Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ

  • NCERTକୁ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

  • ପ୍ରେମ ନିବେଦନ କରି ମାଡ଼ ଖାଇଲେ ପ୍ରଫେସର

  • ଯୁଦ୍ଧ ଯୋଗୁଁ ବଢ଼ିଯିବ ଦରଦାମ୍ !

  • ପୁଲିସ ଷ୍ଟେସନରେ କାର୍ ବୋମା ବିସ୍ଫୋରଣ

  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ...

  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ...

  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ...

  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

Home ›› ›› ଟି-୨୦ କ୍ରିକେଟ୍ ମ୍ୟାଚ୍: କମିସନରେଟ୍ ପୁଲିସ ପକ୍ଷରୁ କଟକଣା ଜାରି

ଟି-୨୦ କ୍ରିକେଟ୍ ମ୍ୟାଚ୍: କମିସନରେଟ୍ ପୁଲିସ ପକ୍ଷରୁ କଟକଣା ଜାରି

2025-12-08 06:41:39
14428
Share:
Facebook
Twitter
E-Mail
WhatsApp
Telegram
 ଟି-୨୦ କ୍ରିକେଟ୍ ମ୍ୟାଚ୍: କମିସନରେଟ୍ ପୁଲିସ ପକ୍ଷରୁ କଟକଣା ଜାରି

କଟକ: ବାରବାଟୀରେ ୮ ତାରିଖରେ ଟି-୨୦ କ୍ରିକେଟ୍ ଅଭ୍ୟାସ ମ୍ୟାଚ୍ ଓ ୯ ତାରିଖ ଦିନ ମ୍ୟାଚ୍ ହେବ । ଏହି ଦୁଇ ଦିନ ଖେଳ ଓ ଖେଳାଳିମାନଙ୍କୁ ଦେଖିବାକୁ ବାରବାଟୀ ଷ୍ଟାଡିୟମ୍ ଓ ଏହାର ଆଖପାଖରେ ପ୍ରବଳ ଜନସମାଗମ ହେବ । ଏଣୁ କଟକ କମିସନରେଟ୍ ପୁଲିସ ପକ୍ଷରୁ କିଛି ରାସ୍ତାରେ କଟକଣା ଜାରି କରାଯାଇଛି । ୮ ତାରିଖ ଦିନ ଅଭ୍ୟାସ ପାଇଁ ମଧ୍ୟାହ୍ନ ୧୨ଟାରୁ ରାତି ୯ଟା ପର୍ୟ୍ୟନ୍ତ ଓ ୯ ତାରିଖ ସକାଳ ୮ଟାରୁ ମଧ୍ୟରାତ୍ରି ୧୨ଟା କିମ୍ବା ଭିଡ଼ ଭାଙ୍ଗିବା ପର୍ୟ୍ୟନ୍ତ ଏହି କଟକଣା ଜାରି ରହିବ ।

ମାତାମଠ ପଟୁ ମହାନଦୀ ରିଂ ରୋଡ୍‌ରେ ଆସୁଥିବା ସମସ୍ତ ଯାନବାହନ ତଳ ବାଲିଯାତ୍ରା ପଡ଼ିଆରେ ପାର୍କିଂ କରିବେ । କେବଳ ପାସ୍ ଥିବା ଗାଡ଼ି ବାଉଁଶ ଗଡ଼ାରେ ଯାଇ ଉପର ବାଲିଯାତ୍ରା ପଡ଼ିଆରେ ଗାଡ଼ି ରଖିବେ । ହାୱଡ଼ା ମୋଟର ଛକ ଏବଂ ମଣିସାହୁ ଛକ ଆଡୁ ଆସୁଥିବା ଗାଡ଼ି ଗୀର୍ନାର ହୋଟେଲ୍ ଛକରୁ ସିଧା ମଧୁସୂଦନ ଛକ ଆଡ଼କୁ ଯାଇ ପାରିବେ ନାହିଁ । ସେହି ଗାଡ଼ି ପୁରୁଣା ଲ’ ହଷ୍ଟେଲ୍ ଛକ ଦେଇ ମହାନଦୀ ରିଂ ରୋଡ଼ରେ ଯାଇ ତଳ ବାଲିଯାତ୍ରା ପଡ଼ିଆରେ ରଖିବେ । କେବଳ ପାସ୍ ଥିବା ଗାଡ଼ି ବ୍ୟତୀତ ଅନ୍ୟ କୌଣସି ଗାଡ଼ି ବିଜୁ ପଟ୍ଟନାୟକ ଛକ କିମ୍ୱା ଚଣ୍ଡୀ ଛକ ଆଡୁ ବାରବାଟୀ ଷ୍ଟାଡିୟମ୍ ଆଡ଼କୁ ଯାଇପାରିବେ ନାହିଁ । ସେମାନେ ତଳ ବାଲିଯାତ୍ରା ପଡ଼ିଆରେ ଗାଡ଼ି ପାର୍କିଂ କରିବେ । କୌଣସି ଗାଡ଼ି ଆନନ୍ଦ ଭବନ ଛକରୁ ବାରବାଟୀ ଦୁର୍ଗ ଦେଇ ବାଲିଯାତ୍ରା ପଡ଼ିଆ ଆଡ଼କୁ ଯାଇପାରିବେନି । ସେମାନେ କ୍ୟାଣ୍ଟନମେଣ୍ଟ୍ ଥାନା ଛକ ଦେଇ ତଳ ବାଲିଯାତ୍ରା ପଡ଼ିଆରେ ଗାଡ଼ି ରଖିବେ । ସମାଜ ଅଫିସ୍ ଛକ ଆଡୁ ଆସୁଥିବା ଗାଡ଼ି ମଧ୍ୟରୁ ପାସ୍ ଥିବା ଗାଡ଼ି ବ୍ୟତୀତ ଅନ୍ୟ କୌଣସି ଗାଡ଼ି ହନୁମାନ ମନ୍ଦିର ଛକରୁ ସିଧା ମଧୁସୂଦନ ଷ୍ଟାଚ୍ୟୁ ଆଡ଼କୁ ଯାଇ ପାରିବେନି ।

ଓଡ଼ିଶା କ୍ରିକେଟ୍ ଏକାଡ଼େମୀ ପଡ଼ିଆରେ ଗାଡ଼ି ପାର୍କିଂ କରିବାକୁ ପାସ୍ ଥିଲେ ସେମାନେ ୱାଇଏମ୍‌ସିଏ ରାସ୍ତା ଓ ଲାୟନ୍ସ ଚକ୍ଷୁ ଚିକିତ୍ସାଳୟ ଦେଇ ଗାଡ଼ିକୁ ପାର୍କିଂ କରି ପାରିବେ । ରିଜର୍ଭ ପୁଲିସ୍ ଲାଇନ୍ ଆଡୁ ଆସୁଥିବା ଗାଡ଼ି ଓଡ଼ିଶା ପୁଲିସ ସଂଘ କାର୍ୟ୍ୟାଳୟରୁ ବାରବାଟୀ ଷ୍ଟାଡିୟମ୍ ଆଡ଼କୁ ଯାଇ ପାରିବେ ନାହିଁ । ପାସ୍ ଥିବା ଯାନ ବ୍ୟତୀତ କୌଣସି ଗାଡ଼ି ମଧୁସୂଦନ ଷ୍ଟାଚ୍ୟୁ ଛକରୁ ଓ ଲାୟନ୍ସ ଆଇ ହସ୍ପିଟାଲ୍ ଛକରୁ କିଲ୍‌ଖାନା ରାସ୍ତା ଦେଇ ବାରବାଟୀ ଷ୍ଟାଡିୟମ୍ ଆଡ଼କୁ ଯାଇ ପାରିବେ ନାହିଁ । ସେମାନେ ମହାନଦୀ ରିଂ ରୋଡ଼ରେ ଯାଇ ତଳ ବାଲିଯାତ୍ରା ପଡ଼ିଆରେ ପାର୍କିଂ କରିବେ ।

Powered by Froala Editor

Tags Barabati

Related articles Odisha News Lens 4.1

  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14612
    Apr 03, 2026
  • ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ
    ଦେଶ-ଦେଶାନ୍ତର

    ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ

    13929
    Apr 03, 2026
  • ଯୁଦ୍ଧ ଯୋଗୁଁ ବଢ଼ିଯିବ ଦରଦାମ୍ !
    ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ବଢ଼ିଯିବ ଦରଦାମ୍ !

    14827
    Apr 03, 2026
  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14781
    Apr 02, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    14014
    Apr 02, 2026
  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ...
    ଦେଶ-ଦେଶାନ୍ତର

    ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ...

    14724
    Apr 03, 2026
  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର
    ଦେଶ-ଦେଶାନ୍ତର

    ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13616
    Apr 03, 2026
  • ପୁଲିସ ଷ୍ଟେସନରେ କାର୍ ବୋମା ବିସ୍ଫୋରଣ
    ଦେଶ-ଦେଶାନ୍ତର

    ପୁଲିସ ଷ୍ଟେସନରେ କାର୍ ବୋମା ବିସ୍ଫୋରଣ

    15411
    Apr 03, 2026
  • NCERTକୁ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା
    ଦେଶ-ଦେଶାନ୍ତର

    NCERTକୁ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

    15100
    Apr 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14612
    Apr 03, 2026
  • ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14781
    Apr 02, 2026
  • ଦେଶ-ଦେଶାନ୍ତର

    ପୁଲିସ ଷ୍ଟେସନରେ କାର୍ ବୋମା ବିସ୍ଫୋରଣ

    15411
    Apr 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17398
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17458
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17808
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16285
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15281
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14584
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15982
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15471
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16200
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15310
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15039
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15544
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13840
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13616
    Apr 03, 2026
  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14781
    Apr 02, 2026
  • ପୁଲିସ ଷ୍ଟେସନରେ କାର୍ ବୋମା ବିସ୍ଫୋରଣ

    15411
    Apr 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In