Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ...

  • କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ...

  • ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ...

  • ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ

  • ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ...

  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ...

  • ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ...

  • ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ...

  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ...

  • ‘ଜନ ନାୟକନ୍‌’କୁ ମିଳିଲା ‘A’ ...

ରାଜନୀତି
Home ›› ରାଜନୀତି ››୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ

୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ

2025-12-24 17:36:53
14715
Share:
Facebook
Twitter
E-Mail
WhatsApp
Telegram
୪ଟି ଲେଖାଏଁ ପିଲା ଜନ୍ମ କର, ଏଭଳି କହି ବିବାଦରେ ନେତ୍ରୀ

୪ଟି ଲେଖାଏଁ ପିଲା ଜନ୍ମ କର ନହେଲେ ଭାରତ ହୋଇଯିବ ପାକିସ୍ତାନ। ଏଭଳି କହି ଚର୍ଚ୍ଚାରେ ବିଜେପି ନେତ୍ରୀ ତଥା ପୂର୍ବତନ ସ୍ୱାଧୀନ ସାଂସଦ ନବନୀତ ରାଣା। ସେ କହିଛନ୍ତି ଯେ ଯେଉଁମାନେ ବହୁ ସଂଖ୍ୟକ ସନ୍ତାନ ଜନ୍ମ କରୁଛନ୍ତି ଏବଂ ଭାରତକୁ ପାକିସ୍ତାନରେ ପରିଣତ କରିବାକୁ ଚାହୁଁଛନ୍ତି, ସେମାନଙ୍କର ଷଡ଼ଯନ୍ତ୍ରର ମୁକାବିଲା କରିବା ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ। ପୂର୍ବତନ ଏମପି ରାଣା ମଙ୍ଗଳବାର କହିଛନ୍ତି, ‘ମୁଁ ସମସ୍ତ ହିନ୍ଦୁଙ୍କୁ ଅନୁରୋଧ କରୁଛି। ଏହି ଲୋକମାନେ ଖୋଲାଖୋଲି ଭାବରେ କହୁଛନ୍ତି ଯେ ସେମାନଙ୍କର ଚାରି ସ୍ତ୍ରୀ ଏବଂ ୧୯ ସନ୍ତାନ ଅଛନ୍ତି, ତେଣୁ ମୁଁ ପରାମର୍ଶ ଦେଉଛି ଯେ ଆମର ମଧ୍ୟ ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ।’

ଭାରତକୁ ମୁସଲିମ୍ ଦେଶ ହେବାରୁ ରକ୍ଷା କରିବା ପାଇଁ ହିନ୍ଦୁ ଅଧିକ ପିଲା ଜନ୍ମ କରିବା ଜରୁରୀ ଅମରାବତୀରେ ସାମ୍ବାଦିକଙ୍କ ସହ ସାକ୍ଷାତକାର ସମୟରେ ସେ ଏଭଳି ବୟାନ ଦେଇଥିଲେ।

ଜଣେ ମୌଲାନାଙ୍କ କଥା ଉଦ୍ଧୃତ କରି ସେ କହିଥିଲେ, "ମୁଁ ଜାଣିନାହିଁ ଯେ ସେ ଜଣେ ମୌଲାନା କି ଆଉ କିଏ, କିନ୍ତୁ ସେ କହିଥିଲେ ଯେ, ତାଙ୍କର ୧୯ ଜଣ ପିଲା ଏବଂ ଚାରି ଜଣ ସ୍ତ୍ରୀ ଅଛନ୍ତି। ଏହା ସତ୍ତ୍ବେ ବି ୩୦ଜଣ ପିଲା ଜନ୍ମ ନକରିପାରିବାରୁ ସେ ଖୁସି ନଥିବା କହିଥିଲେ। ଏମାନେ ବହୁ ସଂଖ୍ୟକ ପିଲା ଜନ୍ମ କରି ଭାରତକୁ ପାକିସ୍ତାନରେ ପରିଣତ କରିବାକୁ ଯୋଜନା କରୁଛନ୍ତି। ତେବେ ଆମେ କାହିଁକି ଗୋଟିଏ ପିଲାରେ ସନ୍ତୁଷ୍ଟ ହେବା? ଆମର ମଧ୍ୟ ତିନିରୁ ଚାରି ଜଣ ପିଲା ରହିବା ଉଚିତ।"

Powered by Froala Editor

Tags navneet

Related articles Odisha News Lens 4.1

  • ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ...

    13625
    Jul 13, 2026
  • ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ
    ଦେଶ-ଦେଶାନ୍ତର

    ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ

    15014
    Jul 14, 2026
  • ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ନିଲମ୍ବିତ ହେବେ ପ୍ରଧାନମନ୍ତ୍ରୀ, ...
    ଦେଶ-ଦେଶାନ୍ତର

    ଲଗାତାର ୩୦ ଦିନ ପାଇଁ ହାଜତରେ ରହିଲେ ପଦରୁ ନିଲମ୍ବିତ ହେବେ ପ୍ରଧାନମନ୍ତ୍ରୀ, ...

    15652
    Jul 13, 2026
  • ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ମା’
    ଦେଶ-ଦେଶାନ୍ତର

    ସ୍ୱାମୀର ହତ୍ୟାକାରୀ ସାଜିଲା ୯ ସନ୍ତାନର ମା’

    14418
    Jul 14, 2026
  • ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍
    ମନୋରଞ୍ଜନ

    ଗୌରୀଙ୍କ ସହ ହନିମୁନରେ ଅଷ୍ଟ୍ରେଲିଆ ଗଲେ ଆମିର୍ ଖାନ୍

    14572
    Jul 13, 2026
  • ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ
    ଦେଶ-ଦେଶାନ୍ତର

    ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ

    13707
    Jul 14, 2026
  • କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ବେପାରୀ
    ଦେଶ-ଦେଶାନ୍ତର

    କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ବେପାରୀ

    14417
    Jul 14, 2026
  • ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ବେଡସିଟ୍ ଚୋରି
    ଦେଶ-ଦେଶାନ୍ତର

    ୪ ବର୍ଷ ମଧ୍ୟରେ ଏସି କୋଚରୁ ୧.୨୭ କୋଟି ବେଡସିଟ୍ ଚୋରି

    14749
    Jul 14, 2026
  •  ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ: ୧୯ରେ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

    14765
    Jul 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟକୁ ବିନାଶ ଆଡ଼କୁ ଠେଲି ଦେବାର ଆଶଙ୍କା ସୃଷ୍ଟି କରିଛି ଆମେରିକା ଓ ଇରାନ ଯୁଦ୍ଧ

    13625
    Jul 13, 2026
  • ମନୋରଞ୍ଜନ

    ‘ଜନ ନାୟକନ୍‌’କୁ ମିଳିଲା ‘A’ ସାର୍ଟିଫିକେଟ୍

    13746
    Jul 13, 2026
  • ଦେଶ-ଦେଶାନ୍ତର

    କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ବେପାରୀ

    14417
    Jul 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16974
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17586
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17640
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18040
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14545
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14837
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15587
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15696
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15508
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15845
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15712
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13819
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14943
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କାକୁଡି ବିକ୍ରି କରି ଆଇଫୋନ ଧରିଛନ୍ତି ବେପାରୀ

    14417
    Jul 14, 2026
  • ଚଳନ୍ତା ଟ୍ରେନରେ ଅଗ୍ନି କୁଣ୍ଡ, ପୂଜାପାଠ

    15014
    Jul 14, 2026
  • ଆସାମ ରାଇଫଲ୍ସ ନିକଟରେ ଆଇଇଡି ବିସ୍ଫୋରଣ, ଜଣେ ସହିଦ

    13707
    Jul 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In