Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

Home ›› ››ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡ଼ି

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡ଼ି

2025-12-13 06:08:40
13632
Share:
Facebook
Twitter
E-Mail
WhatsApp
Telegram
ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡ଼ି

ଭୁବନେଶ୍ବର : ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ ମହିଳାଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ପାଇଁ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି। ଏହାସହ ମାଲକାନଗିରିର ସ୍ଥିତିକୁ ନିୟନ୍ତ୍ରଣ କରିବା ନିମନ୍ତେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଛି ଦଳ। ଏନେଇ ପୂର୍ବତନ ମନ୍ତ୍ରୀ ଟୁକୁନି ସାହୁଙ୍କ ନେତୃତ୍ବରେ ପୂର୍ବତନ ସାଂସଦ ରାଜଶ୍ରୀ ମଲ୍ଲିକ, ଶର୍ମିଷ୍ଠା ସେଠୀ, ବରିଷ୍ଠ ସାଧାରଣ ସମ୍ପାଦିକା ଡ. ସାମନ୍ତସିଂହାର, ମୁଖପାତ୍ର ଡ. ଲେନିନ୍‌ ମହାନ୍ତି, ଯୁବ ବିଜେଡି ସଭାପତି ଚିନ୍ମୟ ସାହୁ, ଛାତ୍ର ବିଜେଡି ସଭାନେତ୍ରୀ ଇପ୍‌ସିତା ସାହୁ ପ୍ରମୁଖ ଲୋକଭବନରେ ରାଜ୍ୟପାଳଙ୍କ ସହ ଆଲୋଚନା କରି ଦାବିପତ୍ର ପ୍ରଦାନ କରିଥିଲେ।
ବିଜେଡି ପକ୍ଷରୁ ଦର୍ଶାଯାଇଛି, ବିଧାନସଭାର ପବିତ୍ର ଗୃହରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରୀ ଖଟୁଆଙ୍କ ଅଶୋଭନୀୟ ମନ୍ତବ୍ୟ ଦେଶବାସୀଙ୍କୁ ଆଘାତ ଦେଇଛି। ପୂର୍ବରୁ ଶ୍ରୀ ଖଟୁଆ ଗଣମାଧ୍ୟମରେ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇ ଚରିତ୍ର ସଂହାର କରିଥିଲେ। ରାଜ୍ୟ ମହିଳା ଆୟୋଗ, ପୁଲିସ ମହାନିର୍ଦେଶକ, ଜାତୀୟ ମହିଳା ଆୟୋଗ ଏବଂ ରାଷ୍ଟ୍ରପତିଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ଶ୍ରୀ ଖଟୁଆଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଓଡ଼ିଶା ବିଧାନସଭା ଏଥିକ୍ସ କମିଟି ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ଅଦ୍ୟାବଧି କୌଣସି ଉତ୍ତର ମିଳିପାରି ନାହିଁ। ତୁରନ୍ତ ଶ୍ରୀ ଖଟୁଆଙ୍କୁ ବିଧାନସଭାରୁ ବହିଷ୍କାର କରିବା ପାଇଁ ରାଜ୍ୟପାଳ ପଦକ୍ଷେପ ଗ୍ରହଣ କରନ୍ତୁ।

Powered by Froala Editor

Tags BJD

Related articles Odisha News Lens 4.1

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14246
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15602
    Apr 01, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    13609
    Apr 02, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13884
    Apr 01, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13604
    Apr 02, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15177
    Apr 01, 2026
  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14377
    Apr 02, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15364
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14880
    Apr 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14880
    Apr 02, 2026
  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15177
    Apr 01, 2026
  • ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13884
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14880
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14285
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15757
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15424
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16155
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15308
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15037
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15540
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13836
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15504
    Apr 01, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼

    13609
    Apr 02, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13884
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In