Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି

ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି

2025-12-09 10:24:23
15200
Share:
Facebook
Twitter
E-Mail
WhatsApp
Telegram
ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ନୋଏଡାରେ ଏକ କାର ନମ୍ବର କିଣିବା ପାଇଁ ଖର୍ଚ୍ଚ ହୋଇଥିବା ୨୭.୫୦ଲକ୍ଷ ଟଙ୍କା ଯୋଗୁଁ ଏହା ଖବରର ଶିରୋନାମା ପାଲଟିଛି । ଏକ କମ୍ପାନୀ ଏକ ବିଳାସପୂର୍ଣ୍ଣ କାର ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମି କରିବା ମାତ୍ରେ ବେଶ ଚର୍ଚ୍ଚା ହୋଇଛି । ନମ୍ବରଟି ହେଉଛି UP16FH 0001। ଭିଆଇପି ନମ୍ବର ପାଇଁ ଟଙ୍କା ଖର୍ଚ୍ଚ କରିବା ଅସ୍ୱାଭାବିକ ନୁହେଁ, ବରଂ ଆଭିଜାତ୍ୟ ବୋଲି କହି ପାରିବା । କିଛି ଲୋକଙ୍କର ଏହା ଏକ ଅଜବ ନିଶା ହୋଇଥାଏ ।

ଆରଟିଓ ଅଧିକାରୀଙ୍କ ସୂଚନା ଅନୁସାରେ ୦୦୦୧ ଭଳି ନମ୍ବରକୁ ସର୍ବଦା ଏକ ଷ୍ଟାଟସ୍‌ ସିମ୍ବଲ ଭାବରେ ବିବେଚନା କରାଯାଇଛି । ଲୋକମାନେ ଏହାକୁ ପାଇବା ପାଇଁ ବହୁତ ଚେଷ୍ଟା କରନ୍ତି, ବିଶେଷକରି ଦିଲ୍ଲୀ-ଏନସିଆରରେ ନିଜର ଆଭିଜାତ୍ୟ, ପ୍ରତିଷ୍ଠା ବଜାୟ ରଖିବା ପାଇଁ, ଲୋକମାନେ ଭିଆଇପି ନମ୍ବର ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପୂର୍ବରୁ ଗୋଟିଏ ସେକେଣ୍ଡ ପାଇଁ ମଧ୍ୟ ସଂକୋଚ କରନ୍ତି ନାହିଁ ।

ପ୍ରକୃତରେ ନୋଏଡା ଆରଟିଓ ବିଭାଗ ନୂତନ ଘରୋଇ ଯାନ ସିରିଜ୍‌ UP16 FH ପାଇଁ ଏକ ଅନଲାଇନ୍‌ ନିଲାମ ଆରମ୍ଭ କରିଥିଲା । ଲୋକମାନେ ସାଧାରଣତଃ ନିଲାମରେ ଅଂଶଗ୍ରହଣ କରୁଥିବା ବେଳେ ଏଥର କିନ୍ତୁ ନିଲାମ ସମ୍ପୂର୍ଣ୍ଣ ଭିନ୍ନ ଥିଲା । ଆରଟିଓ ଅଧିକାରୀଙ୍କ ଅନୁଯାୟୀ, ୦୦୦୧ ନମ୍ବର ପାଇଁ ନିଲାମ ଆରମ୍ଭ ହେବା ମାତ୍ରେ ଅତ୍ୟନ୍ତ ଉତ୍ସାହିତ ହୋଇଥିଲେ । ପରେ ଏହା କ୍ରମାଗତ ବଢି ୨୭.୫୦ଲକ୍ଷର ସର୍ବଧିକ ରେକର୍ଡ ଛୁଇଁଥିଲା ।

Powered by Froala Editor

Tags Car no

Related articles Odisha News Lens 4.1

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15139
    Oct 08, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15012
    Oct 10, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15235
    Oct 08, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15466
    Oct 10, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13992
    Oct 09, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13944
    Oct 08, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14191
    Oct 10, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15663
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14575
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15139
    Oct 08, 2026
  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13944
    Oct 08, 2026
  • ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14191
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14455
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14560
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15569
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14241
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15979
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15544
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14831
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15544
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14575
    Oct 09, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15012
    Oct 10, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13900
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In