Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜ୍ୟ
Home ›› ରାଜ୍ୟ ››ବାରବାଟୀ ଟି୨୦ ମ୍ୟାଚ୍‌: ଆଜି କାଉଣ୍ଟରରେ ଟିକଟ ବିକ୍ରି

ବାରବାଟୀ ଟି୨୦ ମ୍ୟାଚ୍‌: ଆଜି କାଉଣ୍ଟରରେ ଟିକଟ ବିକ୍ରି

2025-12-05 06:35:50
15471
Share:
Facebook
Twitter
E-Mail
WhatsApp
Telegram
ବାରବାଟୀ ଟି୨୦ ମ୍ୟାଚ୍‌:  ଆଜି କାଉଣ୍ଟରରେ ଟିକଟ ବିକ୍ରି

କଟକ: ବାରବାଟୀ ଟି୨୦ ମ୍ୟାଚ୍‌ ପାଇଁ ଆଜି କାଉଣ୍ଟରରେ ବିକ୍ରି ହେବ ଟିକଟ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଟିକଟ ଖଣ୍ଡେ ପାଇବା ପାଇଁ ରାଜ୍ୟର କୋଣ ଅନୁକୋଣରୁ ବହୁ କ୍ରିକେଟ୍‌ପ୍ରେମୀ ଗୁରୁବାରଠାରୁ କଟକରେ ଆସି ଡେରା ପକାଇଛନ୍ତି। ବିଶେଷକରି ଷ୍ଟାର ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ ଅନେକ ଆଶା ବାନ୍ଧିଛନ୍ତି। ଦର୍ଶକଙ୍କ ଏପରି ଉତ୍ସାହ କମିସନରେଟ୍‌ ପୁଲିସ ପାଇଁ ଚିନ୍ତାର କାରଣ ପାଲଟିଛି। ପୂର୍ବରୁ ଟିକଟ ବିକ୍ରି ସମୟରେ ବହୁବାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିବାର ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି କମିସନରେଟ୍‌ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର ବାଉଁଶ ପରିବର୍ତ୍ତେ ଲୁହାବାଡା ବନ୍ଧାଯିବା ସହ ପୂରା ଷ୍ଟାଡିୟମ ପରିସରରେ ସିସି ଟିଭି ଫୁଟେଜ୍‌ ଖଞ୍ଜାଯାଇଛି। ଟିକଟ ବିକ୍ରି ସମୟରେ ଧାଡି ଠାରୁ ଆରମ୍ଭ କରି କାଉଣ୍ଟର ପର୍ଯ୍ୟନ୍ତ ସମସ୍ତ ସ୍ଥାନକୁ ୪୩ ଟି ବୁଲେଟ୍‌ ଆଇପି କ୍ୟାମେରା ନଜର ରଖିବ। ଉକ୍ତ କ୍ୟାମେରା ସହ ଏଲଇଡି ପ୍ୟାନେଲର ବ୍ୟବସ୍ଥା କରାଯାଇଛି। ଯଦି କେହି ବିଶୃଙ୍ଖଳା ସୃଷ୍ଟି କରିବେ ସେମାନଙ୍କୁ ସହଜରେ ଚିହ୍ନଟ କରାଯାଇ ପଦକ୍ଷେପ ନିଆଯିବାର ବ୍ୟବସ୍ଥା ହୋଇଛି। ଷ୍ଟାଡିୟମକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ଗୁଡିକବ୍ଲକିଂ କରାଯିବା ସହ ଯାଞ୍ଚ କଡାକଡି କରାଯାଇଛି। ମୋଟାମୋଟି ଭାବେ ବାରବାଟୀ ଷ୍ଟାଡିୟମ ଓ ଏହାର ଚତୁଃପାର୍ଶ୍ବ ପୁଲିସ ସୁରକ୍ଷା ବଳୟ ମଧ୍ୟରେ ରହିଛି।

ଆଜି ସର୍ବସାଧାରଣଙ୍କ ଲାଗି ଟିକଟ ବିକ୍ରି କରାଯିବ। ଏହାକୁ ନେଇ ପୁଲିସ ଓ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଦର୍ଶକମାନେ ଯେପରି ଶାନ୍ତି ଶୃଙ୍ଖଳାରେ ଧାଡ଼ିରେ ରହି ଟିକଟ ସଂଗ୍ରହ ପାରିବେ ସେ ନେଇ ବ୍ୟାପକ ବନ୍ଦୋବସ୍ତ ହୋଇଛି। ୫ ଓ ୬ ତାରିଖ କାଉଣ୍ଟରରେ ଟିକଟ ବିକ୍ରି କରାଯିବ।

କ୍ରିକେଟ୍‌ ଏକାଡେମୀ ପଡ଼ିଆ ସମେତ ପାଣି ଟାଙ୍କି ଗଳି ରାସ୍ତାରେ ଲୁହାବାଡ଼ା ପ୍ରସ୍ତୁତ ହୋଇଛି। ସେଣ୍ଟ ଜାଭିୟର୍ସ ସ୍କୁଲର ଉଭୟ ପାର୍ଶ୍ବରେ ୩ଟି ଟିକଟ କାଉଣ୍ଟର ଖୋଲାଯାଇଛି। ଯେଉଁଠି କମ୍‌ ମୂଲ୍ୟ (ଗ୍ୟାଲେରି ଓ ସ୍ପେଶାଲ ଏନ୍‌କ୍ଲୋଜର) ଟିକଟ ବିକ୍ରି କରାଯିବ। ତନ୍ମଧ୍ୟରେ ଗୋଟିଏ ସ୍ବତନ୍ତ୍ର ଭାବେ ମହିଳାଙ୍କ ଲାଗି ରହିଥିବା ବେଳେ ଅନ୍ୟ ଦୁଇଟି କାଉଣ୍ଟରରୁ ସବୁ ବର୍ଗର ଦର୍ଶକ ଟିକଟ ସଂଗ୍ରହ କରିପାରିବେ। ଟିକଟ ବିକ୍ରି ସମୟରେ ପୁଲିସ ପକ୍ଷରୁ କଡ଼ା ନଜର ରଖାଯିବ। ଲମ୍ବା ଧାଡ଼ିରେ ରହୁଥିବା ଦର୍ଶକ ଅସୁସ୍ଥ ହେବାର ଆଶଙ୍କା ରହିଛି।

ସେମାନଙ୍କ ନିମନ୍ତେ ସ୍ବାସ୍ଥ୍ୟ ଟିମ୍‌ ସହ ଆମ୍ବୁଲାନ୍ସ ରଖାଯିବ। ଅଗ୍ନିଶମ ବାହିନୀ ମୁତୟନ ରହିବେ। ଅନ୍ୟପକ୍ଷେ ଷ୍ଟାଡିୟମ ପରିସରରେ ଗୁରୁବାର ଟିକଟ ବିକ୍ରି ସଂକ୍ରାନ୍ତରେ ପୁଲିସ କର୍ମଚାରୀଙ୍କୁ ଡିସିପି ବ୍ରିଫିଂ କରିଛନ୍ତି। ଦର୍ଶକଙ୍କ ପ୍ରତି ଭଲ ବ୍ୟବହାର ପ୍ରଦର୍ଶନ କରିବା ଲାଗି ପୁଲିସ କର୍ମଚାରୀଙ୍କୁ ପରାମର୍ଶ ଦିଆଯାଇଛି। ଏଥିସହ ବିଶୃଙ୍ଖଳାକାରୀଙ୍କ ଉପରେ କଡ଼ା ନଜର ରଖାଯିବା, କଳା ବଜାରୀ କରୁଥିବା ବ୍ୟକ୍ତିଙ୍କୁ କାବୁ କରିବା, କୌଣସି ପୁଲିସ କର୍ମଚାରୀ ନିୟମ ଉଲ୍ଲଂଘନ ନକରିବା ଏବଂ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଦିଗରେ କାର୍ଯ୍ୟକରିବାକୁ କୁହାଯାଇଛି। 

Powered by Froala Editor

Tags Barabati

Related articles Odisha News Lens 4.1

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13876
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14010
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14691
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13818
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15734
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14847
    Sep 04, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13427
    Sep 04, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15495
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15587
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ...

    14691
    Sep 03, 2026
  • ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15495
    Sep 03, 2026
  • ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13876
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17722
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18141
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13617
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14507
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14811
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14765
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14101
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13784
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14317
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15202
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14720
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14010
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15495
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14847
    Sep 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In