Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

Home ›› ››ଟାଟା ପାୱାରର ଅତିରିକ୍ତ ସୁରକ୍ଷା ଜମା ଓ ସ୍ମାର୍ଟ ମିଟର ଲଗାଇବା ବିରୋଧରେ ବିଜୁ ଯୁବ ଛାତ୍ର ଜନତା ଦଳର ବିଶାଳ ବିକ୍ଷୋଭ

ଟାଟା ପାୱାରର ଅତିରିକ୍ତ ସୁରକ୍ଷା ଜମା ଓ ସ୍ମାର୍ଟ ମିଟର ଲଗାଇବା ବିରୋଧରେ ବିଜୁ ଯୁବ ଛାତ୍ର ଜନତା ଦଳର ବିଶାଳ ବିକ୍ଷୋଭ

2025-12-18 12:38:55
14704
Share:
Facebook
Twitter
E-Mail
WhatsApp
Telegram
ଟାଟା ପାୱାରର ଅତିରିକ୍ତ ସୁରକ୍ଷା ଜମା ଓ ସ୍ମାର୍ଟ ମିଟର ଲଗାଇବା ବିରୋଧରେ ବିଜୁ ଯୁବ ଛାତ୍ର ଜନତା ଦଳର ବିଶାଳ ବିକ୍ଷୋଭ

ଭୁବନେଶ୍ୱର, ୧୮/୧୨/୨୦୨୫: ଆଜି ଭୁବନେଶ୍ୱର ଠାରେ ପାୱାର ହାଉସ ଛକ ସ୍ଥିତ ଟାଟା ପାୱାର ଅଫିସ ସମ୍ମୁଖରେ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀ ଚିନ୍ମୟ ସାହୁ ଓ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ବିଶାଳ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି । ଟିପିସିଓଡିଏଲ୍ (ଟାଟା ପାୱାର) ପକ୍ଷରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ କରିବା ପାଇଁ ଯେଉଁ ନୋଟିସ୍ ଜାରି କରିଛନ୍ତି, ତାହା ଜନସାଧାରଣଙ୍କ ଉପରେ ଅତିରିକ୍ତ ଆର୍ଥିକ ବୋଝ ଲଦା ଯାଉଛି । ଏହାକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଦୃଢ ଦାବି ଉପସ୍ଥାପନ କରାଯିବା ସହିତ ରାଜରାସ୍ତାରେ ସ୍ମାର୍ଟ ମିଟର ଭାଙ୍ଗି ପ୍ରତିବାଦ କରିଥିଲେ । 

ରାଜ୍ୟର କୋଟିଏ ଉପଭୋକ୍ତାଙ୍କ ଠାରୁ ଜାତୀୟ ହାର ଠାରୁ ଅଧିକ ଆଦାୟ ହେଉଥିବା ବିଦୁ୍ୟତ୍ ଶୁଳ୍କକୁ ତୁରନ୍ତ ସୁଧ ସହିତ ଉପଭୋକ୍ତାଙ୍କୁ ଫେରାଇବା ପାଇଁ ବିଜେଡି ଦାବି କରିଛି । ଆନ୍ଧ୍ରପ୍ରଦେଶ ବିଦୁ୍ୟତ୍ ନିୟାମକ ଆୟୋଗ ଏହି ଅର୍ଥ ଫେରସ୍ତ ପାଇଁ ଯେଉଁ ପଦକ୍ଷେପ ନେଇଛନ୍ତି, ସେହିଭଳି ଓଡ଼ିଶା ରାଜ୍ୟ ବିଦୁ୍ୟତ୍ ନିୟାମକ ଆୟୋଗ ପଦକ୍ଷେପ ନେବାକୁ ମଧ୍ୟ ବିଜେଡି ଜୋର ଦେଇଛି ।

ସରବରାହ ଜନିତ କ୍ଷତି ଯୋଗୁଁ ଓଡ଼ିଶାର ବିଦୁ୍ୟତ୍ ଉପଭୋକ୍ତା ମାନଙ୍କୁ ଅତିରିକ୍ତ ଶୁଳ୍କ ବହନ କରିବାକୁ ପଡୁଛି । ଟାଟା କମ୍ପାନୀର ଅପାରଗତା, ଦୁର୍ନୀତି ଯୋଗୁଁ ରାଜ୍ୟରେ ସରବରାହ ଜନିତ କ୍ଷତି ଜାତୀୟ ହାର ଠାରୁ ମଧ୍ୟ ଅଧିକ ରହିଛି । ବହୁ ଉପଭୋକ୍ତଙ୍କ ମିଟର ସଠିକ୍ ଚାଲୁଥିଲେ ସୁଦ୍ଧା, ଏହାକୁ ଟାଟା ପାୱାର ପକ୍ଷରୁ ଜବରଦସ୍ତ ବଦଳାଯାଇ ସ୍ମାର୍ଟ ମିଟର ଲଗାଯାଇଛି, ଯାହା ଠିକ୍ ନୁହେଁ । ସ୍ମାର୍ଟ ମିଟର ଯୋଗୁଁ ଉପଭୋକ୍ତା ମାନଙ୍କୁ ଅଧିକ ବିଦୁ୍ୟତ୍ ବିଲ୍ ଦେବାକୁ ପଡୁଛି । ତେଣୁ ଜନସାଧାରଣଙ୍କ ସ୍ୱାର୍ଥ ପାଇଁ ଆଗାମୀ ଦିନରେ ଏହି ଆର୍ଥିକ ଶୋଷଣ ବନ୍ଦ ନହେଲେ ବିଜେଡି ଟାଟା ପାୱାର ବିରୋଧରେ ଦୁର୍ବାର ଆନେ୍ଦାଳନ କରିବ ବୋଲି ନେତୃମଣ୍ଡଳୀ ଚେତାବନୀ ଦେଇଛନ୍ତି । 

ଏହି ବିକ୍ଷୋଭରେ ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ କୁମାର ଦାସବର୍ମା, ଅଶୋକ ଚନ୍ଦ୍ର ପଣ୍ଡା, ଅତନୁ ସବ୍ୟସାଚୀ ନାୟକ, ପ୍ରୀତିରଞ୍ଜନ ଘଡେଇ, ସୁଶାନ୍ତ ରାଉତ, ପ୍ରଣବ ବଳବନ୍ତରାୟ, ରାଜେନ୍ଦ୍ର ସାହୁ, ସ୍ନେହାଙ୍ଗିନୀ ଛୁରିଆ, ସୁବାସ ସିଂହ, ଅବନୀ ଯୋଶୀ, ଅମରେଶ ପତ୍ରୀ, ଅମରଜିତ୍ ସେନାପତି, ସୋଫିଆ ଆଲାମ, ଧୃତି ମାର୍ଥା, ତନ୍ମୟ ସ୍ୱାଇଁ, ଜ୍ୟୋତି ରଞ୍ଜନ ଜେନା, ମିହିର ରାଉତ, ନାରାୟଣ ଜେନା, ତୁମ୍ୱନାଥ ପଣ୍ଡା, ମିହିର ରାୟ, ଏସ୍.କେ ଅମିର ମହମ୍ମଦ, ବିଜୟ କେତନ ସାହୁ, ଦୀପକ ମହାପାତ୍ର, ନୀଳମାଧବ ମହାନ୍ତି, ଶୁଭ୍ରାଂଶୁ ପାଢ଼ୀ, ସଂଜିତ୍ ମହାନ୍ତି, ମନୋଜ ସେନାପତି, ସୌମ୍ୟରଂଜନ ତ୍ରିପାଠୀ, ମନୋଜ ମହାନ୍ତି, ଜଗମୋହନ ବଳିଆରସିଂହ, ବିଶ୍ୱ ରଞ୍ଜନ ଭୂୟାଁ, ଜ୍ଞାନରଞ୍ଜନ ମାନସିଂହ, ତାରିଣୀ ପ୍ରସାଦ ନାୟକ, ସ୍ମୃତି ରଂଜନ ପଟ୍ଟନାୟକ, ରଶ୍ମି ରଂଜନ ଦାସ, ଚିନ୍ମୟ ପ୍ରଧାନ, ପୃଥ୍ୱୀରାଜ ପଣ୍ଡା, ଦୀପକ୍ ବେହେରା, ସୁଦୀପ୍ତ କେଶରୀ ସାମଲ, ସ୍ୱଦେଶ ରଂଜନ ସିଂ, ଅରୂପ ଶ୍ରୀଚନ୍ଦନ, ମନୋରଞ୍ଜନ ସ୍ୱାଇଁ, ସୋନାଲୀ ପ୍ରିୟଦର୍ଶିନୀ, ଲଗ୍ନାଦୀପ ମିଶ୍ର, ମଧୁସ୍ମିତା ପରିଡ଼ା, ବିକାଶ ସାହୁ, ପ୍ରଦୀପ୍ତ ବିଶ୍ୱାଳ, ସୁକାନ୍ତ କୁମାର ରାୟ, ଫତିମା ଖାତୁନ୍, ରକି ଦାସ, ସୁଜିତ୍ ପାଲଟା ସିଂହ, ଦେବସ୍ମିତା ଦାସ, ସ୍ନେହାଶିଷ ଜେନା, ଅଶୋକ ନାୟକ, ଅମିତ୍ ଜେନା, ତବ୍ରେଜ୍ ଖାଁ, ସୌମ୍ୟ ରଂଜନ ମହାପାତ୍ର, ଅସ୍ମିତ୍ ଦାସ, ସମିମ୍ ଅଖତର୍, ବିଜୟଲକ୍ଷ୍ମୀ ଦାଶ, ଏସ.କେ ନୱାଜ୍, ସଚ୍ଚିକାନ୍ତ ସାହୁ, ସିପୂଲ୍ ସ୍ୱାଇଁ, ପ୍ରଦୁ୍ୟମ୍ନ ମହାନ୍ତି, ଶଙ୍କର ମଲ୍ଲିକ, ଦୀପକ ମହାପାତ୍ର ଓ ଆଶିଷ ସାହୁ ପ୍ରମୁଖ ସାମିଲ ଥିଲେ ।

Powered by Froala Editor

Tags BJD

Related articles Odisha News Lens 4.1

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15345
    Jan 22, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13679
    Jan 21, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14775
    Jan 23, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15854
    Jan 20, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15426
    Jan 21, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14627
    Jan 21, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    16023
    Jan 20, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13583
    Jan 22, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15759
    Jan 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15759
    Jan 22, 2026
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା ...

    14528
    Jan 22, 2026
  • ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15426
    Jan 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17309
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14775
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15426
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16027
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15742
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16412
    Jan 16, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14627
    Jan 21, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ଗଡ଼କରୀ

    15854
    Jan 20, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15426
    Jan 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In