Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, December 16, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକାଶ ପାଇଲା ଏସାଇଆରରେ ବାଦ ପଡିଥିବା ...

  • ମନରେଗା ଯୋଜନାର ନାମ ପରିବର୍ତ୍ତନ ନେଇ ...

  • ଗୋଆ ଅଗ୍ନିକାଣ୍ଡ : ୧୦ ଦିନ ପରେ ...

  • ଶୀତଦିନେ ଗୋଇଠି ଫାଟୁଥିଲେ କରନ୍ତୁ ଏହି ...

  • ୬ ବର୍ଷ ଡେଟିଂ ପରେ ପ୍ରେମିକାଙ୍କ ସହ ...

  • କୁହୁଡ଼ି ଯୋଗୁଁ ପଛକୁ ପଛ ପିଟିହେଲା ଗାଡି, ୪ ...

  • ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାୟିତ୍ୱ ...

  • ମନରେଗା ଜାଗାରେ VB-G RAM G ବିଲ, ମିଳିବ ୧୨୫ ଦିନ ...

  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

  • ବୈଜୟନ୍ତଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗୋଆ ଅଗ୍ନିକାଣ୍ଡ : ୧୦ ଦିନ ପରେ ଥାଇଲାଣ୍ଡରୁ ଦିଲ୍ଲୀ ଫେରିଲେ ଲୁଥ୍ରା ଭ୍ରାତା

ଗୋଆ ଅଗ୍ନିକାଣ୍ଡ : ୧୦ ଦିନ ପରେ ଥାଇଲାଣ୍ଡରୁ ଦିଲ୍ଲୀ ଫେରିଲେ ଲୁଥ୍ରା ଭ୍ରାତା

2025-12-16 10:55:43
15178
Share:
Facebook
Twitter
E-Mail
WhatsApp
Telegram
ଗୋଆ ଅଗ୍ନିକାଣ୍ଡ : ୧୦ ଦିନ ପରେ ଥାଇଲାଣ୍ଡରୁ ଦିଲ୍ଲୀ ଫେରିଲେ ଲୁଥ୍ରା ଭ୍ରାତା

ନୂଆଦିଲ୍ଲୀ : ପଳାତକ ଲୁଥ୍ରା ଭ୍ରାତା ଆଜି ଥାଇଲାଣ୍ଡରୁ ଦିଲ୍ଲୀ ଫେରିଛନ୍ତି। ଗୋଆ ‘ବର୍ଚ୍ଚ ବାଏ ରୋମିଓ ଲେନ୍’ ନାଇଟ କ୍ଲବର ମାଲିକ ଦୁଇ ଭାଇ ସୌରଭ ଲୁଥ୍ରା ଓ ଗୌରବ ଲୁଥ୍ରା ଘଟଣା ଘଟିବାର ୧୦ ଦିନ ପରେ ଭାରତ ଫେରିଛନ୍ତି । ଥାଇଲ୍ୟାଣ୍ଡ ସରକାର ସେମାନଙ୍କୁ ଫେରାଇ ଦେବା ପରେ ସେମାନେ ଆଜି ଦିଲ୍ଲୀରେ ପହଞ୍ଚିଛନ୍ତି । ଦିଲ୍ଲୀ କୋର୍ଟରେ ହାଜର ହେବା ପରେ ଟ୍ରାଞ୍ଜିଟ୍ ରିମାଣ୍ଡରେ ଉଭୟଙ୍କୁ ଗୋଆ ନିଆଯିବ।
ସୂଚନା ମୂତାବକଗତ ୬ ତାରିଖରେ କ୍ଲବରେ ବାଣ ଫୁଟାଇବା ବେଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଏଥିରେ ୨୫ ଜଣ ପ୍ରାଣ ହରାଇଥିଲେ । ଘଟଣାର କିଛି ଘଣ୍ଟା ପରେ ଦୁଇ ଭାଇ ଥାଇଲ୍ୟାଣ୍ଡର ଫୁକେଟକୁ ପଳାଇ ଯାଇଥିଲେ।

Powered by Froala Editor

Tags Luthra brothers

Related articles Odisha News Lens 4.1

  • ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାୟିତ୍ୱ ନେଲେ ନୀତିନ ନବୀନ
    ଦେଶ-ଦେଶାନ୍ତର

    ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାୟିତ୍ୱ ନେଲେ ନୀତିନ ନବୀନ

    14387
    Dec 15, 2025
  • ୬ ବର୍ଷ ଡେଟିଂ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଅର୍ଜୁନ
    ମନୋରଞ୍ଜନ

    ୬ ବର୍ଷ ଡେଟିଂ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଅର୍ଜୁନ

    15528
    Dec 15, 2025
  • କୁହୁଡ଼ି ଯୋଗୁଁ ପଛକୁ ପଛ ପିଟିହେଲା ଗାଡି, ୪ ମୃତ
    ଦେଶ-ଦେଶାନ୍ତର

    କୁହୁଡ଼ି ଯୋଗୁଁ ପଛକୁ ପଛ ପିଟିହେଲା ଗାଡି, ୪ ମୃତ

    14097
    Dec 15, 2025
  • ବୈଜୟନ୍ତଙ୍କୁ ମିଳିଲା ଗୁରୁ ଦାୟିତ୍ୱ
    ରାଜନୀତି

    ବୈଜୟନ୍ତଙ୍କୁ ମିଳିଲା ଗୁରୁ ଦାୟିତ୍ୱ

    14682
    Dec 15, 2025
  • ଗୋଆ ଅଗ୍ନିକାଣ୍ଡ : ୧୦ ଦିନ ପରେ ଥାଇଲାଣ୍ଡରୁ ଦିଲ୍ଲୀ ଫେରିଲେ ଲୁଥ୍ରା ଭ୍ରାତା
    ଦେଶ-ଦେଶାନ୍ତର

    ଗୋଆ ଅଗ୍ନିକାଣ୍ଡ : ୧୦ ଦିନ ପରେ ଥାଇଲାଣ୍ଡରୁ ଦିଲ୍ଲୀ ଫେରିଲେ ଲୁଥ୍ରା ଭ୍ରାତା

    15178
    Dec 16, 2025
  • ମନରେଗା ଯୋଜନାର ନାମ ପରିବର୍ତ୍ତନ ନେଇ ପ୍ରବଳ ହଟ୍ଟଗୋଳ
    ଦେଶ-ଦେଶାନ୍ତର

    ମନରେଗା ଯୋଜନାର ନାମ ପରିବର୍ତ୍ତନ ନେଇ ପ୍ରବଳ ହଟ୍ଟଗୋଳ

    14078
    Dec 16, 2025
  • ଶୀତଦିନେ ଗୋଇଠି ଫାଟୁଥିଲେ କରନ୍ତୁ ଏହି ଉପାୟ
    ବିଶେଷ

    ଶୀତଦିନେ ଗୋଇଠି ଫାଟୁଥିଲେ କରନ୍ତୁ ଏହି ଉପାୟ

    14248
    Dec 16, 2025
  • ମନରେଗା ଜାଗାରେ VB-G RAM G ବିଲ, ମିଳିବ ୧୨୫ ଦିନ କାମ
    ଦେଶ-ଦେଶାନ୍ତର

    ମନରେଗା ଜାଗାରେ VB-G RAM G ବିଲ, ମିଳିବ ୧୨୫ ଦିନ କାମ

    14323
    Dec 15, 2025
  • ପ୍ରକାଶ ପାଇଲା ଏସାଇଆରରେ ବାଦ ପଡିଥିବା ଭୋଟରଙ୍କ ତାଲିକା
    ଦେଶ-ଦେଶାନ୍ତର

    ପ୍ରକାଶ ପାଇଲା ଏସାଇଆରରେ ବାଦ ପଡିଥିବା ଭୋଟରଙ୍କ ତାଲିକା

    15388
    Dec 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗୋଆ ଅଗ୍ନିକାଣ୍ଡ : ୧୦ ଦିନ ପରେ ଥାଇଲାଣ୍ଡରୁ ଦିଲ୍ଲୀ ଫେରିଲେ ଲୁଥ୍ରା ଭ୍ରାତା

    15178
    Dec 16, 2025
  • ବିଶେଷ

    ଶୀତଦିନେ ଗୋଇଠି ଫାଟୁଥିଲେ କରନ୍ତୁ ଏହି ଉପାୟ

    14248
    Dec 16, 2025
  • ଦେଶ-ଦେଶାନ୍ତର

    କୁହୁଡ଼ି ଯୋଗୁଁ ପଛକୁ ପଛ ପିଟିହେଲା ଗାଡି, ୪ ମୃତ

    14097
    Dec 15, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17252
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17337
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17682
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16154
    Apr 03, 2021

ବିଶେଷ

  • ଶୀତଦିନେ ଗୋଇଠି ଫାଟୁଥିଲେ କରନ୍ତୁ ଏହି ଉପାୟ

    14248
    Dec 16, 2025
  • ଏହି ଶାଖ ଗୁଡ଼ିକୁ ଖାଦ୍ୟରେ ସାମିଲ କରନ୍ତୁ, ଭିଟାମିନ ବି୧୨ରେ ଭରପୁର

    14379
    Dec 15, 2025
  • ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ମଲାଇ ପନିର

    14296
    Dec 13, 2025
  • କେଶ ଝଡିବା ରୋକିବ ଏହି ମାସ୍କ

    16089
    Dec 12, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    15722
    Dec 11, 2025

ବାଣିଜ୍ୟ

ରୂପା ମୂଲ୍ୟରେ ବଡ଼ ବୃଦ୍ଧି

ଚଳିତ ବର୍ଷ ସୁନା ଏବଂ ରୂପା ନିବେଶକମାନଙ୍କୁ ଦୃଢ଼ ରିଟର୍ଣ୍ଣ ପ୍ରଦାନ କରିଛି। ତେବେ ରୂପା ଦର ୧୨ହଜାରରୁ ୨ ଲକ୍ଷ ଟଙ୍କାରେ ପହଞ୍ଚିଛି । ସୋମବାର ସକାଳେ ବଜାର ଖୋଲିବା ମାତ୍ରେ ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ବୃଦ୍ଧି ଦେଖିବାକୁ ମିଳିଥିଲା । ଯାହା ଫଳରେ ନିବେଶକ ଏବଂ କ୍ରେତାଙ୍କ ନଜର ପୁଣି ଥରେ ସେମାନଙ୍କ ଉପରେ ନିର ...

  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    15989
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15144
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14243
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    15010
    Nov 20, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନରେଗା ଯୋଜନାର ନାମ ପରିବର୍ତ୍ତନ ନେଇ ପ୍ରବଳ ହଟ୍ଟଗୋଳ

    14078
    Dec 16, 2025
  • ଗୋଆ ଅଗ୍ନିକାଣ୍ଡ : ୧୦ ଦିନ ପରେ ଥାଇଲାଣ୍ଡରୁ ଦିଲ୍ଲୀ ଫେରିଲେ ଲୁଥ୍ରା ଭ୍ରାତା

    15178
    Dec 16, 2025
  • ୬ ବର୍ଷ ଡେଟିଂ ପରେ ପ୍ରେମିକାଙ୍କ ସହ ନିର୍ବନ୍ଧ କଲେ ଅର୍ଜୁନ

    15528
    Dec 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In