Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ...

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

  • ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ...

  • ଗୁଳି ବିନିମୟ: ଚାରି ଅପରାଧୀ ନିହତ

  • ଏହି ଔଷଧ ପାଇଁ ଆବଶ୍ୟକ ହେବ ଡାକ୍ତରଙ୍କ ...

ରାଜ୍ୟ
Home ›› ରାଜ୍ୟ ››ସୁଜାତାଙ୍କ ସପକ୍ଷରେ ଏମିତି କହିଲେ କଟକ ମେୟର ସୁବାସ ସିଂହ

ସୁଜାତାଙ୍କ ସପକ୍ଷରେ ଏମିତି କହିଲେ କଟକ ମେୟର ସୁବାସ ସିଂହ

2025-12-26 05:06:50
14300
Share:
Facebook
Twitter
E-Mail
WhatsApp
Telegram
ସୁଜାତାଙ୍କ ସପକ୍ଷରେ ଏମିତି କହିଲେ କଟକ ମେୟର ସୁବାସ ସିଂହ

କଟକ: ପୂର୍ବତନ ପ୍ରଶାସନିକ ଅଧିକାରୀ ସୁଜାତା କାର୍ତ୍ତିକେୟନ ବିଜେଡିର ମଙ୍ଗ ଧରିବା ନେଇ ଚର୍ଚ୍ଚା ଜୋର ଧରିଛି। ଏଥିପାଇଁ ଦଳୀୟ ନେତାଙ୍କ ମଧ୍ୟରେ ବିଭିନ୍ନ ମତ ପ୍ରକାଶ ପାଉଥିବାବେଳେ ସୁଜାତାଙ୍କ ସପକ୍ଷରେ କଟକ ମେୟର ସୁବାସ ସିଂହ କହିଛନ୍ତି। ଗୁରୁବାର ଏକ କାର୍ଯ୍ୟକ୍ରମରେ ସେ ଗଣମାଧ୍ୟମକୁ ଏ ସଂକ୍ରାନ୍ତରେ ନିଜର ପ୍ରତିକ୍ରିୟା ଦେଇଥିଲେ। ସେ କହିଥିଲେ ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ରାଜ୍ୟବାସୀଙ୍କର ପୂର୍ଣ୍ଣ ସମର୍ଥନ ଏବଂ ବିଶ୍ବାସ ରହିଛି। ଅତୀତରେ ତାଙ୍କ ପ୍ରତି ଯେଭଳି ଭଲପାଇବା ରହିଥିଲା ଏବେ ମଧ୍ୟ ରହିଛି। ସେ ଯାହାକୁ ଚାହିଁବେ ତାହାକୁ ପଦରେ ଅବସ୍ଥାପିତ କରିବେ। ରାଜ୍ୟରେ ମହିଳାମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସୁଜାତା କାର୍ତ୍ତିକେୟନଙ୍କ ଅବଦାନ ଅତୁଳନୀୟ। ସେ ଚାକିରି ଛାଡ଼ି ଜନସେବା ଲକ୍ଷ୍ୟ ରଖି ଦଳରେ ଯୋଗ ଦେଇଛନ୍ତି। ତେଣୁ ଏହାକୁ ନେଇ କୌଣସି ଆଲୋଚନା ନହେବା ଆବଶ୍ୟକ। ଏବେ ଦଳ ସଙ୍ଗଠିତ ରହିଛି।ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ସୁସ୍ଥ ଥିବାବେଳେ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅପପ୍ରଚାର କରାଯାଉଛି। ରାଜ୍ୟରେ ହିଂସା, ମହିଳାଙ୍କ ଉପରେ ଅତ୍ୟାଚାର, ଦରଦାମ ବୃଦ୍ଧି ଏବେ ପ୍ରସଙ୍ଗ ହୋଇଉଠିଛି। 

Powered by Froala Editor

Tags Subash singh

Related articles Odisha News Lens 4.1

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14084
    Jul 11, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?
    ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14381
    Jul 10, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14803
    Jul 10, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13750
    Jul 11, 2026
  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ
    ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14484
    Jul 10, 2026
  • ଗୁଳି ବିନିମୟ: ଚାରି ଅପରାଧୀ ନିହତ
    ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14823
    Jul 10, 2026
  •  ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ
    ଦେଶ-ଦେଶାନ୍ତର

    ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14693
    Jul 10, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14808
    Jul 11, 2026
  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13362
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14803
    Jul 10, 2026
  • ଦେଶ-ଦେଶାନ୍ତର

    ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14823
    Jul 10, 2026
  • ଦେଶ-ଦେଶାନ୍ତର

    ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14693
    Jul 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14381
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15512
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15617
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15422
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15289
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14930
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13362
    Jul 11, 2026
  • ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

    14693
    Jul 10, 2026
  • ଗୁଳି ବିନିମୟ: ଚାରି ଅପରାଧୀ ନିହତ

    14823
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In