Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

ରାଜ୍ୟ
Home ›› ରାଜ୍ୟ ››୩୧୩ କୋଟି ବ୍ୟୟରେ ହେବ ମା’ ତାରିଣୀ ପୀଠ ଉନ୍ନତିକରଣ, ପଡ଼ିଲା ଶୁଭ ନିଅଁ

୩୧୩ କୋଟି ବ୍ୟୟରେ ହେବ ମା’ ତାରିଣୀ ପୀଠ ଉନ୍ନତିକରଣ, ପଡ଼ିଲା ଶୁଭ ନିଅଁ

2025-12-07 20:13:29
14251
Share:
Facebook
Twitter
E-Mail
WhatsApp
Telegram
୩୧୩ କୋଟି ବ୍ୟୟରେ ହେବ ମା’ ତାରିଣୀ ପୀଠ ଉନ୍ନତିକରଣ, ପଡ଼ିଲା ଶୁଭ ନିଅଁ

‘ମା’ ତାରିଣୀଙ୍କ ପୀଠକୁ ବିଶ୍ବସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଠାରେ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକମାନେ ଯେପରିକି ଆବଶ୍ୟକ ସୁବିଧା ମିଳିବ, ଏହାକୁ ଦୃଷ୍ଟିରେ ରଖି ଭିତ୍ତିଭୂମି ପ୍ରତିଷ୍ଠା କରିବାକୁ ଯୋଜନା ରଖିଛନ୍ତି। ଏଥି ପାଇଁ ୩୧୩ କୋଟି ଟଙ୍କା ବ୍ୟୟ ବରାଦରେ ରବିବାର ମା’ ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଉନ୍ନତିକରଣ କାର୍ଯ୍ୟ ସମାପ୍ତ ହେବ ବୋଲି ସମୟସୀମା ଧାର୍ଯ୍ୟ କରାଯାଇଛି।

ଯାତ୍ରୀ ସୁବିଧା କେନ୍ଦ୍ର, ରାସ୍ତା ଓ ଯୋଗାଯୋଗ, ପୁଷ୍କରିଣୀ ସମୂହର ବିକାଶ, ସୁଦୃଶ୍ୟ ବ୍ୟାଖ୍ୟାନ କେନ୍ଦ୍ର, ଯାତ୍ରୀନିବାସ, ପ୍ରାଚୀର ସହ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ମନ୍ଦିର ଆଭ୍ୟନ୍ତରୀଣ ଓ ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତାର ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି।  ଏଥି ସହିତ ୨୧୬ ଶଯ୍ୟାବିଶିଷ୍ଟ ଯାତ୍ରୀନିବାସ, ୫୦୦ ଲୋକଙ୍କ ଏକସଙ୍ଗେ ପ୍ରସାଦସେବନ ବ୍ୟବସ୍ଥା, ନଡ଼ିଆ ଗୋଦାମ ସହିତ ମା’ ତାରିଣୀ ମନ୍ଦିର ସମ୍ବନ୍ଧିତ ବ୍ୟାଖ୍ୟାନ କେନ୍ଦ୍ର ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ହେବ। ଏହି ଅତ୍ୟାଧୁନିକ ବ୍ୟବସ୍ଥା କରିବା ପାଇଁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମା’ ତାରିଣୀ ପୀଠ ଗସ୍ତ କରିଥିଲେ। ଏହି ଅବସରରେ ସେ ମା’ ତାରିଣୀଙ୍କୁ ପୂଜାର୍ଚ୍ଚନା ମଧ୍ୟ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,ଅଠରମାସ ତଳର ପରିକଳ୍ପନା ସାକାର ରୂପ ନେଇଛି। ମା’ ତାରିଣୀଙ୍କ ପୀଠକୁ ଏକ ବିଶ୍ଵସ୍ତରୀୟ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳୀ ଭାବେ ଗଢି ତୋଳିବାକୁ ସରକାର ସମସ୍ତ କାର୍ଯ୍ୟ କରିବେ । ମା’ଙ୍କ ପୀଠର ଉନ୍ନତିକରଣ ପାଇଁ କୌଣସି ବାଧା ବାଧକ ସାଜିବ ନାହିଁ । ଅର୍ଥର ଅଭାବ ନାହିଁ କାରଣ, ଏହି ଉନ୍ନତିକରଣ କାର୍ଯ୍ୟ ମା’ଙ୍କ ଆଶୀର୍ବାଦରେ ହେଉଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ବିକ ବିକାଶ ପାଇଁ ମଂଜୁର ହୋଇଥିବା ୩୧୩ କୋଟି ଟଙ୍କା ଏକ ବର୍ଷ ମଧ୍ୟରେ ଖର୍ଚ୍ଚ । ଆଗାମୀ ଏକ ବର୍ଷ ମଧ୍ୟରେ ଏହି ଅଂଚଳରେ ସମସ୍ତ ତୀର୍ଥଯାତ୍ରୀ ସୁବିଧା ଉପଲବ୍ଧ ହେବ ।

ଏଥିସହିତ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ଆଉ ଅଧିକ ବ୍ୟୟ ଏହି ପ୍ରକଳ୍ପ ସହିତ ଯୋଡ଼ା ଯାଇ ମନ୍ଦିରର ଦେହୁରୀମାନଙ୍କ ସୁବିଧା ନିମନ୍ତେ ରହିବା ଗୃହ ମଧ୍ୟ ନିର୍ମାଣ ହେବ । ପୂର୍ତ୍ତ ବିଭାଗ ଏଥି ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଏବଂ ଜିଲ୍ଲାପାଳଙ୍କୁ ଡିପିଆର ମଧ୍ୟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, କେନ୍ଦୁଝର ଜିଲ୍ଲାରେ ବୃହତ୍‌ ଇସ୍ପାତ୍‌ କାରଖାନା ଗଢ଼ି ଉଠିବ। ସୁନାର କେନ୍ଦୁଝର ଇସ୍ପାତ ନଗରୀରେ ପରଣିତ ହେବ। ରାଉରକେଲା ଏବଂ କଳିଙ୍ଗନଗର ଭଳି ଏଠାରେ କାରଖାନା ଗଢ଼ି ଉଠିବ। ଏଥି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି।

କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଜଙ୍ଗଲ ମନ୍ତ୍ରୀ ଇଂ ଗଣେଶ ରାମସିଂ ଖୁଣ୍ଟିଆ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର, କେନ୍ଦୁଝର ସାଂସଦ ଅନନ୍ତ ନାୟକ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଯାଜପୁର ସାସଂଦ ରବି ନାରାୟଣ ବେହେରା, ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଚମ୍ପୁଆ ବିଧାୟକ ସନାତନ ମହାକୁଡ,ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ତେଲକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାଏକ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, କୋରେଇ ବିଧାୟକ ଆକାଶ ଦାସ ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ରେମୁଣା ବିଧାୟକ ଗୋବିନ୍ଦ ଦାସ, ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ, ବାରିପଦା ବିଧାୟକ ପ୍ରକାଶ ସୋରେନ, ଜିଲ୍ଲାପାଳ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Powered by Froala Editor

Tags TARINI TEMPLE

Related articles Odisha News Lens 4.1

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14949
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    14860
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14504
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15649
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15093
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15136
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15043
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15198
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14849
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    14860
    Oct 01, 2026
  • ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15198
    Oct 01, 2026
  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15043
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17142
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17831
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17795
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18211
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15235
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14020
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15759
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15326
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14700
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14671
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14388
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15956
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14849
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15649
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15043
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In