Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ...

  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ...

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ...

  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ...

  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ...

  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ...

  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ...

  • ମାଞ୍ଜା ସୂତାରେ କଟିଗଲା ବେକ

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ...

ବିଶେଷ
Home ›› ବିଶେଷ ››କେଶ ଝଡିବା ରୋକିବ ଏହି ମାସ୍କ

କେଶ ଝଡିବା ରୋକିବ ଏହି ମାସ୍କ

2025-12-12 04:02:58
16836
Share:
Facebook
Twitter
E-Mail
WhatsApp
Telegram
କେଶ ଝଡିବା ରୋକିବ ଏହି ମାସ୍କ

ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ ସାଧାରଣ ସମସ୍ୟା। ଯାହାର ମୁଖ୍ୟ କାରଣ ହେଉଛି ପ୍ରଦୂଷଣ ଏବଂ ପୋଷକ ତତ୍ବର ଅଭାବ । କେବଳ ମହିଳା ନୁହଁନ୍ତି ପୁରୁଷଙ୍କଠାରେ ମଧ୍ୟ କେଶ ଝଡିବା ସମସ୍ୟା ଦେଖାଦେଉଛି। ତେବେ କେଶ ଝଡିବା, ରୁକ୍ଷ ହେବା କିମ୍ବା ଅନ୍ୟ ସମସ୍ୟାରୁ ମୁକ୍ତି ପାଇଁ ବଜାରରେ ଅନେକ ସାମଗ୍ରୀ ମିଳୁଛି ।

କିନ୍ତୁ ଏହି କେମିକାଲ୍ ଯୁକ୍ତ ସାମଗ୍ରୀ ପାର୍ଶ୍ବ ପ୍ରତିକ୍ରିୟାରେ ଭରପୁର । ଏମିତିରେ ପ୍ରାକୃତିକ ଉପାୟରେ କେଶ ସମସ୍ୟାରୁ ମୁକ୍ତି ପାଇବା ଏକ ସୁରକ୍ଷିତ ଉପାୟ । ଏପରି ଏକ ଘରୋଇ ଉପାୟ ହେଉଛି ଦେଶୀ ଘିଅରେ ପ୍ରସ୍ତୁତ ହେୟାର ମାସ୍କ । ଆସନ୍ତୁ ଜାଣିବା ଏହାକୁ କିପରି ପ୍ରସ୍ତୁତ କରିବା…

 ଏହି ହେୟାର୍ ମାସ୍କ ତିଆରି କରିବା ପାଇଁ ଆବଶ୍ୟକ ଶୁଦ୍ଧ ଦେଶୀ ଘିଅ, ଗୋଟିଏ ଲେମ୍ବୁ, ଏଲୋବେରା ଜେଲ୍ ଏବଂ ନଡିଆ ତେଲ । ସର୍ବ ପ୍ରଥମେ ଗୋଟିଏ ପାତ୍ରରେ ସମାନ ପରିମାଣର ଘିଅ ଏବଂ ନଡିଆ ତେଲ ଭଲ ଭାବରେ ମିଶାନ୍ତୁ । ସେଥିରେ ଏକ ଚାମଚ ଲେମ୍ବୁ ରସ ଏବଂ ଏକ ଚାମଚ ଏଲୋବେରା ବା ଘିଁ କୁଆରୀ ରସ ମିଶାନ୍ତୁ ।

ବ୍ୟବହାର : ଏହି ମାସ୍କ ବ୍ୟବହାର କରିବା ପୂର୍ବରୁ କେଶକୁ ଭଲ ଭାବରେ କୁଣ୍ଡାନ୍ତୁ । ଏବେ ଏହି ମିଶ୍ରଣକୁ ଭଲ ଭାବରେ କେଶରେ ଲଗାନ୍ତୁ । କେଶ ମୂଳରେ ମଧ୍ୟ ଭଲ ଭାବରେ ମାଲିସ୍ କରନ୍ତୁ । ଏହି ମିଶ୍ରଣକୁ ଲଗାଇବା ପରେ ପ୍ରାୟ ୨ ରୁ ୩ ଘଣ୍ଟା ପର୍ୟ୍ୟନ୍ତ ରଖନ୍ତୁ । ଏହା ପରେ ଥଣ୍ଡା ପାଣିରେ କେଶକୁ ଧୋଇଦିଅନ୍ତୁ । ଏହା ଏକ ପ୍ରାକୃତିକ କଣ୍ଡିସନର ଭାବରେ କାମ କରିବ ।

Powered by Froala Editor

Tags Hair mask

Related articles Odisha News Lens 4.1

  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ...
    ଦେଶ-ଦେଶାନ୍ତର

    ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ...

    14218
    Jan 16, 2026
  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...

    14928
    Jan 15, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!
    ବିଶେଷ

    ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14077
    Jan 15, 2026
  • ମାଞ୍ଜା ସୂତାରେ କଟିଗଲା ବେକ
    ଦେଶ-ଦେଶାନ୍ତର

    ମାଞ୍ଜା ସୂତାରେ କଟିଗଲା ବେକ

    15716
    Jan 14, 2026
  • ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ

    13355
    Jan 16, 2026
  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ

    15240
    Jan 15, 2026
  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14355
    Jan 15, 2026
  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

    14503
    Jan 15, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ
    ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14366
    Jan 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ନିର୍ଦେଶ

    14218
    Jan 16, 2026
  • ବିଶେଷ

    ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14077
    Jan 15, 2026
  • ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14366
    Jan 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17293
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17373
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17719
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16193
    Apr 03, 2021

ବିଶେଷ

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14910
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14077
    Jan 15, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13867
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    14060
    Jan 13, 2026
  • ପ୍ରତିଦିନ ଖାଆନ୍ତୁ ଗୋଟିଏ କଞ୍ଚାକଦଳୀ

    16040
    Jan 10, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15462
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14428
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14532
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14240
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ

    13355
    Jan 16, 2026
  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

    14503
    Jan 15, 2026
  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ନିର୍ଦେଶ

    14218
    Jan 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In