Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

ରାଜ୍ୟ
Home ›› ରାଜ୍ୟ ››ଏସ୍‌.ସି.ବିରେ ୧୭ ମହଲା ନିର୍ମାଣ ହେବ ମଲ୍‌ଟି ଲେଭଲ୍ ପାର୍କିଂ

ଏସ୍‌.ସି.ବିରେ ୧୭ ମହଲା ନିର୍ମାଣ ହେବ ମଲ୍‌ଟି ଲେଭଲ୍ ପାର୍କିଂ

2025-12-23 19:30:33
14487
Share:
Facebook
Twitter
E-Mail
WhatsApp
Telegram
ଏସ୍‌.ସି.ବିରେ ୧୭ ମହଲା ନିର୍ମାଣ ହେବ ମଲ୍‌ଟି ଲେଭଲ୍ ପାର୍କିଂ

କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସସିବି) ମେଡିକାଲ କଲେଜରେ ତିଆରି ହେବ ୧୭ ମହଲା ବିଶିଷ୍ଟ ପାର୍କିଂ ଅଟ୍ଟାଳିକା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିବା ସମୟରେ ଏହି ନିଷ୍ପତ୍ତି ହୋଇଛି।

ଏସ୍‌.ସି.ବି କ୍ୟାମ୍ପସରେ ୬.୫୧ ଏକର ଜମିରେ ଏକ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ ନିର୍ମାଣ ହେବ। ଏହାର ୧୨ ମହଲା ପର୍ଯ୍ୟନ୍ତ ଗାଡ଼ି ପାର୍କିଂ ସୁବିଧା ରହିବା ସହ ବାକି ମହଲାରେ ପ୍ରଶାସନିକ ବ୍ଲକ୍, ଆନାଟୋମୀ ବ୍ଲକ୍ ଏବଂ ଫାର୍ମା କଲେଜ କାର୍ଯ୍ୟକ୍ଷମ ହେବ। ରାଜ୍ୟର ୭ଟି ପ୍ରମୁଖ ମେଡିକାଲ କଲେଜ (କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ଼, କୋରାପୁଟ, ବାରିପଦା ଓ ବଲାଙ୍ଗିର) କ୍ୟାମ୍ପସ୍‌ରେ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମ ଗୃହ ନିର୍ମାଣ କରାଯିବ।

ବୈଠକରେ ଏସସିବି ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ରାଜ୍ୟର ସର୍ବବୃହତ ମେଡିକାଲ କଲେଜ ହିସାବରେ ଏଠାକୁ ପ୍ରତିଦିନ ହଜାର ହଜାର ରୋଗୀ ଓ ସେମାନଙ୍କର ସମ୍ପର୍କୀୟମାନେ ଆସିଥାନ୍ତି। ଏହି ମେଡିକାଲ କଲେଜକୁ ଏକ ବିଶ୍ବସ୍ତରୀୟ ମେଡିକାଲ କଲେଜ ରୂପେ ବିକଶିତ କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।


Powered by Froala Editor

Tags scb

Related articles Odisha News Lens 4.1

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15535
    Aug 23, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14172
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14919
    Aug 24, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13862
    Aug 24, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14182
    Aug 23, 2026
  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14373
    Aug 24, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13968
    Aug 24, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13581
    Aug 24, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା
    ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13726
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14919
    Aug 24, 2026
  • ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14373
    Aug 24, 2026
  • ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14182
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17050
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17679
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17723
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18119
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14919
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15541
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16073
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13992
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15016
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15972
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14009
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14273
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14398
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15535
    Aug 23, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14182
    Aug 23, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13862
    Aug 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In