ବିଭିନ୍ନ ମଣ୍ଡି ବୁଲି ସ୍ଥିତି ଅନୁଧ୍ୟାନ କରିବେ ମନ୍ତ୍ରୀ
ଭୁବନେଶ୍ଵର: ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ। ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ଉତ୍ତର। ଧାନ ସଂଗ୍ରହ ସମୟରେ ବିଭାଗ ବିଭାଗ ଭିତରେ ସମନ୍ବୟ ପାଇଁ ମନ୍ତ୍ରିସ୍ତରୀୟ କମିଟି ଗଠନ ହୋଇଛି। ମନ୍ତ୍ରୀମାନେ ବିଭିନ୍ନ ମଣ୍ଡି ବୁଲି ସ୍ଥିତି ଅନୁଧ୍ୟାନ କରିବେ। ଜିଲ୍ଲାପାଳ ପ୍ରତ୍ୟେକ ମଣ୍ଡିରେ ଜଣେ ଜଣେ ଅଫିସରଙ୍କୁ ଦାୟିତ୍ବ ଦେବେ। ଅଫିସରମାନେ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବେ।
Powered by Froala Editor