ଭିବି-ଜିରାମ-ଜି ଯୋଜନା ଶ୍ରମିକ କଲ୍ୟାଣକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ବିକାଶ ଯାତ୍ରାରେ ଏକ ନୂତନ ଗତି ଦେଖିଛି। କେନ୍ଦ୍ର ସରକାରଙ୍କ ଭିବି-ଜିରାମ-ଜି ଯୋଜନା ଗ୍ରାମାଞ୍ଚଳରେ ନିଯୁକ୍ତି ସୁଯୋଗ ବଢାଇବ। ଏହି ଯୋଜନା ଶ୍ରମିକ କଲ୍ୟାଣକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ଏକ୍ସରେ ଉଲ୍ଲେଖ କରିଛନ୍ତି।
ଏହି ଲୋକାଭିମୁଖୀ ନିଷ୍ପତ୍ତି ବିକାଶ ପ୍ରତି ସରକାରଙ୍କ ନିରନ୍ତର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି ବୋଲି ମୁଖ୍ୟମନ୍ତ୍ରୀ ଏକ୍ସରେ ଉଲ୍ଲେଖ କରିଛନ୍ତି।