Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ...

  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ...

  • ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ...

  • ମହାପ୍ରଳୟରେ ଖିନଭିନ୍ ନେପାଳ, ...

  • ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ...

  • ଚୋର ନେଇଗଲେ ୩୦ କେଜି ଚିନି

  • ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ...

  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ...

  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

ରାଜ୍ୟ
Home ›› ରାଜ୍ୟ ››ଫାର୍ମା ସମ୍ମିଳନୀକୁ ସମ୍ବୋଧନ କରି ଏହା କହିଲେ ମୁଖ୍ୟମନ୍ତ୍ରୀ

ଫାର୍ମା ସମ୍ମିଳନୀକୁ ସମ୍ବୋଧନ କରି ଏହା କହିଲେ ମୁଖ୍ୟମନ୍ତ୍ରୀ

2025-12-17 07:40:12
14768
Share:
Facebook
Twitter
E-Mail
WhatsApp
Telegram
ଫାର୍ମା ସମ୍ମିଳନୀକୁ ସମ୍ବୋଧନ କରି ଏହା କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ଗୁଣାତ୍ମକ ଔଷଧ ଉତ୍ପାଦନ ଏବଂ ଚିକିତ୍ସା ପାଇଁ ଉନ୍ନତ ମାନର ଡ଼ିଭାଇସ ପ୍ରସ୍ତୁତ କରି ଓଡ଼ିଶା ପୂର୍ବ ଭାରତର ଏକ ପ୍ରମୁଖ ଫାର୍ମା କେନ୍ଦ୍ର ଭାବରେ ଉଭା ହେବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ହୋଟେଲ ତାଜ ଭିଭାନ୍ତା ଠାରେ ଆୟୋଜିତ ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫କୁ ସମ୍ବୋଧନ କରି କହିଛନ୍ତି।

ସୂଚନା ଯୋଗ୍ୟଯେ ଉକ୍ତ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସମୁଦାୟ ୬,୨୬୩ କୋଟି ଟଙ୍କାର ୪୫ଟି ବୁଝାମଣା ପତ୍ର (MoU ) ସ୍ଵାକ୍ଷରିତ ହୋଇଛି, ଯାହା ରାଜ୍ୟରେ ସମୁଦାୟ ୩୮,୪୦୬ ନିଯୁକ୍ତି ସୃଷ୍ଟି କରିବ। ସେଥି ମଧ୍ୟରୁ ଫର୍ମାସ୍ୟୁଟିକାଲସ ପାଇଁ ୩୨ଟି ବୁଝାମଣାପତ୍ର, ମେଡିକାଲ ଉପକରଣ ପାଇଁ ୧୨ଟି ବୁଝାମଣାପତ୍ର ଏବଂ ଏକ ଲ୍ୟାଣ୍ଡମାର୍କ ଶିଳ୍ପ ପାର୍କ ପ୍ରସ୍ତାବ ପାଇଁ ଆଉ ଗୋଟିଏ ବୁଝାମଣାପତ୍ର ସ୍ଵାକ୍ଷରିତ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଫର୍ମାସ୍ୟୁଟିକାଲ ଏବଂ ମେଡିକାଲ ଡ଼ିଭାଇସ ନୀତି ୨୦୨୫ (Odisha Pharmaceutical and Medical Devices Policy 2025) ର ଶୁଭାରମ୍ଭ କରିବା ସହିତ ଖୋର୍ଦ୍ଧା ଠାରେ ଗୋଟିଏ ଉତ୍ସର୍ଗୀକୃତ ଫାର୍ମା ପାର୍କ ତଥା ଏକ ମେଡିକାଲ ଡ଼ିଭାଇସେସ୍ ପାର୍କ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। 

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ନିବେଶକ ମାନଙ୍କର ପ୍ରଥମ ପସନ୍ଦର ରାଜ୍ୟ କରିବାକୁ ସରକାର ସମସ୍ତ ପ୍ରକାର ଆବଶ୍ୟକତାକୁ ପୂରଣ କରୁଛନ୍ତି। ଏଥିସହିତ ରାଜ୍ୟରେ ଅଣ ପାରମ୍ପରିକ ଉଦ୍ୟୋଗକୁ ମଧ୍ୟ ବିକାଶ କରିବା ପାଇଁ ସେ ପ୍ରତିଶ୍ରୁତିବଦ୍ଧ। ଓଡ଼ିଶା ବର୍ତ୍ତମାନ ପୁଞ୍ଜି ନିବେଶ ପାଇଁ ଦେଶର ସବୁଠାରୁ ଉତ୍କୃଷ୍ଟ ରାଜ୍ୟ ମଧ୍ୟରୁ ଗୋଟିଏ। ଆମର ଶିଳ୍ପ ଇକୋସିଷ୍ଟମ ଦେଶର ସର୍ବୋତ୍ତମ ପରିବେଶ ମଧ୍ୟରେ ଅନ୍ୟତମ। ଅନ୍ୟାନ୍ୟ ଶିଳ୍ପ ସହିତ ଔଷଧ ଉତ୍ପାଦନରେ  ମଧ୍ୟ ଓଡିଶାକୁ ଏକ ପ୍ରମୁଖ କେନ୍ଦ୍ର କରିବା ଆମର ଲକ୍ଷ୍ୟ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଧାତୁ, ଖଣିଜ ଏବଂ ରାସାୟନିକ କ୍ଷେତ୍ର ଗୁଡିକ ହେଉଛି ଆମ ଓଡିଶାରେ ଶିଳ୍ପର ବ୍ୟାକବୋନ୍। କିନ୍ତୁ ରାଜ୍ୟର ସମ୍ବଳକୁ ଲୋକାଭିମୁଖୀ କରିବା ପାଇଁ, ଆମକୁ ଆହୁରି ଆଗକୁ ଯିବାକୁ ପଡିବ। ତେଣୁ ଆମେ  ଭିତ୍ତିଭୂମି, ନବସୃଜନ ଶକ୍ତି ଓ ଜ୍ଞାନଭିତ୍ତିକ ଅର୍ଥନୀତି ଉପରେ ଅଧିକ ଗୁରୁତ୍ୱ ଦେଇଛୁ। ଗତ ଦେଢ ବର୍ଷ ଭିତରେ ରାଜ୍ୟରେ ଶିଳ୍ପର ବ୍ୟାପକ ବିବିଧକରଣ ହୋଇଛି। ଓଡିଶାରେ କେମିକାଲ୍‍ସ, ପେଟ୍ରୋକେମିକାଲ୍‍ସ, ଗ୍ରୀନ ଏନର୍ଜି, ଫିନଟେକ୍, ଇଲେକ୍ଟ୍ରୋନିକ୍‍ସ, ସେମିକଣ୍ଡକ୍ଟର, ବୟନଶିଳ୍ପ, ପର୍ଯ୍ୟଟନ ଆଦି କ୍ଷେତ୍ରରେ ନିବେଶ ଆସିଛି। ଆଜି ଠାରୁ ଫାର୍ମା କ୍ଷେତ୍ରରେ ମଧ୍ୟ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଶିଳ୍ପ, ସମଗ୍ର ବିଶ୍ୱର ଶିଳ୍ପ ସହିତ ଯୋଡି ହେଉ, ଏବଂ ସମଗ୍ର ବିଶ୍ୱର ଶିଳ୍ପ କ୍ଷେତ୍ରରେ ଓଡ଼ିଶା ନିଜର ପରିଚୟ ସୃଷ୍ଟି କରିବା ଆମର ଲକ୍ଷ୍ୟ ।

ଫାର୍ମା କ୍ଷେତ୍ର ଉପରେ ଆଲୋକପାତ କରି ସେ କହିଲେ ଯେ ଗତ ଦେଢ଼ ବର୍ଷ ମଧ୍ୟରେ, ଆମେ ରାଜ୍ୟର ଶିଳ୍ପ ନୀତି ଏବଂ ଫାର୍ମା ନୀତିରେ ଆବଶ୍ୟକୀୟ ପରିବର୍ତ୍ତନ ଆଣିଛୁ। ଆମର ଫାର୍ମା ନୀତି ଦେଶର ସର୍ବୋତ୍ତମ ନୀତି ମଧ୍ୟରୁ ଗୋଟିଏ। ନୂଆ ଫାର୍ମା ନୀତିରେ ଗବେଷଣା, ପୁଞ୍ଜି ନିବେଶ, ଭିତ୍ତିଭୂମି ନିର୍ମାଣ, ନିଯୁକ୍ତି ଇତ୍ୟାଦି ଫାର୍ମା କ୍ଷେତ୍ରର ପ୍ରତ୍ୟେକ ଅଂଶକୁ ପ୍ରୋତ୍ସାହନ ଦିଆଯାଇଛି ବୋଲି ସେ କହିଥିଲେ। 

 ଆଗାମୀ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଫାର୍ମା କ୍ଷେତ୍ର ନୂତନ ଶିଖର ଛୁଇଁବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିବା ସହିତ ଗୁଣବତ୍ତା ଏବଂ ମୂଲ୍ୟ ଦୃଷ୍ଟିରୁ, ଓଡ଼ିଶାର ଫାର୍ମା ଉତ୍ପାଦ ବିଶ୍ୱରେ ସବୁଠାରୁ ଆକର୍ଷଣୀୟ ହେବ, ଏବଂ ମେଡ-ଟେକ୍ ଉତ୍ପାଦନରେ ମଧ୍ୟ ଏହା ଓଡ଼ିଶାର ସୁନାମ ହେବ ବୋଲି ସେ କହିଥିଲେ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ପ୍ରମୁଖ ଉପସ୍ଥିତ ଥିଲେ। 

Powered by Froala Editor

Tags Cm

Related articles Odisha News Lens 4.1

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର
    ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15561
    Aug 27, 2026
  • ଚୋର ନେଇଗଲେ ୩୦ କେଜି ଚିନି
    ଦେଶ-ଦେଶାନ୍ତର

    ଚୋର ନେଇଗଲେ ୩୦ କେଜି ଚିନି

    13587
    Aug 28, 2026
  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ
    ଦେଶ-ଦେଶାନ୍ତର

    ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ

    14725
    Aug 27, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook
    ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14281
    Aug 27, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ
    ଦେଶ-ଦେଶାନ୍ତର

    ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13531
    Aug 28, 2026
  • ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ
    ଖେଳ ଖବର

    ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ

    13308
    Aug 28, 2026
  • ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଇମ୍ରାନ୍‌କୁ ଏନକାଉଣ୍ଟର
    ଅପରାଧ

    ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଇମ୍ରାନ୍‌କୁ ଏନକାଉଣ୍ଟର

    14431
    Aug 28, 2026
  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
    ଦେଶ-ଦେଶାନ୍ତର

    ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

    14739
    Aug 28, 2026
  • ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ
    ଦେଶ-ଦେଶାନ୍ତର

    ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

    14826
    Aug 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚୋର ନେଇଗଲେ ୩୦ କେଜି ଚିନି

    13587
    Aug 28, 2026
  • ଦେଶ-ଦେଶାନ୍ତର

    ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ

    14725
    Aug 27, 2026
  • ଦେଶ-ଦେଶାନ୍ତର

    ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

    14739
    Aug 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17055
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17690
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17728
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18125
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14392
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13891
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15278
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15635
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16164
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14452
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15979
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14015
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14281
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13531
    Aug 28, 2026
  • ମହାପ୍ରଳୟରେ ଖିନଭିନ୍ ନେପାଳ, ମୃତ୍ୟୁସଂଖ୍ୟା ୪୬୯

    15310
    Aug 28, 2026
  • ଚୋର ନେଇଗଲେ ୩୦ କେଜି ଚିନି

    13587
    Aug 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In