Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହୁମାୟୁନ କବୀରଙ୍କୁ ଟିଏମସି ଦଳରୁ ନିଲମ୍ବିତ

ହୁମାୟୁନ କବୀରଙ୍କୁ ଟିଏମସି ଦଳରୁ ନିଲମ୍ବିତ

2025-12-04 11:35:46
16148
Share:
Facebook
Twitter
E-Mail
WhatsApp
Telegram
ହୁମାୟୁନ କବୀରଙ୍କୁ ଟିଏମସି ଦଳରୁ ନିଲମ୍ବିତ

କଲକାତା: ତୃଣମୂଳ କଂଗ୍ରେସ ବିଧାୟକ ହୁମାୟୁନ କବୀରଙ୍କୁ ଦଳରୁ ନିଲମ୍ବିତ କରିଛି । ପଶ୍ଚିମବଙ୍ଗ ପରିବହନ ମନ୍ତ୍ରୀ ଫିରହାଦ ହାକିମ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ହୁମାୟୁନ୍‌ କବୀର ଡିସେମ୍ବର ୬ତାରିଖରେ ମୁର୍ଶିଦାବାଦରେ ବାବ୍ରି ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଘୋଷଣା କରିଥିଲେ । ଏହା ଦଳର ହାଇକମାଣ୍ଡଙ୍କୁ କ୍ରୋଧିତ କରିଥିଲା, ଏଥିପାଇଁ ତାଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଧାୟକଙ୍କୁ ୬ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଛି । ଏଥିପାଇଁ ଦଳ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାର ଭରତପୁର ବିଧାନସଭା ଆସନର ବିଧାୟକ ଅଛନ୍ତି ହୁମାୟୁନ୍‌ କବୀର । ସେ ଡିସେମ୍ବର ୬ତାରିଖରେ ବାବ୍ରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଘୋଷଣା କରିଥିଲେ । ସେ ମୁର୍ଶିଦାବାଦର ବେଲଡାଙ୍ଗାରେ ବାବ୍ରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ଘୋଷଣା କରିଥିଲେ । ସେ କହିଥିଲେ ଯେ ତୃଣମୂଳ କଂଗ୍ରେସ ଦଳ ଛାଡିବେ ଏବଂ ସହିଦ ହେବାକୁ ମଧ୍ୟ ପ୍ରସ୍ତୁତ ଅଛନ୍ତି, କିନ୍ତୁ ବାବ୍ରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ଏବଂ ଏହାର ନିର୍ମାଣ ପାଇଁ ଦେଶବ୍ୟାପୀ ମୁସଲିମ ସମ୍ପ୍ରଦାୟରୁ ପାଣ୍ଠି ସଂଗ୍ରହ କରିବେ ।

 ଏହାପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କବୀରଙ୍କ ଉପରେ ଗଭୀର ବିରକ୍ତ ପ୍ରକାଶ କରିବା ସହ ଶିଳାନ୍ୟାସ ଉତ୍ସବରେ ଯୋଗ ଦେବାକୁ ମନା କରିଥିଲେ । 

Powered by Froala Editor

Tags Tmc

Related articles Odisha News Lens 4.1

  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14109
    Jun 11, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14200
    Jun 12, 2026
  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ
    ମନୋରଞ୍ଜନ

    ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ପ୍ରଣିତ

    15282
    Jun 11, 2026
  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...
    ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...

    14925
    Jun 11, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13298
    Jun 11, 2026
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14164
    Jun 12, 2026
  • ଗୁରୁ ରନ୍ଧାୱାଙ୍କ
    ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14847
    Jun 11, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13955
    Jun 11, 2026
  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13780
    Jun 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13780
    Jun 12, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13596
    Jun 11, 2026
  • ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14200
    Jun 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16921
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17540
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17588
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17980
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13527
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15406
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14197
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14090
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    15021
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15463
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15207
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15692
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14035
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ମମତାଙ୍କ ହାତ ଛାଡ଼ିଲେ

    14925
    Jun 11, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13596
    Jun 11, 2026
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13955
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In