ୍ ଡାୟରେକ୍ଟର୍ ଭାବେ ପରିଚିତ କରିଛି ।

ବଲିଉଡ ଏବଂ ସାଉଥ୍ ଇଣ୍ଡଷ୍ଟ୍ରୀର ବିଶ୍ୱରେ ଯେତେବେଳେ ରାଜ୍ ଏବଂ ଡି.କେ ର ନାମ ଆସେ, ସେତେବେଳେ 'ଦ ଫ୍ୟାମିଲି ମ୍ୟାନ୍' ଏବଂ 'ଫର୍ଜି' ଭଳି ବ୍ଲକବଷ୍ଟର ସିରିଜ ଗୁଡିକ ମନକୁ ଆସେ । କିନ୍ତୁ ଏବେ ନିର୍ଦ୍ଦେଶକ ରାଜ୍ ନିଦିମୋରୁ ନିଜର କାମରୁ ଅଧିକ, ସାମନ୍ଥା ପ୍ରଭୁଙ୍କ ସ୍ବାମୀ ଭାବେ ଅଧିକ ଚର୍ଚ୍ଚାରେ ରହିବେ । 

Powered by Froala Editor

Tags samantha

Related articles Odisha News Lens 4.1

  •  ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍
    ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14896
    Dec 02, 2025
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା
    ମନୋରଞ୍ଜନ

    ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

    14644
    Dec 02, 2025
  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି
    ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14243
    Dec 02, 2025
  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌
    ମନୋରଞ୍ଜନ

    ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15055
    Nov 30, 2025
  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ
    ଦେଶ-ଦେଶାନ୍ତର

    କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

    14056
    Nov 30, 2025
  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର
    ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13895
    Dec 02, 2025
  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର
    ମନୋରଞ୍ଜନ

    ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15894
    Nov 30, 2025
  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର
    ଦେଶ-ଦେଶାନ୍ତର

    ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14547
    Dec 02, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି
    ଦେଶ-ଦେଶାନ୍ତର

    ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14087
    Dec 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15894
    Nov 30, 2025
  • ମନୋରଞ୍ଜନ

    ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    13702
    Nov 30, 2025
  • ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14243
    Dec 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16873
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16969
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17312
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15784
    Apr 03, 2021

ବିଶେଷ

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14896
    Dec 02, 2025
  • ରକ୍ ସଲ୍ଟ ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ

    15804
    Nov 30, 2025
  • ଭଜାବୁଟ ଚୋପାର ରହିଛି ବହୁତ ଚମତ୍କାରୀ ଗୁଣ ଜାଣନ୍ତୁ.....

    14756
    Nov 29, 2025
  • ଖାଲି ପେଟରେ ଗ୍ରହଣ କରନ୍ତୁନି ଏହିସବୁ ଖାଦ୍ୟ ଓ ପାନୀୟ

    14304
    Nov 28, 2025
  • ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

    14049
    Nov 26, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14867
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14746
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14336
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13983
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14896
    Dec 02, 2025
  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15894
    Nov 30, 2025
  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15055
    Nov 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In