Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

Home ›› ››କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ସମେତ ନୂଆ ତହସିଲ ଅଫିସର ମୁଖ୍ୟମନ୍ତ୍ରୀ କଲେ ଭିଭିପ୍ରସ୍ତର ସ୍ଥାପନ

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ସମେତ ନୂଆ ତହସିଲ ଅଫିସର ମୁଖ୍ୟମନ୍ତ୍ରୀ କଲେ ଭିଭିପ୍ରସ୍ତର ସ୍ଥାପନ

2025-12-12 04:15:57
13556
Share:
Facebook
Twitter
E-Mail
WhatsApp
Telegram
କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ସମେତ ନୂଆ ତହସିଲ ଅଫିସର ମୁଖ୍ୟମନ୍ତ୍ରୀ କଲେ ଭିଭିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ ଯାଇ କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ସମେତ ନୂଆ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ପାଇଁ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି।

ସୂଚନା ଯୋଗ୍ୟଯେ ସ୍ପେଶାଲ ସର୍କିଟ୍ ହାଉସ୍‌ ବିଲ୍‌ଡିଙ୍ଗଟି ୫ ମହଲା ବିଶିଷ୍ଟ କରାଯିବ ଏବଂ ପ୍ରାୟ ୨୦,୧୭୫ ବର୍ଗ ମିଟର ଯାଗାରେ ଏହି ବିଲ୍‌ଡିଙ୍ଗ ପାଇଁ ୧୩ କୋଟି ୨୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ୪ ମହଲା ବିଶିଷ୍ଟ ଏହି ବିଲ୍‌ଡିଙ୍ଗଟି ପ୍ରାୟ ୩,୬୭୨ ବର୍ଗ ମିଟର ଅଞ୍ଚଳରେ ୧୮ କୋଟି ୮୦ ଲକ୍ଷ ଟଙ୍କା ବିନିଯୋଗରେ ନିର୍ମାଣ କରାଯିବ।

ଏହି ଅବସରରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ର ନୂତନ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ରେ ସମସ୍ତ ପ୍ରକାର ଆଧୁନିକ ସୁବିଧା ରହିବ । ଯେଉଁ ମାନେ ଜମିଜମା କାମରେ ତହସିଲ ଓ ସବ୍-ରେଜିଷ୍ଟର ଅଫିସକୁ ଆସିବେ, ସେମାନେ ସୁବିଧାରେ ସମସ୍ତ ସେବା ପାଇପାରିବେ। ଏହାଦ୍ବାରା ଲୋକଙ୍କ ସମସ୍ୟା ଅଫିସରେ ସୁବିଧାରେ ସମାଧାନ ହୋଇପାରିବ, ସେମାନଙ୍କୁ ଆଉ ଉଚ୍ଚ ପଦାଧିକାରୀମାନଙ୍କ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ ନାହିଁ।

ଆମର ମୂଳଲକ୍ଷ୍ୟ ହେଉଛି ସବୁ କ୍ଷେତ୍ରରେ ଲୋକଙ୍କୁ ସହଜରେ ଓ ସୁବିଧାରେ ବିଭିନ୍ନ ସରକାରୀ ସେବା ଯୋଗାଇଦେବା ।  ଏହାଦ୍ବାରା ଲୋକଙ୍କ ଇଜ୍ ଅଫ୍ ଲିଭିଙ୍ଗ୍   ଉନ୍ନତି ଆସିପାରିବ। ଏହିଲକ୍ଷ୍ୟ ହାସଲ ପାଇଁ ଆମର ଉଦ୍ୟମ ଜାରିରହିବ ।

ଉକ୍ତ କାର୍ଯ୍ୟକ୍ରମରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କଟକ ବାରବାଟୀ ବିଧାୟିକା ଇଂ ସୋଫିଆ ଫିର୍ଦୋଷ, କଟକ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ଵାଳ, କଟକ ସଦର ବିଧାୟକ ଇଂ ପ୍ରକାଶ ସେଠୀ, ବାଙ୍କୀ ବିଧାୟକ  ଦେବୀ ରଞ୍ଜନ ତ୍ରିପାଠୀ ଓ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉ ସାହେବ ଶିନ୍ଦେ ପ୍ରମୁଖ ଉପସ୍ଥିତ ଥିଲେ।

Powered by Froala Editor

Tags Cm

Related articles Odisha News Lens 4.1

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13657
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15482
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15579
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13657
    May 01, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15189
    May 01, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14335
    May 01, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14461
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13509
    May 01, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15449
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14335
    May 01, 2026
  • ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13509
    May 01, 2026
  • ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15449
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17448
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17500
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17856
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16328
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13657
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13861
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16019
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15965
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14582
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15366
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15101
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15596
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13509
    May 01, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15649
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13657
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In