Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ...

  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ...

  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ...

  • ବିମାନ ଲ୍ୟାଣ୍ଡିଂ ବେଳେ ...

  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

  • ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ...

  • ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ...

  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏକ୍ସପ୍ରେସ୍-ୱେରେ ଭୟଙ୍କର ଦୁର୍ଘଟଣା, ୧୩ ଜଣଙ୍କ ମୃତ୍ୟୁ

ଏକ୍ସପ୍ରେସ୍-ୱେରେ ଭୟଙ୍କର ଦୁର୍ଘଟଣା, ୧୩ ଜଣଙ୍କ ମୃତ୍ୟୁ

2025-12-17 20:21:30
15884
Share:
Facebook
Twitter
E-Mail
WhatsApp
Telegram
ଏକ୍ସପ୍ରେସ୍-ୱେରେ ଭୟଙ୍କର ଦୁର୍ଘଟଣା, ୧୩ ଜଣଙ୍କ ମୃତ୍ୟୁ

ଦିଲ୍ଲୀ-ଆଗ୍ରା ଏକ୍ସପ୍ରେସ୍-ୱେରେ ଏପରି ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଘନ କୁହୁଡ଼ି ଯୋଗୁ, ଏକାଥରେ ୭ଟି ବସ୍ ଓ ୩ଟି କାର୍ ପଛକୁ ପଛ ଧକ୍କା ହେଇଥିଲା । ମାତ୍ର କିଛି ସମୟ ଭିତରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି ।

ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିଛନ୍ତି । ଦୁର୍ଘଟଣାର ତଦନ୍ତ ପାଇଁ ମଧ୍ୟ ନର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।  

ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ ମଥୁରାର ଦିଲ୍ଲୀ-ଆଗ୍ରା ଏକ୍ସପ୍ରେସ-ୱେରେ ଘନ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପଛକୁ ପଛ ଧକ୍କା ହୋଇଥିଲା । ଦୁର୍ଘଟଣା ଘଟିବାର ମାତ୍ର କିଛି ସମୟ ଭିତରେ ଉଦ୍ଧାରକାରୀ ଟିମ୍ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲେ । ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରଥମେ ୪ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ପରେ ମୋଟ୍ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଥିଲା ।

Powered by Froala Editor

Tags accident

Related articles Odisha News Lens 4.1

  • ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ବାପା, ଖୁସିରେ ଝୁମିଲା ଝିଅ
    ଦେଶ-ଦେଶାନ୍ତର

    ରାତିରେ ମେସେଜ ପାଇ ସକାଳୁ ପହଞ୍ଚିଗଲେ ବାପା, ଖୁସିରେ ଝୁମିଲା ଝିଅ

    13488
    Sep 07, 2026
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...
    ରାଜନୀତି

    ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...

    15634
    Sep 06, 2026
  • ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ
    ଦେଶ-ଦେଶାନ୍ତର

    ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ

    13939
    Sep 07, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...

    14829
    Sep 06, 2026
  • ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା
    ଦେଶ-ଦେଶାନ୍ତର

    ଧାରୁଆ ଅସ୍ତ୍ରରେ ନେତାଙ୍କୁ ହତ୍ୟା

    15365
    Sep 07, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    14029
    Sep 06, 2026
  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13527
    Sep 07, 2026
  • ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ
    ଦେଶ-ଦେଶାନ୍ତର

    ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14079
    Sep 07, 2026
  •   ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ...

    14296
    Sep 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ, ୫ ମୃତ

    13939
    Sep 07, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ପୁଣିଥରେ ଘୁଞ୍ଚିଲା ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ଶୁଣାଣି

    14296
    Sep 07, 2026
  • ଦେଶ-ଦେଶାନ୍ତର

    ମନ୍ତ୍ରୀଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ହେବ ବୈଠକ

    14079
    Sep 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17080
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17743
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17749
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18152
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14314
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13783
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14589
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14894
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14844
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14981
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14074
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14598
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15465
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

    14470
    Sep 07, 2026
  • ନେପାଳ ବନ୍ୟା: ୧୩୮୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    13527
    Sep 07, 2026
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ଶ୍ରୀ ବି.ଏଲ.ସନ୍ତୋଷ

    15634
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In