Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ ...

  • ନେପାଳରେ ଭୟାବହ ବନ୍ୟା: ୧ ହଜାର ପାର୍‌ କଲା ...

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

ରାଜ୍ୟ
Home ›› ରାଜ୍ୟ ›› ଧାନ ସଂଗ୍ରହ ସମୀକ୍ଷା: ଯୋଗ୍ୟ ଚାଷୀ ଧାନ ସଂଗ୍ରହ ପ୍ରକ୍ରିୟାରୁ ବାଦ ନପଡ଼ିବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ଧାନ ସଂଗ୍ରହ ସମୀକ୍ଷା: ଯୋଗ୍ୟ ଚାଷୀ ଧାନ ସଂଗ୍ରହ ପ୍ରକ୍ରିୟାରୁ ବାଦ ନପଡ଼ିବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱାରୋପ

2025-12-19 07:36:07
14237
Share:
Facebook
Twitter
E-Mail
WhatsApp
Telegram
 ଧାନ ସଂଗ୍ରହ ସମୀକ୍ଷା: ଯୋଗ୍ୟ ଚାଷୀ ଧାନ ସଂଗ୍ରହ ପ୍ରକ୍ରିୟାରୁ ବାଦ ନପଡ଼ିବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି । ଏହାକୁ ଶୃଙ୍ଖଳିତ ଓ ସୁସଂଗଠିତ କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି । ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ପ୍ରସ୍ତୁତି, ବର୍ତ୍ତମାନର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ସମସ୍ତ ଜିଲ୍ଲାର ଯୋଗାଣ ଅଧିକାରୀମାନେ ଯୋଗ ଦେଇଥିଲେ ।

 ବୈଠକ ପ୍ରାରମ୍ଭରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ରାଜ୍ୟରେ ଧାନକିଣା ସମ୍ପର୍କରେ ଅବଗତ କରାଇଥିଲେ । ଧାନ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜୀକରଣ ଓ ଟୋକନ ପ୍ରଦାନ ଉପରେ ବୈଠକରେ ଆଲୋଚନା ହୋଇଥିଲା । ବର୍ତ୍ତମାନ ସୁଦ୍ଧା ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ରେ ଧାନ ସଂଗ୍ରହ ଜାରି ରହଛି । ପର୍ଯ୍ୟାୟକ୍ରମେ ସ୍ଥାନୀୟ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ ଜିଲ୍ଲାରେ ଧାନ ସଂଗ୍ରହ କରାଯିବ । ଏତଦ୍‌ବ୍ୟତୀତ ପିସି-ସାପ୍‌ ଆପ୍‌ ମାଧ୍ୟମରେ ମଣ୍ଡିରେ ଉପଲବ୍ଧ ବ୍ୟବସ୍ଥା ସମ୍ପର୍କରେ ତଥ୍ୟ ଅପ୍‌ଲୋଡ୍‌ କରିବା ପାଇଁ ଜିଲ୍ଲା ଯୋଗାଣ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା । କୌଣସି ଯୋଗ୍ୟ ଚାଷୀ ଯେଭଳି ଧାନ ସଂଗ୍ରହ ପ୍ରକ୍ରିୟାରୁ ବାଦ ନପଡ଼ନ୍ତି ଏହା ଉପରେ ଶ୍ରୀ ପାତ୍ର ଗୁରୁତ୍ୱାରୋପ କରିଥିଲେ ।ଏତଦ୍‌ବ୍ୟତୀତ ପ୍ରତ୍ୟେକ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ଅସ୍ଥାୟୀ ଆଶ୍ରୟସ୍ଥଳୀ ଓ ସିସିଟିଭି ବ୍ୟବସ୍ଥା କରିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି । ଏଥିସହ ମଣ୍ଡି ନୋଡାଲ ଅଧିକାରୀ ଓ ସୁପରଭାଇଜିଂ ଅଧିକାରୀ ନିୟୋଜିତ କରିବା ପାଇଁ ମଧ୍ୟ ବ୍ୟବସ୍ଥା କରିବାକୁ କୁହାଯାଇଛି । ସେହିଭଳି ମଣ୍ଡି ମନିଟରିଂ ସିଷ୍ଟମ୍‌ ଆପ୍‌ ବ୍ୟବହାର କରି ସଂପୃକ୍ତ ତଥ୍ୟ ଉପଲବ୍ଧ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । 

Powered by Froala Editor

Tags Minister

Related articles Odisha News Lens 4.1

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14062
    Sep 01, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13359
    Sep 01, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    13955
    Aug 31, 2026
  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା
    ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14050
    Sep 01, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ
    ଦେଶ-ଦେଶାନ୍ତର

    ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14186
    Sep 01, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15411
    Aug 31, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13749
    Sep 01, 2026
  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

    14473
    Sep 01, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14027
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13749
    Sep 01, 2026
  • ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    14050
    Sep 01, 2026
  • ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    14027
    Sep 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17064
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17705
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17735
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18135
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14102
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14716
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14670
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14009
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15395
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14462
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15991
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14034
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14297
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    13955
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15411
    Aug 31, 2026
  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13359
    Sep 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In