Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ...

  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ...

  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିମାନ ଉଡାଣ ବାତିଲ କଲା ଇଣ୍ଡିଗୋ

ବିମାନ ଉଡାଣ ବାତିଲ କଲା ଇଣ୍ଡିଗୋ

2025-12-04 20:02:58
15721
Share:
Facebook
Twitter
E-Mail
WhatsApp
Telegram
ବିମାନ ଉଡାଣ ବାତିଲ କଲା ଇଣ୍ଡିଗୋ

ବୈଷୟିକ ତ୍ରୁଟି ଏବଂ ପର୍ଯ୍ୟାପ୍ତ କର୍ମଚାରୀ ଅଭାବରୁ ବୁଧବାର ଇଣ୍ଡିଗୋ ଏୟାରଲାଇନ୍ ବେଙ୍ଗାଲୁରୁ, ମୁମ୍ବଇ ସମେତ ଅନ୍ୟ ସହରରେ ୧୫୦ରୁ ଅଧିକ ବିମାନ ଉଡାଣ ବାତିଲ କରିଛି। ବେଙ୍ଗାଲୁରୁରେ କର୍ମଚାରୀ ଅଭାବରୁ ୪୨ ବିମାନ ବାତିଲ ହୋଇଥିବାବେଳେ ମୁମ୍ବଇରେ ୩୨ ବିମାନ ଉଡାଣ ପ୍ରଭାବିତ ହୋଇଛି। ଦିଲ୍ଲୀ, ହାଇଦରାବାଦ, ଚେନ୍ନଇ, ଗୋଆ, କଲକାତା ଏବଂ ଲକ୍ଷ୍ନୌରେ ଅନେକ ବିମାନ ଉଡାଣ ବାତିଲ ହୋଇଛି। ଦିଲ୍ଲୀ ବିମାନ ବନ୍ଦରରେ ଇଣ୍ଡିଗୋର ୬୭ ବିମାନ ଉଡାଣରେ ବିଳମ୍ବ ହୋଇଛି।

ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (RGIA) ପରିଚାଳନା ପକ୍ଷରୁ କୁହାଯାଇଛି ଯେ, ବିମାନବନ୍ଦରରେ ଇଣ୍ଡିଗୋ ବିମାନଗୁଡ଼ିକ ବାତିଲ ହେବା ବିମାନ କମ୍ପାନି ଭିତରେ ବୈଷୟିକ ଏବଂ କାର୍ଯ୍ୟକ୍ଷମ ସମସ୍ୟା ଯୋଗୁ ହୋଇଥିଲା, ଯାହା ଫଳରେ ବିମାନ ବାତିଲ ଏବଂ ବିଳମ୍ବ ହୋଇଥିଲା। ଇଣ୍ଡିଗୋ କହିଛି ଯେ, କର୍ମଚାରୀମାନେ ସ୍ୱାଭାବିକତା ଫେରାଇ ଆଣିବା ପାଇଁ କାମ କରୁଛନ୍ତି। ଯେଉଁ ଯାତ୍ରୀମାନଙ୍କର ବିମାନ ବାତିଲ ହୋଇଛି ସେମାନଙ୍କୁ ଅନ୍ୟ ବିମାନରେ ସ୍ଥାନ ଦିଆଯାଉଛି କିମ୍ବା ପୂର୍ଣ୍ଣ ଫେରସ୍ତ ପାଉଛନ୍ତି। ବିଳମ୍ବ ହୋଇଥିବା ବିମାନରେ ଯାତ୍ରୀମାନଙ୍କୁ ମଧ୍ୟ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦିଆଯାଉଛି।

ବେସାମରିକ ବିମାନ ଚଳାଚଳ ମହାନିର୍ଦେଶାଳୟର ୱେବସାଇଟ୍ ଅନୁସାରେ ମଙ୍ଗଳବାର ୬ ମୁଖ୍ୟ ଘରୋଇ ବିମାନ ବନ୍ଦରରେ ଇଣ୍ଡିଗୋ ଅନ-ଟାଇମ୍ ପରଫର୍ମାନ୍ସ ମାତ୍ର ୩୫ ପ୍ରତିଶତ ରହିଥିଲା। ଇଣ୍ଡିଗୋ ୧୬୦ ଏ ୩୨୦ ଫ୍ୟାମିଲି ଏୟାରକ୍ରାଫ୍ଟର ଜରୁରୀ ଅପଗ୍ରେଡକୁ ପୂରା କରିସାରିଥିବାବେଳେ ଏଭଳି ଆଉ ୪୦ ଏୟାରକ୍ରାଫ୍ଟ ପାଇଁ ଜରୁରୀ ତଦାରଖ ଚାଲିଛି। ଅନ୍ୟପଟେ ଲଗାତାର ଉଡାଣ ବାତିଲ ଏବଂ ବିଳମ୍ବ ନେଇ ଡିଜିସିଏ ଯାଞ୍ଚ ଆରମ୍ଭ କରିବା ସହ ଇଣ୍ଡିଗୋକୁ ତାଗିଦା କରିଛି।

Powered by Froala Editor

Tags indigo

Related articles Odisha News Lens 4.1

  • ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ
    ଦେଶ-ଦେଶାନ୍ତର

    ପୁଣି ଏକ ବଡ଼ ନିଷ୍ପତ୍ତି : ସ୍କୁଲ, ମନ୍ଦିର ପାଖରୁ ହଟିବ ମଦ ଦୋକାନ

    14201
    May 12, 2026
  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା
    ଦେଶ-ଦେଶାନ୍ତର

    AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13871
    May 12, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15236
    May 11, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13520
    May 12, 2026
  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ
    ଦେଶ-ଦେଶାନ୍ତର

    ପାଣିଟାଙ୍କିରୁ ବାହାରିଲେ ୧୧ ସାପ

    14967
    May 12, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    13906
    May 12, 2026
  • ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ

    14103
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15429
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    14931
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ...

    13906
    May 12, 2026
  • ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15236
    May 11, 2026
  • ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15576
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15429
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16092
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14534
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15503
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15240
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15134
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • AIADMKରେ ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱ, TVK କୁ ସମର୍ଥନ ଘୋଷଣା

    13871
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13520
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15429
    May 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In