Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ...

  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ ...

  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

  • LPG ସଙ୍କଟ : ୮୮ ଲକ୍ଷ ବୁକିଂ

  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

Home ›› ››ଚାଷୀଙ୍କ ସାମଗ୍ରିକ ବିକାଶ ପାଇଁ କାନ୍ଧରେ କାନ୍ଧ ମିଳାଇ କାର୍ଯ୍ୟ କରିବ କୃଷକ ମୋର୍ଚ୍ଚା: ଶୁଭ୍ରାଂଶୁ ମୋହନ ପାଢ଼ୀ

ଚାଷୀଙ୍କ ସାମଗ୍ରିକ ବିକାଶ ପାଇଁ କାନ୍ଧରେ କାନ୍ଧ ମିଳାଇ କାର୍ଯ୍ୟ କରିବ କୃଷକ ମୋର୍ଚ୍ଚା: ଶୁଭ୍ରାଂଶୁ ମୋହନ ପାଢ଼ୀ

2025-12-18 12:41:51
14080
Share:
Facebook
Twitter
E-Mail
WhatsApp
Telegram
ଚାଷୀଙ୍କ ସାମଗ୍ରିକ ବିକାଶ ପାଇଁ କାନ୍ଧରେ କାନ୍ଧ ମିଳାଇ କାର୍ଯ୍ୟ କରିବ କୃଷକ ମୋର୍ଚ୍ଚା: ଶୁଭ୍ରାଂଶୁ ମୋହନ ପାଢ଼ୀ

ଭୁବନେଶ୍ୱର, ତା.୧୮/୧୨: ଚାଷୀ ସମସ୍ୟାର ସମାଧାନ କରି ସେମାନଙ୍କ ସାମଗ୍ରିକ ବିକାଶ ପାଇଁ କାନ୍ଧରେ କାନ୍ଧ ମିଳାଇ, ହାତକୁ ହାତ ମିଳାଇ କାର୍ଯ୍ୟ କରିବ ବିଜେପି କୃଷକ ମୋର୍ଚ୍ଚା। ଚାଷୀଙ୍କ ଉନ୍ନତି ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଏସବୁ ଯୋଜନାର ସଫଳ ରୂପାୟନ ସହ ସଂଗଠନକୁ ମଜ୍‌ଭୁତ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚା କାର୍ଯ୍ୟ କରିବ ବୋଲି ବିଜେପି କୃଷକ ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତି ଶୁଭ୍ରାଂଶୁ ମୋହନ ପାଢ଼ୀ କହିଛନ୍ତି।

ବିଜେପି କୃଷକ ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତି ଶ୍ରୀ ପାଢ଼ୀଙ୍କୁ ଆଜି ରାଜ୍ୟ କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ପାଢ଼ୀ କହିଛନ୍ତି ଯେ, ଚାଷୀମାନଙ୍କ ସ୍ୱାର୍ଥ ଓ ସୁରକ୍ଷାକୁ ଧ୍ୟାନ ଦିଆଯିବା ସହ ସଂଗଠନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ନୂତନ ଭାବେ ପ୍ରୟାସ କରାଯିବ। ଓଡ଼ିଶାର ୭୩ ପ୍ରତିଶତ ଚାଷୀ ପରିବାରଙ୍କ ପାଖକୁ ସରକାରଙ୍କ ସମସ୍ତ ଯୋଜନା ସଠିକ୍ ଭାବେ ପହଂଚାଇବା ଆମର ପ୍ରଥମ ଲକ୍ଷ୍ୟ। ଚାଷୀମାନଙ୍କୁ ଆତ୍ମନିର୍ଭର କରି ବିଜେପି ପ୍ରତି ସେମାନଙ୍କ ଆସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ସମସ୍ତ କାର୍ଯ୍ୟକର୍ତାଙ୍କୁ ଗାଁକୁ ଗାଁ ଯାଇ କାମ କରିବାକୁ ପଡ଼ିବ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ କୃଷିକଲ୍ୟାଣ ଯୋଜନା ଯଥା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ସଏଲ୍ ହେଲ୍‌ଥ କାର୍ଡ, କିଷାନ କ୍ରେଡିଟ କାର୍ଡ, ପିଏମ୍ କୃଷି ସିଂଚାଇ ଯୋଜନା ଭଳି ଯୋଜନା ଓ ଓଡ଼ିଶା ସରକାରଙ୍କ ସିଏମ୍ କିଷାନ ଯୋଜନା, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ଯୋଗୁ ଚାଷୀଙ୍କ ମୂଳଭୂତ ପରବର୍ତନ ହୋଇଛି। ସେମାନଙ୍କ ଆୟ ଦୁଇଗୁଣିତ ହେବାରେ ସହାୟକ ହୋଇଛି ବୋଲି ଶ୍ରୀ ପାଢ଼ୀ କହିଛନ୍ତି। 

ସଭା ପ୍ରାରମ୍ଭରେ କୃଷକ ମୋର୍ଚ୍ଚାର ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ମହେଶ୍ୱର ସାହୁ ନୂତନ ସଭାପତିଙ୍କୁ ଉତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସେ ନିଜ କାର୍ଯ୍ୟକାଳରେ ଚାଷୀମାନଙ୍କ ସମସ୍ୟା ନିରାକରଣ ଓ ବିଜେପି ପ୍ରତି ସେମାନଙ୍କର ଆସ୍ଥା ବୃଦ୍ଧି ପାଇଁ କରାଯାଇଥିବା ସଂଘର୍ଷ ଓ ପ୍ରୟାସ ବିଷୟରେ ଆଲୋକପାତ କରି ନୂତନ ନେତୃତ୍ୱକୁ ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି କହିଥିଲେ। 

ଏହି ସମ୍ବର୍ଦ୍ଧନା ସଭାରେ ରାଜ୍ୟର ବରିଷ୍ଠ ନେତା ରଞ୍ଜନ ପଟେଲ, ପୂର୍ବତନ ରାଜ୍ୟ ଉପସଭାପତି ହୃଷୀକେଶ ଜେନା, ସୂର୍ଯ୍ୟନାରାୟଣ ମହାପାତ୍ର, ପୁଲିନ ପୁହାଣ, ରାମକୃଷ୍ଣ ପାତ୍ର, ଦିଲ୍ଲୀପ ସ୍ୱାଇଁ, ଶଙ୍କର୍ଷଣ ଜେନା, ପୂର୍ବତନ ସାଧାରଣ ସମ୍ପାଦକ ଉପେନ୍ଦ୍ର ଭଞ୍ଜ, ପ୍ରଶାନ୍ତ କୁମାର ସ୍ୱାଇଁ, ଜଗନ୍ନାଥ ମହାପାତ୍ର, ଅଶୋକ କୁମାର ରଥ, ବିକ୍ରମ କେଶରୀ ରାଉତରାୟ, ମନୋଜ କୁମାର ସାହୁ, ରାଜକିଶୋର ମେଣ୍ଡେଲି, ସୁମନ୍ତ ମହାରଣା, ଲକ୍ଷ୍ମୀକାନ୍ତ ତ୍ରିପାଠୀ, କେଶରୀ ଦୁର୍ଗା, କୌଶିକ ଚାନ୍ଦ, ସୁଶ୍ରୀ ଜୟଲକ୍ଷ୍ମୀ ମହାନ୍ତି, ପୂର୍ଣ୍ଣିମା ଦାସ, ଶ୍ରୀନିବାସ ପ୍ରଧାନ, ଅଜୟ କୁମାର ପ୍ରଧାନଙ୍କ ସମେତ ସମସ୍ତ ପଦାଧିକାରୀ, ଜିଲ୍ଲା ସଭାପତି ଓ କାର୍ଯ୍ୟକାରିଣୀ ସଦସ୍ୟମାନେ ଉପସ୍ଥିତ ଥିଲେ। ଶେଷରେ ବରିଷ୍ଠ କୃଷକ ନେତା ବିଶ୍ୱଜିତ ସ୍ୱାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ। 

Powered by Froala Editor

Tags BJP, BJPOdisha

Related articles Odisha News Lens 4.1

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15574
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14547
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14350
    Mar 14, 2026
  • ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...
    ଦେଶ-ଦେଶାନ୍ତର

    ତୈଳ ଅଭାବର ପ୍ରଭାବ : ଥାଇଲାଣ୍ଡରେ “ଓ଼୍ବାର୍କ ଫର୍ମ ହୋମ”, ଫିଲିପାଇନ୍ସରେ ୪ ଦିନିଆ ...

    13438
    Mar 15, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13785
    Mar 14, 2026
  • ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ସୁନା ଓ ରୂପା ଦର କେତେ ଅଛି ଜାଣନ୍ତୁ.....

    14789
    Mar 15, 2026
  • LPG ସଙ୍କଟ : ୮୮ ଲକ୍ଷ ବୁକିଂ
    ଦେଶ-ଦେଶାନ୍ତର

    LPG ସଙ୍କଟ : ୮୮ ଲକ୍ଷ ବୁକିଂ

    14116
    Mar 15, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13518
    Mar 14, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ
    ମନୋରଞ୍ଜନ

    ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14439
    Mar 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14547
    Mar 14, 2026
  • ଦେଶ-ଦେଶାନ୍ତର

    ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ହେବ ଘୋଷଣା

    13461
    Mar 15, 2026
  • ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15574
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13946
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13910
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14483
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15099
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14854
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14992
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13518
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13785
    Mar 14, 2026
  • ବିବାହ ବନ୍ଧନରେ ଷ୍ଟାର କ୍ରିକେଟର କୁଲଦୀପ

    14439
    Mar 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In