Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

ରାଜ୍ୟ
Home ›› ରାଜ୍ୟ ›› ବିଜେପି ବୈଠକରେ ନୂତନ କର୍ମକର୍ତ୍ତାଙ୍କୁ ମିଳିଲା ଏହି ଆହ୍ଵାନ

ବିଜେପି ବୈଠକରେ ନୂତନ କର୍ମକର୍ତ୍ତାଙ୍କୁ ମିଳିଲା ଏହି ଆହ୍ଵାନ

2025-12-11 06:45:42
14253
Share:
Facebook
Twitter
E-Mail
WhatsApp
Telegram
 ବିଜେପି ବୈଠକରେ ନୂତନ କର୍ମକର୍ତ୍ତାଙ୍କୁ ମିଳିଲା ଏହି ଆହ୍ଵାନ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ ପ୍ରତ୍ୟେକ ଓଡ଼ିଶାବାସୀଙ୍କ ନିକଟରେ ପହଞ୍ଚାଇବା ପାଇଁ ଉଦ୍ୟମ କରନ୍ତୁ। ଏକ ସମୃଦ୍ଧ ଓଡ଼ିଶା ଗଠନ ନେଇ ଯେଉଁ ଲକ୍ଷ୍ୟ ରହିଛି ତାହାକୁ ବାସ୍ତବ ରୂପ ଦେବାରେ ସଂଗଠନର ବଡ଼ ଭୂମିକା ରହିବ। ସଂଗଠନକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରାଇବା ଦିଗରେ କାର୍ଯ୍ୟ କରନ୍ତୁ। ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ବିଜେପିର ସମର ସଜ୍ଜା ସହିତ ସାଙ୍ଗଠନିକ ନେତୃବୃନ୍ଦଙ୍କୁ ଏହି ଆହ୍ବାନ ଦିଆଯାଇଛି। ବୁଧବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ (ସଂଗଠନ) ବିଏଲ୍‌ ସନ୍ତୋଷ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମର, ସହ ପ୍ରଭାରୀ ଲତା ଉସେଣ୍ଡି, ସଂଗଠନ ସମ୍ପାଦକ ମାନସ ମହାନ୍ତି, ପୂର୍ବତନ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ ପ୍ରମୁଖ ନବନିଯୁକ୍ତ ସାଂଗଠନିକ କର୍ମକର୍ତ୍ତା ଓ ଜିଲା ପ୍ରଭାରୀଙ୍କୁ ଏହା କହିଛନ୍ତି। ବୈଠକରେ ଦଳର ଆଗାମୀ ରଣନୀତି ନେଇ ଆଲୋଚନା କରାଯାଇଛି।
ଦଳ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରି କିପରି ପ୍ରତ୍ୟେକ ମଣ୍ଡଳ, ବ୍ଲକ ଓ ଜିଲାସ୍ତରରେ ସଂଗଠନକୁ ଅଧିକ ସୁଦୃଢ଼ କରାଯିବ ତାହା ଉପରେ ଆଲୋଚନା ହୋଇଥିଲା। ନୂଆପଡ଼ା ଉପନିର୍ବାଚନରେ ଦଳକୁ ମିଳିଥିବା ବଡ଼ ସଫଳତାକୁ ଆୟୁଧ କରି ଆଗାମୀ ପଞ୍ଚାୟତ ନିର୍ବାଚନରେ ସମାନ ସଫଳତା ଦୋହରାଇବା ପାଇଁ କର୍ମକର୍ତ୍ତାଙ୍କୁ ମନ୍ତ୍ର ଦିଆଯାଇଥିଲା। କାହାର କ’ଣ ଦାୟିତ୍ବ ରହିବ ତାହା ସେମାନଙ୍କୁ ବୁଝାଇ ଦିଆଯାଇଥିଲା।

Powered by Froala Editor

Tags Meeting

Related articles Odisha News Lens 4.1

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି
    ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15322
    Aug 22, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15384
    Aug 22, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15330
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ
    ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15228
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13478
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15006
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14015
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ
    ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14546
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15449
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15322
    Aug 22, 2026
  • ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15384
    Aug 22, 2026
  • ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14546
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17046
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17671
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17716
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15287
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16006
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13925
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14954
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14725
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15963
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14001
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14390
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15330
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15006
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14546
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In