Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 28, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହୃଦଘାତରେ ଅଭିନେତ୍ରୀ ଶେଫାଳିଙ୍କ ମୃତ୍ୟୁ

ରାଜ୍ୟ
Home ›› ରାଜ୍ୟ ››ସମସ୍ତଙ୍କୁ ଜେରା କରାଯିବ: ଡିଆଇଜି

ସମସ୍ତଙ୍କୁ ଜେରା କରାଯିବ: ଡିଆଇଜି

2021-07-22 11:39:05
14992
Share:
Facebook
Twitter
E-Mail
WhatsApp
Telegram
ସମସ୍ତଙ୍କୁ ଜେରା କରାଯିବ: ଡିଆଇଜି


ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫଓ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତୁ୍ୟ ଏବେ ରହସ୍ୟଘେରରେ ରହିଛି । ମୃତୁ୍ୟ ପଛର ପ୍ରକୃତ କାରଣ ଖୋଜିବାକୁ ପୁଲିସ ତଦନ୍ତକୁ ଜୋରଦାର କରିଛି । ତେବେ  ଏହାରି ଭିତରେ  ଦକ୍ଷିଣାଞ୍ଚଳ ଡିଆଜି ସତ୍ୟବ୍ରତ ଭୋଇ ପାରଳାଖେମୁଣ୍ଡିରେ ପହଞ୍ଚିଛନ୍ତି ।  ଗଜପତି ଏସପି ଓ କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ସହ ଡିଆଇଜି ଶ୍ରୀ ଭୋଇ ବୈଠକ କରିଛନ୍ତି ।

ବୈଠକ ପରେ ଶ୍ରୀ ଭୋଇ କହିଛନ୍ତି ଯେ, ପରିବାରର ଅଭିଯୋଗ ଆଧାରରେ ତଦନ୍ତ ଚାଲିଛି ।  ଯେଉଁମାନଙ୍କ ନାମରେ ଅଭିଯୋଗ ଅଛି ସମସ୍ତେ ତଦନ୍ତ ପରିସରଭୁକ୍ତ ।  ଅଭିଯୋଗ ଆସିଥିବା ସମସ୍ତଙ୍କୁ ଜେରା କରାଯିବ ।  ବିଭିନ୍ନ ଦିଗକୁ ବିଚାର କରି ତଦନ୍ତ କରାଯାଉଛି ବୋଲି ଡିଆଇଜି କହିଛନ୍ତି ।
ପୂର୍ବରୁ ପୁଲିସ ଓ କ୍ରାଇମବ୍ରାଞ୍ଚ ସୌମ୍ୟଙ୍କ ସରକାରୀ ବାସଭବନରେ ଯାଞ୍ଚ କରିବା ପରେ କ୍ରାଇମବ୍ରାଞ୍ଚ ଡିଏସପି ବିଜୟ କୁମାର ମଲ୍ଲିକ ଏକ ବଡ଼ ସୂଚନା ଦେଇଥିଲେ । ସେ କହିଥିଲେ ଯେ, ଘଟଣା ଘର ଭିତରେ ହିଁ ଘଟିଥିବା ଜଣାପଡ଼ିଛି । କ୍ୱାର୍ଟର୍ସ ପଛପଟ କବାଟ ପୋଡ଼ିଯାଇଛି । ତେବେ ମଶାରୀରେ ନିଆଁ ଲାଗିଛି । ପାରିପାଶ୍ୱିର୍କ ସ୍ଥିତି ଯାହା ଜଣାପଡ଼ିଛି, ଘର ଭିତରେ ହିଁ ଘଟଣା ଘଟିଛି । ସମସ୍ତଙ୍କ କଲ ଡିଟେଲ୍ସ ଯାଞ୍ଚ ଚାଲିଛି ବୋଲି କ୍ରାଇମବ୍ରାଞ୍ଚ ଡିଏସପି ବିଜୟ କୁମାର ମଲ୍ଲିକ କହିଥିଲେ ।
ଅନ୍ୟପକ୍ଷରେ ସୌମ୍ୟରଞ୍ଜନ ମହାପାତ୍ରଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ ଗିରଫ କରାଯିବା ପାଇଁ ସୌମ୍ୟଙ୍କ ପରିବାର ପକ୍ଷର ଓକିଲ ପାର୍ଥସାରଥୀ ନାୟକ ଦାବି କରିଛନ୍ତି ।
ସେ କହିଛନ୍ତି ଯେ,  ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଦ୍ୟାଭାରତୀଙ୍କୁ ତୁରନ୍ତ ଗିରଫ କରାଯାଉ ।  ଗିରଫ ପରେ  ରିମାଣ୍ଡରେ ଆଣି ପୁଲିସ ପଚରାଉଚରା କରୁ ।  ପଚରାଉଚରା କଲେ ମାମଲାରେ ଡିଏଫଓଙ୍କ ସମ୍ପୃକ୍ତି  ସମ୍ପର୍କରେ ଜଣାପଡ଼ିବ ।  ବିଦ୍ୟାଭାରତୀଙ୍କୁ  ଗିରଫ କରିବା ପାଇଁ ଆଇନଗତ ପ୍ରତିବନ୍ଧକ ନାହିଁ ।  ବିଦ୍ୟାଭାରତୀ  ଗିରଫ ହେଲେ ସବୁ କଥା ସ୍ପଷ୍ଟ ହୋଇଯିବ ବୋଲି ଓକିଲ ପାର୍ଥସାରଥୀ ନାୟକ କହିଛନ୍ତି ।

Powered by Froala Editor

Tags Acfo death case

Related articles Odisha News Lens 4.1

  •  ବର୍ଷା: ଆଶ୍ୱସ୍ତି ପାଇଲେ ଦିଲ୍ଲୀବାସୀ
    ଦେଶ-ଦେଶାନ୍ତର

    ବର୍ଷା: ଆଶ୍ୱସ୍ତି ପାଇଲେ ଦିଲ୍ଲୀବାସୀ

    15235
    Jun 28, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ...
    ବାଣିଜ୍ୟ

    ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ...

    13589
    Jun 28, 2025
  • ନାବାଳିକା ୟୁଟ୍ୟୁବରଙ୍କୁ ନିଶା ଦେଇ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନାବାଳିକା ୟୁଟ୍ୟୁବରଙ୍କୁ ନିଶା ଦେଇ ଦୁଷ୍କର୍ମ

    15198
    Jun 28, 2025
  • ବିସ୍ଫୋରଣରେ ୧୩ ପାକ୍‌ ଯବାନଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିସ୍ଫୋରଣରେ ୧୩ ପାକ୍‌ ଯବାନଙ୍କ ମୃତ୍ୟୁ

    14929
    Jun 28, 2025
  • ହୃଦଘାତରେ ଅଭିନେତ୍ରୀ ଶେଫାଳିଙ୍କ ମୃତ୍ୟୁ
    ମନୋରଞ୍ଜନ

    ହୃଦଘାତରେ ଅଭିନେତ୍ରୀ ଶେଫାଳିଙ୍କ ମୃତ୍ୟୁ

    14500
    Jun 28, 2025
  • ଶୁଭାଂଶୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଶୁଭାଂଶୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

    13357
    Jun 28, 2025
  • ମୟୂରପୁଚ୍ଛ ବଦଳାଇ ଦିଏ ଭାଗ୍ୟ
    ବିଶେଷ

    ମୟୂରପୁଚ୍ଛ ବଦଳାଇ ଦିଏ ଭାଗ୍ୟ

    15282
    Jun 28, 2025
  • ଆଇପିଏସ ପରାଗ ଜୈନ ର’ ନୂଆ ମୁଖ୍ୟ ନିଯୁକ୍ତ
    ଦେଶ-ଦେଶାନ୍ତର

    ଆଇପିଏସ ପରାଗ ଜୈନ ର’ ନୂଆ ମୁଖ୍ୟ ନିଯୁକ୍ତ

    14081
    Jun 28, 2025
  • ଝିଅ ପରେ ପୁତ୍ର ସନ୍ତାନର ଜନନୀ ହେଲେ ଇଲିଆନା
    ମନୋରଞ୍ଜନ

    ଝିଅ ପରେ ପୁତ୍ର ସନ୍ତାନର ଜନନୀ ହେଲେ ଇଲିଆନା

    13532
    Jun 28, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇପିଏସ ପରାଗ ଜୈନ ର’ ନୂଆ ମୁଖ୍ୟ ନିଯୁକ୍ତ

    14081
    Jun 28, 2025
  • ବିଶେଷ

    ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15543
    Jun 28, 2025
  • ଦେଶ-ଦେଶାନ୍ତର

    ବିସ୍ଫୋରଣରେ ୧୩ ପାକ୍‌ ଯବାନଙ୍କ ମୃତ୍ୟୁ

    14929
    Jun 28, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16595
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16713
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17026
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15513
    Apr 03, 2021

ବିଶେଷ

  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15543
    Jun 28, 2025
  • ମୟୂରପୁଚ୍ଛ ବଦଳାଇ ଦିଏ ଭାଗ୍ୟ

    15282
    Jun 28, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    14281
    Jun 26, 2025
  • ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    16015
    Jun 26, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14940
    Jun 25, 2025

ବାଣିଜ୍ୟ

ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

ହଜାର ହଜାର ସଂଖ୍ୟାରେ ସନ୍‌ଫିଷ୍ଟ ସୂର୍ଯ୍ୟ ବରଦାନ ଟୋପି ଚଳିତ ବର୍ଷ ଐଶ୍ୱରୀୟ ଯାତ୍ରାରେ ଭକ୍ତମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି

ପୁରୀ: ପୁରୀ ରଥଯାତ୍ରା ଭାରତର ଅନ୍ୟତମ ସର୍ବାଧିକ ପୂଜ୍ୟ ଆଧ୍ୟ ...

  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15554
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15536
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15004
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14826
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଝିଅ ପରେ ପୁତ୍ର ସନ୍ତାନର ଜନନୀ ହେଲେ ଇଲିଆନା

    13532
    Jun 28, 2025
  • ବର୍ଷା: ଆଶ୍ୱସ୍ତି ପାଇଲେ ଦିଲ୍ଲୀବାସୀ

    15235
    Jun 28, 2025
  • ହୃତ୍‌ପିଣ୍ଡ ସୁସ୍ଥ ରଖେ ଅମୃତଭଣ୍ଡା

    15543
    Jun 28, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In