Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

ରାଜ୍ୟ
Home ›› ରାଜ୍ୟ ››ହାଡ଼ଭଙ୍ଗା ଜାଡ଼, ଘୁ.ଉଦୟଗିରିରେ ରାତି ତାପମାତ୍ରା ୪.୪ଡିଗ୍ରୀ ଛୁଇଁଲା

ହାଡ଼ଭଙ୍ଗା ଜାଡ଼, ଘୁ.ଉଦୟଗିରିରେ ରାତି ତାପମାତ୍ରା ୪.୪ଡିଗ୍ରୀ ଛୁଇଁଲା

2025-12-08 06:26:12
14632
Share:
Facebook
Twitter
E-Mail
WhatsApp
Telegram
ହାଡ଼ଭଙ୍ଗା ଜାଡ଼, ଘୁ.ଉଦୟଗିରିରେ ରାତି ତାପମାତ୍ରା ୪.୪ଡିଗ୍ରୀ ଛୁଇଁଲା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି। ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଛି। ଦକ୍ଷିଣରୁ ଉତ୍ତର ଓଡ଼ିଶା, ପଶ୍ଚିମରୁ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ଶୀତ ପଡୁଛି। ବିଶେଷକରି କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୋଳ, କେନ୍ଦୁଝର, ସମ୍ବଲପୁର ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେଉଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଅନୁଗୋଳ, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲାର ବିଭିନ୍ନ ଅଞ୍ଚଳରେ ଶୀତ ପ୍ରକୋପ ଆହୁରି ବଢ଼ିବା ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ଶୀତ ଲହରୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ପୁଣି ସପ୍ତାହେ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବା ସମ୍ଭାବନା ନାହିଁ। ୧୦ ସହରରେ ପାରଦ ୧୦ଡିଗ୍ରୀ ତଳେ ଥିବାବେଳେ ୧୫ଡିଗ୍ରୀ ତଳେ ୩୯ଟି ସହର ପାରଦ ରହିଛି।

ଗତ ୨୪ଘଣ୍ଟା ମଧ୍ୟରେ ରାତି ତାପମାତ୍ରା ତଳମୁହାଁ ହେବା କାରଣରୁ ଆଜି ପାହାଡ଼ିଆ ଅଞ୍ଚଳ ମଧ୍ୟରେ ଘୁ.ଉଦୟଗିରି ରାତି ତାପମାତ୍ରା ୪.୪ଡିଗ୍ରୀ ଛୁଇଁଛି। ଏହା ହେଉଛି ଏବର୍ଷର ସବୁଠାରୁ କମ୍‌ ରାତି ତାପମାତ୍ରା। ଏଠାରେ ଗତ ଶୁକ୍ରବାର ପାରଦ ୧୦.୪ଡିଗ୍ରୀ ଥିବାବେଳେ ଶନିବାର ୫.୬ଡିଗ୍ରୀ ରହିଥିଲା। କୋରାପୁଟ ଜିଲାର ସେମିଳିଗୁଡ଼ାରେ ପାରଦ ୬.୧ଡିଗ୍ରୀ ଛୁଇଁଛି। କୋରାପୁଟ ସହରରେ ପାରଦ ୧୦.୩ଡିଗ୍ରୀ ରହିଛି। ଉକ୍ତ ଜିଲାର ପାହାଡ଼ିଆ ଏବଂ ସମତଳ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। 

Powered by Froala Editor

Tags Winter

Related articles Odisha News Lens 4.1

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15214
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15224
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14846
    Mar 05, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14811
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15542
    Mar 04, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14678
    Mar 05, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13654
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14290
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14860
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14361
    Mar 05, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14811
    Mar 03, 2026
  • ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15224
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14361
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14838
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14048
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15034
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14656
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14489
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15214
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14290
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13654
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In