Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

ରାଜ୍ୟ
Home ›› ରାଜ୍ୟ ››ପର୍ଯ୍ୟଟକ ବସ ଦୁର୍ଘଟଣାଗ୍ରସ୍ତ, ୧୫ ଆହତ

ପର୍ଯ୍ୟଟକ ବସ ଦୁର୍ଘଟଣାଗ୍ରସ୍ତ, ୧୫ ଆହତ

2025-12-28 06:19:35
13455
Share:
Facebook
Twitter
E-Mail
WhatsApp
Telegram
ପର୍ଯ୍ୟଟକ ବସ ଦୁର୍ଘଟଣାଗ୍ରସ୍ତ, ୧୫ ଆହତ

ସମ୍ବଲପୁର: ଶନିବାର ପ୍ରାତଃ ସମୟରେ ସମ୍ୱଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ-୫୫ ଉପରେ ଏକ ପର୍ଯ୍ୟଟକ ବସ ଦୁର୍ଘଟଣାର ଶିକାର ହୋଇଛି। ଏହି ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କୁ ସମ୍ୱଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ଗୁରୁତର ଆହତ ୮ ଜଣଙ୍କୁ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଛି।

ଶୁକ୍ରବାର ରାତ୍ରିରେ ଏକ ବସ ରାଜଧାନୀ ଭୁବନେଶ୍ୱରର ପିଚୁ ବସ୍ତିରୁ ୧୭ ପର୍ଯ୍ୟଟକଙ୍କୁ ନେଇ ମାଁ ସମଲେଶ୍ୱରୀଙ୍କ ଦର୍ଶନ ଓ ଆଖପାଖର ଅଞ୍ଚଳ ବୁଲିବା ପାଇଁ ସମ୍ୱଲପୁର ଅଭିମୁଖେ ବାହାରିଥିଲା। କିନ୍ତୁ ସମ୍ୱଲପୁର ପହଞ୍ଚିବା ପୂର୍ବରୁ ଆଜି ଭୋର ପ୍ରାୟ ୬ଟାରେ କଂସର ନିକଟରେ ଭାରସାମ୍ୟ ହରାଇ ରାସ୍ତାରେ ଥିବା ଏକ ପୋଲର ସୁରକ୍ଷା ପାଚେରୀକୁ ଧକ୍କା ଦେଇ ବସଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ବସରେ ଆହତ ଯାତ୍ରୀମାନଙ୍କ ଅନୁଯାୟୀ, ଭୋର ସମୟରେ ବସ୍‌ ଚାଳକଙ୍କ ଆଖି ଲାଗିଯିବାରୁ ବସଟି ରାସ୍ତାକଡ଼କୁ ଚାଲିଯାଇ ଦୁର୍ଘଟଣାର ଶିକାର ହୋଇଥିଲା। ଖବରପାଇ ଯୁଯୁମୁରା ଥାନା ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ଯୁଯୁମୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ବିଭିନ୍ନ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ଯୁଯୁମୁରା ପୁଲିସ ଦୁର୍ଘଟଣାଗ୍ରସ୍ତ ବସକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। 

Powered by Froala Editor

Tags Accident

Related articles Odisha News Lens 4.1

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14786
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14842
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13952
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14163
    Sep 11, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13682
    Sep 12, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15617
    Sep 11, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14001
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13643
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    13950
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14842
    Sep 12, 2026
  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14786
    Sep 12, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13913
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17757
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13987
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16063
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14601
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13910
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14718
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14047
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14071
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14695
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    13950
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13952
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    14163
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In