Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ...

  • ଠକାମୀ କରି ଆସନ କବଜା କରିବାକୁ ଯୋଜନା ...

  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ...

  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ...

  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିମାନ ବାତିଲ ପରେ କାନ୍ଦିଲେ ବାପା, ଝିଅ ପାଇଁ ମାଗିଲେ ସାନିଟାରୀ ପ୍ୟାଡ୍‌

ବିମାନ ବାତିଲ ପରେ କାନ୍ଦିଲେ ବାପା, ଝିଅ ପାଇଁ ମାଗିଲେ ସାନିଟାରୀ ପ୍ୟାଡ୍‌

2025-12-05 10:16:00
14165
Share:
Facebook
Twitter
E-Mail
WhatsApp
Telegram
ବିମାନ ବାତିଲ ପରେ କାନ୍ଦିଲେ ବାପା, ଝିଅ ପାଇଁ ମାଗିଲେ ସାନିଟାରୀ ପ୍ୟାଡ୍‌

ଲଗାତର ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ଏୟାର ଲାଇନ୍ସର ବିମାନ ସେବା ବାତିଲ୍ଲ କରିଛି । ଫଳରେ ଏୟାରପୋର୍ଟରେ ହନ୍ତହନ୍ତ ହେଉଛନ୍ତି ଯାତ୍ରୀ। ବିମାନବନ୍ଦ ପରିସରରେ ସୃଷ୍ଟି ହୋଇଛି ଅସ୍ବାଭାବିକ ପରିସ୍ଥିତି। ଯାତ୍ରୀଙ୍କ ଭିତରେ ପ୍ରବଳ ଅସନ୍ତୋଷ ଓ ଆକ୍ରୋଶ ଦେଖିବାକୁ ମିଳିଛି। ଜରୁରୀ କାମରେ ବାହାରିଥିବା ଯାତ୍ରୀ ଏୟାରପୋର୍ଟରେ ଘଣ୍ଟା ଘଣ୍ଟା ଅପେକ୍ଷା କରି ଘାଣ୍ଟି ସନ୍ତୁୁଳି ହେଉଛନ୍ତି। 

ରେଲୱେ ଷ୍ଟେସନରେ ଅପେକ୍ଷା କରିବା ଭଳି ଏୟାରପୋର୍ଟ ପରିସରରେ ଯାତ୍ରୀମାନେ ବସିବା ସହ ଶୋଉଛନ୍ତି। ଉଭୟ ଦେଶ ଓ ଦେଶ ବାହାରକୁ ଉଡିବାକୁ ଥିବା ଇଣ୍ଡିଗୋର ବିମାନ ଉଡ଼ାଣ ବାତିଲ ପରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।

ଯାତ୍ରୀ ସୁରକ୍ଷା ବିଷୟରେ ବହୁତ ଆଲୋଚନା ହେଉଥିବାବେଳେ, ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଭାଇରାଲ ହୋଇଛି। ବିମାନବନ୍ଦରରେ ଜଣେ ବାପା କାନ୍ଦୁଥିବା ଏବଂ ତାଙ୍କ ଝିଅ ପାଇଁ ସାନିଟାରୀ ପ୍ୟାଡ ମାଗୁଥିବାର ଦେଖାଯାଉଛି। 

ସୋସିଆଲ ମିଡିଆ ପ୍ଲାଟଫର୍ମରେ ଭାଇରାଲ ହେଉଥିବା ଏହି ଭିଡିଓକୁ @grafidon ନାମକ ଏକ ଆକାଉଣ୍ଟ ଦ୍ୱାରା ଶେୟାର କରାଯାଇଛି। ଏକ ଭାଇରାଲ ଭିଡିଓରେ, ଜଣେ ବ୍ୟକ୍ତି ବିମାନବନ୍ଦରରେ ତାଙ୍କ ଝିଅ ପାଇଁ ସାନିଟାରୀ ପ୍ୟାଡ ବିମାନବନ୍ଦର କର୍ମଚାରୀଙ୍କୁ ମାଗୁଥିବାର ଦେଖାଯାଉଛି। ସେ ବାରମ୍ବାର ବିମାନବନ୍ଦର କର୍ମଚାରୀଙ୍କୁ ଅନୁରୋଧ କରୁଛନ୍ତି, ତାଙ୍କ ଝିଅ ଅସୁସ୍ଥ ଅନୁଭବ କରୁଥିବାରୁ ତାଙ୍କୁ ଏକ ପ୍ୟାଡ ଦିଅନ୍ତୁ, କିନ୍ତୁ କେହି ଶୁଣୁ ନାହାନ୍ତି। ଆଶ୍ଚର୍ଯ୍ୟର କଥା, ପାଖରେ ଥିବା କେହି କିମ୍ବା ବିମାନବନ୍ଦର କର୍ମଚାରୀ ସାହାଯ୍ୟ କରିବାକୁ ଆଗେଇ ଆସିଲେ ନାହିଁ, ଯାହା ଫଳରେ ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହୋଇଗଲା।

Powered by Froala Editor

Tags indigo

Related articles Odisha News Lens 4.1

  • ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି
    ଦେଶ-ଦେଶାନ୍ତର

    ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି

    14424
    Apr 12, 2026
  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ

    14724
    Apr 12, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13265
    Apr 13, 2026
  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେ
    ଦେଶ-ଦେଶାନ୍ତର

    ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେ

    14299
    Apr 12, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    13906
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି
    ବିଶେଷ

    ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15485
    Apr 12, 2026
  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ
    ଦେଶ-ଦେଶାନ୍ତର

    ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

    14202
    Apr 12, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    13954
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14330
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    13906
    Apr 13, 2026
  • ଦେଶ-ଦେଶାନ୍ତର

    ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ

    14724
    Apr 12, 2026
  • ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14761
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17414
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17471
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17825
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16299
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14761
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15485
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14559
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15595
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14447
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15328
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15058
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15561
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13857
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

    14202
    Apr 12, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14330
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15485
    Apr 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In