Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପାରଦ ତଳମୁହାଁ, ଥଣ୍ଡାର ସହର ଘୁ.ଉଦୟଗିରି

ପାରଦ ତଳମୁହାଁ, ଥଣ୍ଡାର ସହର ଘୁ.ଉଦୟଗିରି

2025-12-07 20:10:15
15468
Share:
Facebook
Twitter
E-Mail
WhatsApp
Telegram
ପାରଦ ତଳମୁହାଁ, ଥଣ୍ଡାର ସହର ଘୁ.ଉଦୟଗିରି

ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ଶୀତ ଲହରିରେ ପୂରା ଓଡ଼ିଶା ଥରିବ । ପାଣିପାଗ ବିଭାଗ(ଆଇଏମଡି) ଏହି ଆକଳନ କରିଛି । ରବିବାର ରାଉରକେଲା ଓ ଝାରସୁଗୁଡ଼ାରେ ପାରଦ ୯ ଡିଗ୍ରୀ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ।

ପାରଦ ଖସିବା ସହ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଓଡ଼ିଶାର ସବୁଠାରୁ କମ୍ ତାପମାତ୍ରା ଏବଂ ଥଣ୍ଡାର ସହର ଭାବେ ଘୁ.ଉଦୟଗିରି ଚିହ୍ନଟ ହୋଇଥିବା ବେଳେ ଡିସେମ୍ବର ମାସ ଆରମ୍ଭରେ ଶୀତ ତାର ପ୍ରକୋପ ଦେଖାଇବା ଆରମ୍ଭ କରିଛି। ଆଗାମୀ ଦିନରେ ତାପମାତ୍ରା ଆହୁରି ତଳ ମୁହାଁ ହେବା ଆଶଙ୍କା କରିଛି ପାଣିପାଗ ବିଭାଗ।

ଶୁକ୍ରବାର ଜି.ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍ ରହିଥିଲା । ଏଠାରେ ପାରଦ ୫.୬ ଡିଗ୍ରୀ ରହିଥିଲା । ଘନ କୁହୁଡ଼ି ଯୋଗୁ ଫୁଲବାଣୀରେ ଦୃଶ୍ୟମାନ ଦୂରତା ୫୦ ମିଟରରୁ କମ୍ ରହିଥିଲା । କୋରାପୁଟ ଓ ଫୁଲବାଣୀରେ ୧୦୦ ମିଟରରୁ କମ୍ ରହିଥିଲା ।

ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୮ଡିଗ୍ରୀ, ରାଉରକେଲାରେ ୮.୧, ଫୁଲବାଣୀରେ ୮.୫, କେନ୍ଦୁଝରରେ ୯.୪, ଅନୁଗୁଳରେ ୯.୮, ଭବାନୀପାଟଣାରେ ୧୦.୮, ସୁନ୍ଦରଗଡ଼ରେ ୧୦.୬, ବୌଦ୍ଧ ଓ ଢେଙ୍କାନାଳରେ ୧୧.୯, କଟକ ଓ ସୋନପୁରରେ ୧୨.୪, ଭୁବନେଶ୍ୱର ଓ ନବରଙ୍ଗପୁରରେ ୧୩, ବାଲେଶ୍ୱରରେ ୧୩.୧, ଟିଟିଲାଗଡ଼ ଓ ମାଲକାନଗିରିରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି ।

ଲଘୁଚାପ, ଘୂର୍ଣ୍ଣିବଳୟ ଯୋଗୁ ବର୍ଷା ଏବଂ ପରବର୍ତ୍ତୀ ସମୟରେ ପାଗ ମେଘୁଆ କାରଣରୁ ଏକ ସପ୍ତାହ ହେଲା ଶୀତ କମିଯାଇ ଥିବା ବେଳେ କାଲି ଠାରୁ ହଠାତ ଅନୁଭୂତ ହୋଇଛି ଶୀତ।

Powered by Froala Editor

Tags winter

Related articles Odisha News Lens 4.1

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14452
    Oct 17, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    13943
    Oct 19, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15060
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14401
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14014
    Oct 18, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13979
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14827
    Oct 19, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15154
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15509
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14827
    Oct 19, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14452
    Oct 17, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15509
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17195
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17890
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17835
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18258
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14401
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15372
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14710
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14809
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15809
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14624
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13990
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15106
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15817
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15148
    Oct 19, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14452
    Oct 17, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    13943
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In