Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ଦିଲ୍ଲୀକୁ ପଛରେ ପକାଇଲେ ଏହି ତିନି ସହର

ଦିଲ୍ଲୀକୁ ପଛରେ ପକାଇଲେ ଏହି ତିନି ସହର

2025-12-26 05:25:12
15198
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀକୁ ପଛରେ ପକାଇଲେ ଏହି ତିନି ସହର

ଭୁବନେଶ୍ବର : ଓଡ଼ିଶାର କେତେକ ସହରର ବାୟୁ ପ୍ରଦୂଷଣ ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ବିଷ ବଳୟକୁ ଚାଲି ଯାଇଛି ପ୍ରଦୂଷଣ ମାତ୍ରା। ବାୟୁ ପ୍ରଦୂଷଣ କ୍ଷେତ୍ରରେ ସର୍ବଦା ଚର୍ଚ୍ଚାରେ ରହୁଥିବା ଦେଶର ରାଜଧାନୀ ଦିଲ୍ଲୀକୁ ମଧ୍ୟ ପଛରେ ପକାଇ ଦେଇଛନ୍ତି ରାଜ୍ୟର ତିନି ସହର ବାଲେଶ୍ବର, ତାଳଚେର ଏବଂ ବାରିପଦା। ଏକ୍ୟୁଆଇ ରିପୋର୍ଟ ଅନୁଯାୟୀ, ଦେଶର ୫ଟି ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ ଏହି ତିନି ସହର ସ୍ଥାନ ପାଇଛନ୍ତି। ବଡ଼ କଥା ହେଲା ବାଲେଶ୍ବର ବାୟୁ ପ୍ରଦୂଷଣରେ ଦେଶରେ ସବୁଠୁ ଆଗରେ ରହିଛି। ଗୁରୁବାର ପୂର୍ବାହ୍ଣ ୧୧ଟାରେ ବାଲେଶ୍ବରରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୩୩୬ ଥିବାବେଳେ ଅପରାହ୍ଣ ୪ଟା ବେଳକୁ ତାହା ବୃଦ୍ଧି ପାଇ ୩୩୮ରେ ପହଞ୍ଚିଥିଲା। ଏହାସହ ଏହି ସହର ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି। ଏହି ସମୟରେ ଦିଲ୍ଲୀରେ ଏକ୍ୟୁଆଇ ୨୩୪ ଥିଲା। ବାୟୁ ପ୍ରଦୂଷଣ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି ଶିଳ୍ପ ସହର ତାଳଚେର। ପୂର୍ବାହ୍ଣ ୧୧ଟାରେ ତାଳଚେରରେ ଏକ୍ୟୁଆଇ ୩୨୬ ରହିଥିଲା। ତେବେ ଅପରାହ୍ଣ ୪ଟା ସୁଦ୍ଧା ଏହା ୩୨୦କୁ ଖସି ଆସିଥିଲା। ଏହାସହ ଦିନ ୧୧ଟାରେ ବାରିପଦାରେ ଏକ୍ୟୁଆଇ ୩୦୪ ଥିବାବେଳେ ଅପରାହ୍ଣ ୪ଟା ସୁଦ୍ଧା ଏହା ୩୦୧କୁ ହ୍ରାସ ପାଇଥିଲା। ଆଜି ବାରିପଦା ସହର ଦେଶର ପଞ୍ଚମ ପ୍ରଦୂଷିତ ସହର ଭାବେ ଚିହ୍ନଟ ହୋଇଛି। ଏହାସହ ଅନୁଗୋଳରେ ଏକ୍ୟୁଆଇ ୨୭୬ ଥିବାବେଳେ ଭୁବନେଶ୍ବରରେ ଏକ୍ୟୁଆଇ ୨୩୯ ଏବଂ କଟକରେ ଏକ୍ୟୁଆଇ ୨୬୨ ରହିଛି। ଏହି ସବୁ ସହରଗୁଡ଼ିକରେ ବାୟୁର ମାନ ଅତି ଖରାପ ସ୍ତରରେ ପହଞ୍ଚିଥିବାରୁ ଜନସାଧାରଣଙ୍କ ସ୍ବାସ୍ଥ୍ୟ ପାଇଁ ଏହା ଗୁରୁତର ବିପଦ ସୃଷ୍ଟି କରିଛି।
ଦେଶର ଅନ୍ୟ ପ୍ରଦୂଷିତ ସହର ମଧ୍ୟରେ ପଶ୍ଚିମବଙ୍ଗର ହଳଦିଆ ସହର ଏକ୍ୟୁଆଇ ୩୧୬ ଏବଂ ପଞ୍ଜାବର ରୂପନଗର ଏକ୍ୟୁଆଇ ୩୧୧ ଥିବାବେଳେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଏକ୍ୟୁଆଇ ୩୦୩ ରହିଛି। ଏହା କୌଣସି ଗୋଟିଏ ଦିନର ଘଟଣା ନୁହେଁ ବରଂ ଗତକାଲି ମଧ୍ୟ ଦେଶର ୫ବାୟୁ ପ୍ରଦୂଷିତ ସହର ମଧ୍ୟରେ ଓଡ଼ିଶାର ଅନୁଗୋଳ ଓ ତାଳଚେର ରହିଥିଲା। ଗତକାଲି ତାଳଚେରରେ ଏକ୍ୟୁଆଇ ୩୩୬ ଥିବାବେଳେ ଅନୁଗୋଳର ଏକ୍ୟୁଆଇ ୩୦୩ ଥିଲା।
ରାଜ୍ୟର ଯେଉଁ ୭ଟି ସହରରେ ବାୟୁ ପ୍ରଦୂଷଣ ଅଧିକ ରହୁଛି ସେଠାରେ ପ୍ରଦୂଷଣ ହ୍ରାସ କରିବା ପାଇଁ ଏନ୍‌ଜିଟି ଏବଂ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଆକ୍ସନ ପ୍ଲାନ ତିଆରି କରି ପଦକ୍ଷେପ ନେବାକୁ କୁହାଯାଇଥିଲା। କିନ୍ତୁ ଆକ୍ସନ ପ୍ଲାନ ତିଆରି ହୋଇଥିଲେ ବି କାର୍ଯ୍ୟକାରୀ କରାଯାଉ ନଥିବାରୁ ଗୁରୁବାର ବାଲେଶ୍ବର ଦେଶର ସବୁଠୁ ଅଧିକ ପ୍ରଦୂଷିତ ସହର ପାଲଟିଛି।

Powered by Froala Editor

Tags Pollution

Related articles Odisha News Lens 4.1

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14151
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14409
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15287
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13674
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14006
    Aug 13, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14224
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15452
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14258
    Aug 14, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13868
    Aug 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13674
    Aug 14, 2026
  • ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14224
    Aug 15, 2026
  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13868
    Aug 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17646
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14637
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14544
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14382
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15960
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16374
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14141
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14636
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14006
    Aug 13, 2026
  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14409
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14258
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In