Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ...

  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ...

  • ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ...

  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ...

  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ...

  • ନୋରାଙ୍କୁ ପୁଣି ସମନ ଜାରି

  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ...

  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ...

  • ପତ୍ନୀଙ୍କୁ ‘ମୂର୍ଖ’ କହିବା ସ୍ୱାମୀଙ୍କର ...

  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ...

ରାଜ୍ୟ
Home ›› ରାଜ୍ୟ ›› ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ବିଏଡ୍ ସ୍ପେସାଲ୍ ଓ ବିଏଡ୍ ଜେନେରାଲ୍ ଶିକ୍ଷାଗତ ଯୋଗ୍ୟତା ସମାନ

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ବିଏଡ୍ ସ୍ପେସାଲ୍ ଓ ବିଏଡ୍ ଜେନେରାଲ୍ ଶିକ୍ଷାଗତ ଯୋଗ୍ୟତା ସମାନ

2025-12-20 10:06:28
13956
Share:
Facebook
Twitter
E-Mail
WhatsApp
Telegram
 ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ବିଏଡ୍ ସ୍ପେସାଲ୍ ଓ ବିଏଡ୍ ଜେନେରାଲ୍ ଶିକ୍ଷାଗତ ଯୋଗ୍ୟତା ସମାନ


କଟକ: ବିଏଡ୍ ସ୍ପେସାଲ୍ ଓ ବିଏଡ୍ ଜେନେରାଲ୍ ଶିକ୍ଷାଗତ ଯୋଗ୍ୟତା ସମାନ। ଟିଜିଟି (ଟ୍ରେନ୍ଡ ଗ୍ରାଜୁଏଟ୍ ଟିଚର୍) ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ବିଏଡ୍ ଜେନେରାଲ୍ ଧାର୍ଯ୍ୟ କରାଯାଇଥିଲା ବେଳେ ଉକ୍ତ ପଦରେ ଜଣେ ବିଏଡ୍ ସ୍ପେସାଲ୍ ଡିଗ୍ରୀଧାରୀ ମଧ୍ୟ ନିଯୁକ୍ତି ପାଇପାରିବେ ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। ମହେଶ୍ୱର ସାହୁଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଡି.କେ. ଶ୍ରୀପଦ ଏହି ଆଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆବେଦନକାରୀଙ୍କୁ ୮ ସପ୍ତାହ ମଧ୍ୟରେ ନିଯୁକ୍ତି ଦେବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ନିୟମ ଅନୁଯାୟୀ, ଜଣେ ଟିଜିଟି ଶିକ୍ଷକ ପଦରେ ନିଯୁକ୍ତି ହେବାକୁ ହେଲେ ତାଙ୍କୁ ବିଏଡ୍ ଜେନେରାଲ୍ ଶିକ୍ଷାଗତ ଯୋଗ୍ୟତା ହାସଲ କରିବାକୁ ପଡ଼ିବ । ଫଳରେ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆବେଦନକାରୀଙ୍କ ନିଯୁକ୍ତିକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିରୋଧ କରାଯାଇଥିଲା । ଏହି ପଦ ପାଇଁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆବେଦନକାରୀଙ୍କ ଶିକ୍ଷାଗତ ଯୋଗ୍ୟତା ନାହିଁ । ତେଣୁ ଆବେଦନକାରୀଙ୍କୁ ନିଯୁକ୍ତି ଦିଆଯାଇ ପାରିବନାହିଁ ବୋଲି ଅଦାଲତଙ୍କୁ ଅବଗତ କରାଯାଇଥିଲା । 

ଏ ନିୟମ ଅନୁଯାୟୀ ଉଭୟ ବିଏଡ୍ ସ୍ପେସାଲ୍ ଓ ବିଏଡ୍ ଜେନେରାଲ୍ ଶିକ୍ଷାଗତ ଯୋଗ୍ୟତା ସମାନ । ତେଣୁ ରାଜ୍ୟ ସରକାରଙ୍କ ଯୁକ୍ତି ଗ୍ରହଣୀୟ ନୁହେଁ ବୋଲି ହାଇକୋର୍ଟ ମତ ଦେଇଛନ୍ତି । ଅପରପକ୍ଷରେ ଆବେଦନକାରୀ ଜଣେ ଭିନ୍ନକ୍ଷମ ବ୍ୟକ୍ତି । ତାଙ୍କର ଦୃଷ୍ଟିଶକ୍ତି ନେଇ ସମସ୍ୟା ରହିଛି । ଏହି ଦୃଷ୍ଟିରୁ ଦେଖିଲେ ଭିନ୍ନକ୍ଷମଙ୍କ ଲାଗି ଟିଜିଟି ପଦରେ ୩୩ଟି ପଦ ସଂରକ୍ଷିତ ରହିଛି । ଏଥିରୁ ୨୬ଟି ପଦ ପୂରଣ କରାଯାଇଛି । ଆହୁରି ୭ଟି ପଦ ଫାଙ୍କା ରହିଛି । ତେଣୁ ରାଜ୍ୟ ସରକାର ଆବେଦନକାରୀଙ୍କୁ ଭିନ୍ନକ୍ଷମ ହିସାବରେ ମଧ୍ୟ ଗ୍ରହଣ କରି ସେହି ପଦରେ ନିଯୁକ୍ତି ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Powered by Froala Editor

Tags highcourt

Related articles Odisha News Lens 4.1

  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ...
    ବାଣିଜ୍ୟ

    ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ...

    13635
    Nov 03, 2026
  • ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍
    ଦେଶ-ଦେଶାନ୍ତର

    ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍

    15125
    Nov 03, 2026
  • ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର
    ଦେଶ-ଦେଶାନ୍ତର

    ସିଙ୍ଗଲ୍ ଙ୍କ ପାଇଁ ଫିନଲାଣ୍ଡ ଆଣିଛି ଆକର୍ଷଣୀୟ ଅଫର

    14883
    Nov 03, 2026
  • ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌
    ଜିଲ୍ଲା ପରିକ୍ରମା

    ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15316
    Nov 03, 2026
  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ
    ଦେଶ-ଦେଶାନ୍ତର

    ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15258
    Nov 03, 2026
  • ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଏଭରେଷ୍ଟ ବେସ୍ କ୍ୟାମ୍ପରେ ୨ ହେଲିକପ୍ଟର ଧକ୍କା, ପର୍ଯ୍ୟଟକଙ୍କ ମୃତ୍ୟୁ

    13525
    Nov 03, 2026
  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ
    ଦେଶ-ଦେଶାନ୍ତର

    ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13664
    Nov 02, 2026
  • ନୋରାଙ୍କୁ ପୁଣି ସମନ ଜାରି
    ମନୋରଞ୍ଜନ

    ନୋରାଙ୍କୁ ପୁଣି ସମନ ଜାରି

    14178
    Nov 03, 2026
  •  ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...
    ଦେଶ-ଦେଶାନ୍ତର

    ୟୁକ୍ରେନର ସହାୟତା ବଣ୍ଟନ କେନ୍ଦ୍ର ଏବଂ ଆଶ୍ରୟସ୍ଥଳ ଉପରେ ବୋମା ଆକ୍ରମଣ କଲା ରୁଷ୍, ୨୬ ...

    13627
    Nov 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    13635
    Nov 03, 2026
  • ଦେଶ-ଦେଶାନ୍ତର

    ବଲିଉଡ୍ ଅଭିନେତ୍ରୀ ନୋରା ଫତେହିଙ୍କୁ ପୁଣି ଥରେ ସମନ୍

    15125
    Nov 03, 2026
  • ଜିଲ୍ଲା ପରିକ୍ରମା

    ହେଲମେଟ ବ୍ୟବହାର ନ କରିବା ଅଭିଯୋଗରେ ଅଟୋ ଚାଳକଙ୍କୁ ଫାଇନ୍‌

    15316
    Nov 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17246
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17945
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17888
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18310
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14787
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15770
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14941
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16142
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15067
    Oct 25, 2026

ବାଣିଜ୍ୟ

ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ଭି.ଏ.ଏମ୍.ଏଲ୍ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ କାର୍ଯ୍ୟକ୍ରମ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଶା ସରକାରଙ୍କ ଶିକ୍ଷା ଏବଂ ସାଂସ୍କୃତିକ ପ୍ରତିଭା ମହୋତ୍ସବ ...

  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14312
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15848
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    14102
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13851
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାରାଥନରେ ଭାଗ ନେଇଥିବା ସଫ୍ଟୱେୟାର ଇଞ୍ଜିନିୟରଙ୍କ ହୃଦଘାତ

    13664
    Nov 02, 2026
  • ନୋରାଙ୍କୁ ପୁଣି ସମନ ଜାରି

    14178
    Nov 03, 2026
  • ନେପାଳର ଏଭରେଷ୍ଟ ବେସ୍ କ୍ୟାମ୍ପରେ ଭୟଙ୍କର ଦୁର୍ଘଟଣା, ଜଣେ ମୃତ

    15258
    Nov 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In