Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

  • ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ...

  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ...

ବିଶେଷ
Home ›› ବିଶେଷ ››ପିଲା ଜନ୍ମ ହେବା ପରେ ମା’ ଖାଇଦିଏ ନାଭି ନାଡ, ଜାଣନ୍ତୁ କେଉଁ ଦେଶରେ

ପିଲା ଜନ୍ମ ହେବା ପରେ ମା’ ଖାଇଦିଏ ନାଭି ନାଡ, ଜାଣନ୍ତୁ କେଉଁ ଦେଶରେ

2021-07-22 04:43:33
13599
Share:
Facebook
Twitter
E-Mail
WhatsApp
Telegram
ପିଲା ଜନ୍ମ ହେବା ପରେ ମା’ ଖାଇଦିଏ ନାଭି ନାଡ, ଜାଣନ୍ତୁ କେଉଁ ଦେଶରେ


ଆପଣଙ୍କୁ ଏହି କଥା ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ । ଚାଇନାରେ ପ୍ଲାସେଂଟାକୁ ପ୍ଲେସେଂଟାଫାଗି କୁହାଯାଏ । ସେଠାକାର ଲୋକମାନେ ବିଶ୍ୱାସ କରନ୍ତି ଯେ ପ୍ଲାସେଂଟାରେ ଅନେକ ପୋଷକ ତତ୍ୱ ଥାଏ । ଅନେକ ଥର ଦେଖାଯାଇଛି ପିଲାଟି ଜନ୍ମ ହେବା ମାତ୍ରେ ମାଆ ନିଜ ନାଭି ନାଡ ଖାଇଥାଏ । ଏହାଛଡା ପ୍ଳାସେଂଟା ମେଡିକାଲରୁ ଅନେକ ସମୟ ଚୋରି ମଧ୍ୟ ହୋଇଥାଏ । ଏହାକୁ ଅଧିକ ମୂଲ୍ୟରେ ବିକ୍ରି କରାଯାଏ । ଏହା ଶୁଖିବା ପରେ ଏହାକୁ ମେଡିସିନ୍ ଭାବରେ ବ୍ୟବହାର କରାଯାଇଥାଏ । କୁହାଯାଏ ପ୍ଲାସେଂଟା ବା ନାଭିକ ଖାଇବା ଦ୍ୱାରା ମହିଳାମାନେ ପ୍ରସବ ପରେ ଚାପ ଅନୁଭବ କରନ୍ତି ନାହିଁ ଓ ଏହା ପୁରୁଷଙ୍କ ପାଇଁ ଶକ୍ତିହୀନତାର ଉପଶମ ଅଟେ । କିନ୍ତୁ ୨୦୧୬ରେ ଏହି ବିଷୟରେ ରୋଗ ନିୟନ୍ତ୍ରଣ ଓ ପ୍ରତିରୋଧ କେନ୍ଦ୍ର ଦ୍ୱାରା ମା’ ଉପରେ ଏକ ଅନୁସନ୍ଧାନ କରାଯାଇଥିଲା । ସେହି ମା’ଙ୍କ ଠାରେ ଆଗରୁ ଏକ ଗୁରୁତର ସଂକ୍ରମଣ ଥିଲା । ଶିଶୁଟି ଜନ୍ମ ହେବା ପରେ ମା ପ୍ରତିଦିନ ପ୍ଲାସେଂଟାରେ ନିର୍ମିତ ଏକ କ୍ୟାପସୁଲ ଖାଉଥିବା ବେଳେ ଶିଶୁଠାରେ ଏହି ଘଟଣା ଘଟିଥିଲା । କାରଣ ଏହି ସମୟରେ ସେ ଶିଶୁକୁ ସ୍ତନ୍ୟପାନ କରାଉଥିଲେ, ଏହି କାରଣରୁ ସଂକ୍ରମଣ ଶିଶୁଙ୍କ ନିକଟରେ ପହ ିଥିଲା । ଟୋକ୍ସାସ ୟୁନିଭର୍ସିଟି ହସ୍ପିଟାଲର ଡାକ୍ତରମାନଙ୍କ ମତ ଅନୁସାରେ ପ୍ଲାସେଂଟାରେ ଭାଇରସ୍ ଓ ବିପଦଜ୍ଜନକ ଜୀବାଣୁ ରହିପାରନ୍ତି । ତେଣୁ ଏହା ଖାଇବା ଦ୍ୱାରା ଉଭୟଙ୍କ ଶରୀରରେ ରୋଗ ସୃଷ୍ଟି ହେବାର ସମ୍ଭାବନା ରହିଥାଏ ।

Powered by Froala Editor

Tags Placenta

Related articles Odisha News Lens 4.1

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15132
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ
    ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14064
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13814
    Aug 31, 2026
  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15500
    Aug 31, 2026
  •  ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...
    ଦେଶ-ଦେଶାନ୍ତର

    ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...

    13619
    Aug 30, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14191
    Aug 31, 2026
  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

    14974
    Aug 30, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13825
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15183
    Aug 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14191
    Aug 31, 2026
  • ମନୋରଞ୍ଜନ

    ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14064
    Aug 31, 2026
  • ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15500
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17061
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17699
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18131
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13814
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14482
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14631
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13971
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15360
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15986
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14022
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14291
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15500
    Aug 31, 2026
  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

    14974
    Aug 30, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14064
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In