Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

  • ବଢ଼ିପାରେ ତେଲ ଦର

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ...

  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର ...

  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ...

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ...

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››‘ବନତାରା’ରେ ବୁଲିଲେ ମେସି, କହିଲେ ଏହା ସ୍ମୃତି ହୋଇ ରହିବ

‘ବନତାରା’ରେ ବୁଲିଲେ ମେସି, କହିଲେ ଏହା ସ୍ମୃତି ହୋଇ ରହିବ

2025-12-17 20:19:59
14537
Share:
Facebook
Twitter
E-Mail
WhatsApp
Telegram
‘ବନତାରା’ରେ ବୁଲିଲେ ମେସି, କହିଲେ ଏହା ସ୍ମୃତି ହୋଇ ରହିବ

ଶ୍ରୀ ଅନନ୍ତ ଅମ୍ବାନୀଙ୍କ ଦ୍ବାରା ପ୍ରତିଷ୍ଠା କରାଯାଇଥିବା ବନ୍ୟଜନ୍ତୁ ଉଦ୍ଧାର, ଥଇଥାନ ଓ ସଂରକ୍ଷଣ କେନ୍ଦ୍ର ‘ବନତାରା’କୁ ସ୍ବତନ୍ତ୍ର ପରିଦର୍ଶନ କରିିଛନ୍ତି ଫୁଟବଲ କିଂବଦନ୍ତି ଲିଓନେଲ ମେସି । ମେସିଙ୍କ ଏହି ପରିଦର୍ଶନ ମାନବିକତା ମୂଲ୍ୟବୋଧ ଓ ଶ୍ରୀ ଅନନ୍ତଙ୍କ ସହିତ ତାଙ୍କ ଗଭୀର ବନ୍ଧୁତାକୁ ଦର୍ଶାଉଛି। ଉଭୟ ମିଳିତ ଭାବେ ବନ୍ୟଜନ୍ତୁଙ୍କ ସଂରକ୍ଷଣ ପ୍ରତି ପ୍ରତିବଦ୍ଧ ରହିଛନ୍ତି।

ମେସି ଓ ତାଙ୍କ ଇଣ୍ଟର ମାୟାମି ସାଥୀ ‌ଲୁଇସ୍‌ ସୁଆରେଜ ଓ ରଡ୍ରିଗୋ ଡି’ ପଲଙ୍କୁ ପାରମ୍ପରିକ ସଙ୍ଗୀତର ତାଳେ ତାଳେ ପୁଷ୍ପ ବୃଷ୍ଟି ଓ ଆରତି କରି ‘ବନତାରା’କୁ ସ୍ବାଗତ କରାଯାଇଥିଲା। ସେମ‌ାନେ ମନ୍ଦିରର ମହା ଆଳତି, ଅମ୍ବେ ମାତା ପୂଜା, ଗଣେଶ ପୂଜା, ହନୁମାନ ପୂଜା ଓ ଶିବ ଅଭିଷେକରେ ଭାଗ ନେଇ ବିଶ୍ବ ଶାନ୍ତି ଓ ଏକତା ପାଇଁ ପ୍ରାର୍ଥନା କରିଥିଲେ। ଏହାପରେ ସେମାନଙ୍କୁ ‘ବନତାରା’ ପରିଦର୍ଶନରେ ନିଆଯାଇଥିଲା । ସବୁଜ ଶକ୍ତି ପରିସର ଦେଖି ମେସି ଚକିତ ହୋଇପଡ଼ିଥିଲେ।

ମେସି କହିଥିଲେ ଯେ ‘ବନତାରା’ରେ ପ୍ରାଣୀମାନଙ୍କ ପାଇଁ ‌ହେଉଥିବା କାମ, ସେମାନେ ପାଉଥିବା ଯତ୍ନ, ସେମାନଙ୍କୁ ଯେଉଁଭଳି ଉଦ୍ଧାର କରାଯାଉଛି ଓ ଯତ୍ନ ନିଆଯାଇଛି, ତାହା ଅତ୍ୟନ୍ତ ଚମତ୍କାର।  ଆମ ପାଇଁ ଏହା ବହୁତ ଭଲ ସମୟ ଥିଲା। ଏହି ଅନୁଭୂତି ସର୍ବଦା ସ୍ମୃତି ହୋଇ ରହିବ।

ମେସି ହର୍ବିଭୋର କେୟାର ସେଣ୍ଟର ଓ ରେପ୍ଟାଇଲ୍‌ କେୟାର ସେଣ୍ଟର ପରିଦର୍ଶନ କରିଥିଲେ। ସେ ଫୋଷ୍ଟର କେୟାର ସେଣ୍ଟରରେ ଅନାଥ ପ୍ରାଣୀମାନଙ୍କ ଯାତ୍ରା ସମ୍ପର୍କରେ ଜାଣି ଭାବବିହ୍ବଳ ହୋଇଥିଲେ। ଉଭୟ ଶ୍ରୀ ଅନନ୍ତ ଓ ତାଙ୍କ ପତ୍ନୀ ଶ୍ରୀମତୀ ରାଧିକା ଅମ୍ବାନୀ ମିଳିତ ଭାବେ ଏକ ସିଂହ ଛୁଆର ନାମ ‘ଲିଓନେଲ’ ରଖିଥିଲେ। ହାତୀ ଯତ୍ନ କେନ୍ଦ୍ରରେ ଉଦ୍ଧାର କରାଯାଇଥିବା ହାତୀ ପ୍ରତିମା ଓ ତାର ଛୁଆ ମାଣିକଲାଲକୁ ‌ମେସି ଭେଟିଥିଲେ। ମାଣିକଲାଲ ସହ ସେ ଫୁଟବଲ ଖେଳିଥିଲେ। ଶେଷରେ ନଡ଼ିଆ ଉତ୍ସବ ଓ ମଟ୍‌କା ଫୋଡ୍‌ ପାରମ୍ପରିକ ରୀତିନୀତିରେ ମେସି ଭାଗ ନେଇଥିଲେ।

Powered by Froala Editor

Tags messi

Related articles Odisha News Lens 4.1

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା
    ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14373
    May 13, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    14133
    May 12, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13611
    May 13, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ
    ମନୋରଞ୍ଜନ

    ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13684
    May 13, 2026
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13868
    May 13, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15416
    May 13, 2026
  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14308
    May 13, 2026
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ
    ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15191
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା
    ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13746
    May 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14308
    May 13, 2026
  • ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13868
    May 13, 2026
  • ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14373
    May 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17472
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17522
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17880
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16354
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15667
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16119
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14561
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15530
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15267
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15397
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15136
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15627
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13951
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

    14133
    May 12, 2026
  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14373
    May 13, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13684
    May 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In