Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

Home ›› ››କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

2025-12-09 02:07:37
17130
Share:
Facebook
Twitter
E-Mail
WhatsApp
Telegram
କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

ସମଗ୍ର ବିଶ୍ୱରେ ହୃଦରୋଗ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ବିଶେଷ କରି ଯୁବପିଢ଼ି ଏହି ରୋଗର ଶିକାର ହେବା ଚିନ୍ତାରେ ପକାଇଛି। ଖରାପ ଜୀବନଶୈଳୀ, ଖାଦ୍ୟ ଅଭ୍ୟାସ ଏବଂ ଚାପ ରୋଗକୁ ବଢ଼ାଉଛି। କୋଭିଡ୍ କାରଣରୁ ମଧ୍ୟ ହୃଦଘାତ ହେବାର ସମ୍ଭାବନା ଥିବା ଅନୁସନ୍ଧାନରୁ ଜଣାପଡ଼ିଛି। ଏସବୁ ମଧ୍ୟରେ ହୃଦରୋଗର ସବୁଠୁ ବଡ଼ କାରଣ ହେଉଛି ଚାପ। ଆଉ କର୍ମଜୀବୀ ଲୋକମାନେ ବିଶେଷ କରି ଚାପର ଶିକାର ହୁଅନ୍ତି। ତେଣୁ କାର୍ୟ୍ୟରତ ବ୍ୟକ୍ତିମାନେ କିପରି ହୃଦରୋଗକୁ ନିୟନ୍ତ୍ରଣ କରିବେ, ଜାଣନ୍ତୁ ଏହି ଆଲେଖ୍ୟରୁ...

ପର୍ୟ୍ୟାପ୍ତ ଶୁଅନ୍ତୁ
ଚାପ ହୃଦରୋଗ ପାଇଁ ଏକ ମୁଖ୍ୟ ବିପଦ କାରଣ। ଚାପ ବଢ଼ିବା ସହିତ ହୃଦୟ ସମ୍ବନ୍ଧୀୟ ରୋଗ ଆରମ୍ଭ ହୁଏ। କାର୍ୟ୍ୟ କରୁଥିବା ଲୋକଙ୍କ ମଧ୍ୟରେ ଚାପ ଅତି ସାଧାରଣ। ଏଭଳି ପରିସ୍ଥିତିରେ ଏହି ଲୋକମାନଙ୍କର ହୃଦଘାତ ହେବାର ଆଶଙ୍କା ଅଧିକ ଥାଏ। ତେଣୁ ଯଥା ସମ୍ଭବ ଚାପରୁ ଦୂରରେ ରହିବାକୁ ଚେଷ୍ଟା କରନ୍ତୁ। ଚାପରୁ ରକ୍ଷା ପାଇବା ପାଇଁ ପର୍ୟ୍ୟାପ୍ତ ଶୋଇବା ଅଭ୍ୟାସ କରନ୍ତୁ। ଏହା ସହ ଧ୍ୟାନ ଏବଂ ସରଳ ଯୋଗ ମଧ୍ୟ କରନ୍ତୁ।
ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ କରାନ୍ତୁ
ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ କରିବା ଦ୍ୱାରା ହୃଦରୋଗ ହେବାର ଆଶଙ୍କା କମ୍ ହୋଇପାରେ। ଏହା ଦ୍ୱାରା ପ୍ରାରମ୍ଭିକ ପର୍ୟ୍ୟାୟରେ ରୋଗ ଚିହ୍ନଟ ହୋଇଥାଏ ଏବଂ ଚିକିତ୍ସା କରାଯାଇଥାଏ। ତେଣୁ କାର୍ୟ୍ୟରତ ଲୋକମାନେ ବର୍ଷକୁ ଥରେ ହୃଦୟ ପରୀକ୍ଷା କରାଇନେବା ଆବଶ୍ୟକ। ଏଥିପାଇଁ ବ୍ଲଡ ପ୍ରେସର, ବ୍ଲଡ ସୁଗାର ଏବଂ କୋଲେଷ୍ଟ୍ରଲ ଯାଞ୍ଚ କରିବା ଉଚିତ୍।

ଧୂମପାନଠୁ ଦୂରେଇ ରୁହନ୍ତୁ
କାର୍ୟ୍ୟରତ ଲୋକମାନେ ପ୍ରାୟତଃ ଚାପ କିମ୍ବା ଚିନ୍ତା କମାଇବା ପାଇଁ ସିଗାରେଟ୍ ଟାଣନ୍ତି। କିନ୍ତୁ ସିଗାରେଟ୍ ଟାଣିବା ସାମଗ୍ରିକ ସ୍ୱାସ୍ଥ୍ୟକୁ କ୍ଷତି ପହଞ୍ଚାଏ। ଧୂମପାନ କେବଳ ଫୁସଫୁସକୁ ପ୍ରଭାବିତ କରେ ନାହିଁ, ବରଂ ହୃଦରୋଗର ଆଶଙ୍କାକୁ ମଧ୍ୟ ବଢ଼ାଇଥାଏ। ଏପରି ସ୍ଥିତିରେ, ସିଗାରେଟ୍ ଟାଣିବାଠାରୁ ଦୂରେଇ ରୁହନ୍ତୁ।

ପର୍ୟ୍ୟାପ୍ତ ପାଣି ପିଅନ୍ତୁ
କାର୍ୟ୍ୟରତ ଲୋକମାନେ ବ୍ୟସ୍ତ ଥିବାରୁ ପାଣି ପିଇବା ଏବଂ ଖାଇବା ପ୍ରତି ଧ୍ୟାନ ଦେଇପାରନ୍ତିନି। ସୁସ୍ଥ ରହିବାକୁ ହେଲେ ଶରୀରକୁ ହାଇଡ୍ରେଟ୍ ରଖିବା ନିହାତି ଜରୁରୀ। ଯଦି ଏପରି ସ୍ଥଳରେ ଜଣେ ବ୍ୟକ୍ତି ଆବଶ୍ୟକୀୟ ଜଳ ଗ୍ରହଣ ନକରନ୍ତି ତେବେ ଏହା ସାମୂହିକ ସ୍ୱାସ୍ଥ୍ୟ ସହ ହୃଦୟ ସ୍ୱାସ୍ଥ୍ୟକୁ ମଧ୍ୟ ବିଗାଡ଼ିଦିଏ। ତେଣୁ ପ୍ରତିଦିନ ୮-୧୦ ଗ୍ଲାସ୍ ପାଣି ପିଇବା ଅଭ୍ୟାସ କରନ୍ତୁ।

ଏକ ସନ୍ତୁଳିତ ଖାଦ୍ୟ ଗ୍ରହଣ କରନ୍ତୁ
 ଅନେକ ଲୋକ ମଧ୍ୟାହ୍ନ ଭୋଜନରେ ମଧ୍ୟ ଫାଷ୍ଟଫୁଡ୍ କିମ୍ବା ଜଙ୍କ ଫୁଡ୍ ଖାଆନ୍ତି। ଜଙ୍କ୍ ଫୁଡ୍ ହୃଦୟ ସ୍ୱାସ୍ଥ୍ୟକୁ ଅଧିକ ପ୍ରଭାବିତ କରିଥାଏ। ଏଥିପାଇଁ ଖାଦ୍ୟରେ ଫାଇବର, ପ୍ରୋଟିନ୍, ପୋଟାସିୟମ୍ ଇତ୍ୟାଦି ଅନ୍ତର୍ଭୁକ୍ତ କରନ୍ତୁ।

ଅଫିସରେ ସକ୍ରିୟ ରୁହନ୍ତୁ
ଅନେକ ଲୋକ ଅଫିସରେ ପୂରା ସମୟର ବ୍ୟସ୍ତ ରୁହନ୍ତି। ଦୀର୍ଘ ସମୟ ବସି ରହି କାର୍ୟ୍ୟ କରିବା ଫଳରେ ହୃଦୟ ସ୍ୱାସ୍ଥ୍ୟ ପ୍ରଭାବିତ ହୁଏ। ଏଥିପାଇଁ କାର୍ୟ୍ୟ କରିବା ସମୟରେ ପ୍ରତି ଘଣ୍ଟାଏରେ ଚାଲିବା ଆବଶ୍ୟକ।

Powered by Froala Editor

Tags Heart care

Related articles Odisha News Lens 4.1

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15287
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15126
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14189
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13517
    Mar 20, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14580
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13964
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15344
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15292
    Mar 19, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13892
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15344
    Mar 20, 2026
  • ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13964
    Mar 20, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    15126
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17380
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17444
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17791
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16264
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14580
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15292
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15388
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14151
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14049
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14258
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15694
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15155
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    15001
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13964
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15344
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି

    13892
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In