Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

  • ‘ଜୀବନ୍ୟାସ’ ପୁରସ୍କୃତ

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

Home ›› ››ବିବାହ ଭାଙ୍ଗିଲା…ଇନ୍‌ଷ୍ଟାରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ବିବାହ ଭାଙ୍ଗିଲା…ଇନ୍‌ଷ୍ଟାରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

2025-12-07 20:10:52
15899
Share:
Facebook
Twitter
E-Mail
WhatsApp
Telegram
ବିବାହ ଭାଙ୍ଗିଲା…ଇନ୍‌ଷ୍ଟାରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଯାଇଛି। ପଲାଶ ମୁଚ୍ଛଲଙ୍କ ସହିତ ତାଙ୍କ ସମ୍ପର୍କ ଶେଷ ହୋଇଛି ବୋଲି ସାମାଜିକ ଗଣମାଧ୍ୟମ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି ମନ୍ଧାନା। ଏହା ପରେ ସେମାନେ ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନଫଲୋ ମଧ୍ୟ କରିଛନ୍ତି। ସ୍ମୃତି ଉଭୟ ପରିବାରର ଗୋପନୀୟତା ପାଇଁ ଆବେଦନ କରିଛନ୍ତି। ଏହି ସମୟରେ ପଲାଶ ମଧ୍ୟ ଏକ ଅଫିସିଆଲି ବିବୃତ୍ତି ଜାରି କରି ଏହାକୁ ତାଙ୍କ ପାଇଁ ଏକ କଷ୍ଟକର ସମୟ ବୋଲି ବର୍ଣ୍ଣନା କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି, ସେ ଗୁଜବ ପ୍ରଚାର କରୁଥିବା ଲୋକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

ଗତ କିଛି ସପ୍ତାହ ହେବ ତାଙ୍କ ଜୀବନକୁ ନେଇ ଅନେକ ପ୍ରକାର ଆଲୋଚନା ହେଉଛି। ସେ ନିଜ ବ୍ୟକ୍ତିଗତ ଜୀବନକୁ ବ୍ୟକ୍ତିଗତ ସ୍ତରରେ ହିଁ ସୀମିତ ରକିବାକୁ ଚାହୁଁଛନ୍ତି। କିନ୍ତୁ ବର୍ତ୍ତମାନ ଏସବୁ କହିବା ଜରୁରୀ ଯେ, ତାଙ୍କ ବିବାହ ରଦ୍ଦ ହୋଇଯାଇଛି। ଏହି ପ୍ରସଙ୍ଗ ଏହିଠାରେ ଶେ‌ଷ ହେଉ ବୋଲି ସେ ଚାହୁଁଛନ୍ତି। ଦୁଇ ପରିବାରର ବ୍ୟକ୍ତିଗତ ପ୍ରସଙ୍ଗକୁ ଆପଣମାନେ ସମ୍ମାନ ଦିଅନ୍ତୁ ଏବଂ ଆମକୁ ଏହି ପରିସ୍ଥିତିରୁ ବାହାରି ସ୍ବାଭାବିକ ଅବସ୍ଥାକୁ ଫେରିବା ଲାଗି ସମୟ ଦିଅନ୍ତୁ। ଯାହାଫଳରେ ସେ ଆଗକୁ ବଢ଼ିପାରିବେ। ମନ୍ଧାନା ନିଜ କ୍ୟାରିଅରକୁ ନିଜର ପ୍ରାଥମିକତା ବୋଲି ଦର୍ଶାଇଛନ୍ତି।

ପଲାଶ ଏବଂ ସ୍ମୃତି ନିଜ ନିଜ ଇନଷ୍ଟାଗ୍ରାମ ଷ୍ଟୋରିରେ ଏକ ଅଫିସିଆଲି ବିବୃତ୍ତି ପ୍ରକାଶ କରିଛନ୍ତି। ବିବୃତ୍ତିରେ ଉଭୟ ସେଲିବ୍ରିଟି ସେମାନଙ୍କ ବିବାହ ଭାଙ୍ଗିଯିବା ଘୋଷଣା କରିଛନ୍ତି ଏବଂ ନିଜ ଜୀବନରେ ଆଗକୁ ବଢ଼ିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ବିବୃତ୍ତି ପରେ ପଲାଶ ଏବଂ ସ୍ମୃତିଙ୍କ ଇନ୍‌ଷ୍ଟାଗ୍ରାମ ଫଲୋଅର୍ସ ତାଲିକା ଯାଞ୍ଚ କରିବାରୁ ପଲାଶ କିମ୍ବା ସ୍ମୃତି କେହି କାହାକୁ ଫଲୋ କରି ନାହାନ୍ତି। ଏହା ସ୍ପଷ୍ଟ ଯେ, ବିବାହ ଭାଙ୍ଗିଯିବା ନିଶ୍ଚିତ ହେବା ମାତ୍ରେ ଉଭୟ ସେଲିବ୍ରିଟି ପରସ୍ପରକୁ ଅନଫଲୋ କରିଦେଇଛନ୍ତି।

Powered by Froala Editor

Tags palas

Related articles Odisha News Lens 4.1

  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13742
    Mar 14, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13498
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13766
    Mar 14, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15554
    Mar 14, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14761
    Mar 15, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14090
    Mar 15, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14414
    Mar 15, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14528
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13669
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14414
    Mar 15, 2026
  • ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13766
    Mar 14, 2026
  • ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13742
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13927
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13908
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14481
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15097
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14852
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13669
    Mar 14, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14761
    Mar 15, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14331
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In