Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

2025-12-24 18:05:42
15421
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୨୪ ଡିସେମ୍ବର ୨୦୨୫ : ଆଜି  ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଉପସ୍ଥିତ ଥିଲେ।


ବୈଠକର ଆଲୋଚନାରୁ ଜଣାପଡିଛି ଯେ ଆଜି ପର୍ଯ୍ୟନ୍ତ ରାଜ୍ୟର 12ଟି ଜିଲ୍ଲାରେ ଧାନ କ୍ରୟ ପ୍ରକ୍ରିୟା ଚାଲୁ ରହିଛି ଏବଂ 17ଟି ଜିଲ୍ଲାରେ ଟୋକନ ପ୍ରଦାନ କରାଯାଇଛି। ଆଗାମୀ ଗୋଟିଏ ସପ୍ତାହ ମଧ୍ୟରେ ଆଉ ୫ଟି ଜିଲ୍ଲାରେ ଧାନ କିଣା ଆରମ୍ଭ ହେବ । 10 ଜାନୁଆରୀ 2026 ମଧ୍ୟରେ ସବୁ ଜିଲ୍ଲାରେ ଧାନ କ୍ରୟ ପ୍ରକ୍ରିୟା ଆରମ୍ଭ ହେବ।


ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ସୁଦ୍ଧା 1,11,128 ଜଣ କୃଷକ ତାଙ୍କର 4,97,594 ମେଟ୍ରିକ୍ ଟନ୍ (MT) ଧାନ ବିକ୍ରୟ କରିପାରିଛନ୍ତି । ଏପର୍ଯ୍ୟନ୍ତ ଏଥିପାଇଁ ପ୍ରାୟ 1056.08 କୋଟି ଟଙ୍କାର ଅର୍ଥପ୍ରଦାନ କରାଯାଇଛି।


ବୈଠକରେ ଧାନ ସଂଗ୍ରହରେ ଯେପରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ୱନ ହେବ ଏବଂ କୌଣସି ପରିସ୍ଥିତିରେ ଚାଷୀମାନଙ୍କ ହକ୍‌ ଉପରେ ଆଞ୍ଚ୍ ନ ଆସିବ, ତାକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମିଲର୍‌ ମାନେ ଯେପରି ଚାଷୀମାନଙ୍କ ଠାରୁ ଠିକ୍ ଭାବରେ ଧାନ ସଂଗ୍ରହ କରିବେ ଏବଂ ଚାଷୀମାନେ ଯେପରି ଠିକ୍ ସମୟରେ ତାଙ୍କ ପ୍ରାପ୍ୟ ପାଇବେ ସେଥିପ୍ରତି ଶତପ୍ରତିଶତ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । 


ବୈଠକରେ ଅଣଧାନ ଫସଲ ସଂଗ୍ରହ ଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା । ବିଶେଷକରି ମାଣ୍ଡିଆ, ଡାଲି ଜାତୀୟ ଫସଲ ଓ ତୈଳବୀଜ ଚାଷକୁ ଅଧିକ ପ୍ରୋତ୍ସାହନ ଦେବା ପାଇଁ ବୈଠକରେ ମତ ପ୍ରକାଶ ପାଇଥିଲା । 


ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା, କ୍ୟାବିନେଟ ମନ୍ତ୍ରୀଗଣ ଏବଂ ରାଜ୍ୟ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ । 


ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଯୋଗାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ ସିଂହ, କୃଷିବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14439
    Sep 14, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14312
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14053
    Sep 12, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13764
    Sep 14, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15144
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14976
    Sep 13, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13544
    Sep 13, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    14936
    Sep 14, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14367
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13544
    Sep 13, 2026
  • ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14367
    Sep 12, 2026
  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14053
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17093
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18165
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14339
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16107
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14642
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13951
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14758
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14310
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14701
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15039
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15144
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14053
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14278
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In