Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 20, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭିନ୍ନ ପ୍ରକାର ସମସ୍ୟା ସାମ୍ନା କରୁଛନ୍ତି ଚୀନର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ପାଠପଢ଼ୁଥିବା ଭାରତୀୟ ଛାତ୍ରଛାତ୍ରୀ

ଭିନ୍ନ ପ୍ରକାର ସମସ୍ୟା ସାମ୍ନା କରୁଛନ୍ତି ଚୀନର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ପାଠପଢ଼ୁଥିବା ଭାରତୀୟ ଛାତ୍ରଛାତ୍ରୀ

2021-07-22 06:27:40
15648
Share:
Facebook
Twitter
E-Mail
WhatsApp
Telegram
ଭିନ୍ନ ପ୍ରକାର ସମସ୍ୟା ସାମ୍ନା କରୁଛନ୍ତି ଚୀନର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ପାଠପଢ଼ୁଥିବା ଭାରତୀୟ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ : ଚୀନର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ପାଠପଢ଼ୁଥିବା ଭାରତୀୟ ଛାତ୍ରଛାତ୍ରୀମାନେ ଏକ ଭିନ୍ନ ପ୍ରକାର ସମସ୍ୟା ସାମ୍ନା କରୁଛନ୍ତି । ଚୀନର ଯେଉଁ ସବୁ ଆପକୁ ଭାରତ ସରକାର ନିଷିଦ୍ଧ ଘୋଷଣା କରିଛନ୍ତି, ସେଗୁଡ଼ିକ ଡାଉନଲୋଡ କରିବା ଲାଗି ଚୀନ ତରଫରୁ ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯାଉଥିବା ଜଣାପଡ଼ିଛି । ଅନଲାଇନରେ ପ୍ରାୟ ୨୩ ହଜାର ଛାତ୍ରଛାତ୍ରୀ ଚୀନର ବିଭିନ୍ନ ବିଶ୍ୱ ବିଦ୍ୟାଳୟରେ ପାଠ ପଢ଼ୁଛନ୍ତି । ସେମାନଙ୍କ ମଧ୍ୟରୁ ପ୍ରାୟ ୨୦ ହଜାର ଛାତ୍ରଛାତ୍ରୀ ଡାକ୍ତରୀ ପାଠ ପଢ଼ୁଛନ୍ତି ଗତବର୍ଷ ଲଦାଖର ଗଲୱାନ ଘାଟିରେ ଚୀନ ସେନା ସହ ଘଟିଥିବା ସଂଘର୍ଷରେ ୨୦ ଭାରତୀୟ ଯବାନ ସହିଦ ହେବା ପରେ ଅର୍ଥନୈତିକ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଭାରତ ସରକାର ଚୀନର ପ୍ରାୟ ୨୫୦ଟି ଆପକୁ ନିଷିଦ୍ଧ ଘୋଷଣା କରିଥିଲେ । ଟିକଟକ ଭଳି ଲୋକପି୍ରୟ ଆପ ଡାଉନ ଲୋଡ କରିବା ଲାଗି ଚାପ ପକାଉଛନ୍ତି ବୋଲି ଭାରତୀୟ ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି । ପାଠପଢ଼ା ଜାରି ରଖିବାକୁ ହେଲେ ନିଷିଦ୍ଧ ଆପ ଡାଉନଲୋଡ କରିବା ଜରୁରୀ ବୋଲି ବିଶ୍ୱ ବିଦ୍ୟାଳୟଗୁଡ଼ିକ କହୁଛନ୍ତି । ଚୀନର ଅଧିକାଂଶ ବିଶ୍ୱ ବିଦ୍ୟାଳୟ ୱିଚାଟ, ଡିଙ୍ଗଟକ ଓ ସୁପରଷ୍ଟାର ଏବଂ ଟେନସେଣ୍ଟ କମ୍ପାନୀର ଭିଡିଓ ଚାଟ ଆପକୁ ବ୍ୟବହାର କରୁଛନ୍ତି ।

Powered by Froala Editor

Tags Indian students

Related articles Odisha News Lens 4.1

  • ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା
    ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    15082
    Jun 19, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି
    ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14548
    Jun 19, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ...
    ବାଣିଜ୍ୟ

    ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ...

    14869
    Jun 20, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15243
    Jun 19, 2025
  • ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ

    15354
    Jun 19, 2025
  • ଇସ୍ରାଏଲ-ଇରାନ ଯୁଦ୍ଧ: ନିନ୍ଦା କଲେ ଏହି ଦୁଇ ନେତା
    ଦେଶ-ଦେଶାନ୍ତର

    ଇସ୍ରାଏଲ-ଇରାନ ଯୁଦ୍ଧ: ନିନ୍ଦା କଲେ ଏହି ଦୁଇ ନେତା

    13787
    Jun 20, 2025
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ
    ଦେଶ-ଦେଶାନ୍ତର

    ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିବସ

    15207
    Jun 20, 2025
  • ବିପଦରେ ପଡିଛି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ପଦବୀ
    ଦେଶ-ଦେଶାନ୍ତର

    ବିପଦରେ ପଡିଛି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ପଦବୀ

    15341
    Jun 20, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13832
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15243
    Jun 19, 2025
  • ଦେଶ-ଦେଶାନ୍ତର

    ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13809
    Jun 19, 2025
  • ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    15082
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17000
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15500
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14527
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15413
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14564
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14283
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14704
    Jun 17, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14548
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14662
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14674
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13783
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14548
    Jun 19, 2025
  • ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13809
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13832
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In