ଅନୁଗର୍ଗ ହେବେ ନୂଆ ମୁଖ୍ୟଶାସନ ସଚିବ
ଭୁବନେଶ୍ୱର – ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ, ଅନୁଗର୍ଗ ହେବେ ନୂଆ ମୁଖ୍ୟଶାସନ ସଚିବ । ସେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବେ । ଅନୁ ଗର୍ଗ ୧୯୯୧ ବ୍ୟାଚର ଆଇଏଏସ୍ ଅଧିକାରୀ ।
ବର୍ତମାନ ମନୋଜ ଆହୁଜା ମୁଖ୍ୟଶାସନ ସଚିବ ଭାବେ କାର୍ଯ୍ୟଭାର ନିର୍ବାହ କରୁଛନ୍ତି । ତାଙ୍କର କାର୍ଯ୍ୟକାଳ ଡିସେମ୍ବର ୩୧ ତାରିଖରେ ଶେଷ ହେବ । ୨୦୨୬ ଜାନୁଆରୀ ୧ ତାରିଖରୁ ଅନୁଗର୍ଗ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟଭାର ଗ୍ରହଣ କରିବେ ।
Powered by Froala Editor