Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ...

  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ...

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ...

  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ...

  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ...

  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ...

  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ...

  • ମାଞ୍ଜା ସୂତାରେ କଟିଗଲା ବେକ

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦିଲ୍ଲୀରେ ଜିରୋ ଭିଜିବିଲିଟି

ଦିଲ୍ଲୀରେ ଜିରୋ ଭିଜିବିଲିଟି

2025-12-29 20:23:20
14972
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀରେ ଜିରୋ ଭିଜିବିଲିଟି

ଦିଲ୍ଲୀ-ଏନସିଆର ସମେତ ବିଭିନ୍ନ ସ୍ଥାନରେ ଜିରୋ ହୋଇଯାଇଥିଲା ଭିଜିବିଲିଟି। ଘନ କୁହୁଡ଼ି ଯୋଗୁଁ ଦିଲ୍ଲୀରେ ବିମାନ ସେବା ବି ପ୍ରଭାବିତ ହୋଇଛି।  ସେହିପରି ଟ୍ରେନ୍ ଚଳାଚଳ ବି ବିଳମ୍ବିତ ହୋଇଛି। ଦିଲ୍ଲୀରେ ବାୟୁ ପ୍ରଦୂଷଣ ବିପଦସ୍ତରରେ ପହଞ୍ଚିଥିବା ବେଲେ ଘନ କୁହୁଡ଼ି ସାଧାରଣ ଜୀବନଯାତ୍ରାକୁ ସାଂଘାତିକ ଭାବରେ ପ୍ରଭାବିତ କରିଛି। ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ସମେତ ସାରା ଉତ୍ତର ଭାରତକୁ ଶୀତ ଓ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି। ଉତ୍ତରପ୍ରଦେଶର ଶୀତ ଲହରିକୁ ନେଇ ଆସନ୍ତା ୧ ତାରିଖ ଯାଏଁ ସ୍କୁଲକୁ ବନ୍ଦ କରାଯାଇଛି।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶରେ ରାଜ୍ୟର ସମସ୍ତ ସ୍କୁଲରେ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ୍ ଜାନୁଆରୀ ପହିଲା ଯାଏଁ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ନିଷ୍ପତ୍ତି ନିଆଯାଇଛି। ବାୟୂପ୍ରଦୂଷଣ ବଢୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।

ସେପଟେ ଦିଲ୍ଲୀରେ ଶୀତ ଅବକାଶ ଓ ପ୍ରଦୂଷଣ ମଧ୍ୟରେ ସରକାର ବି ବଡ଼ ନିଷ୍ପତ୍ତି ନେଇଛନ୍ତି । ବାୟୁ ଗୁଣବତ୍ତାରେ ଉନ୍ନତି ହେବାରୁ ଦିଲ୍ଲୀ ସରକାର ଏ ବଡ଼ ନିଷ୍ପତ୍ତି ନେଇଛନ୍ତି । ଷଷ୍ଠରୁ ନବମ ଏବଂ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ବର୍ତ୍ତମାନ ସ୍କୁଲ୍ ଯିବାକୁ ପଡ଼ିବ। ଏହା ସହିତ ଦିଲ୍ଲୀର ସମସ୍ତ ସ୍କୁଲରେ ଶୀତ ଅବକାଶ ଜାନୁଆରୀ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ରହିବ। ସରକାର ସ୍କୁଲଗୁଡ଼ିକରେ ୧୦ ହଜାର  ଏୟାର ପ୍ୟୁରିଫାୟର ବଣ୍ଟନ କରି ଛାତ୍ରମାନଙ୍କୁ ସୁରକ୍ଷା ଦେବାକୁ ପ୍ରୟାସ ଜାରି ରଖିଛନ୍ତି ।

Powered by Froala Editor

Tags delhi

Related articles Odisha News Lens 4.1

  • ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ

    13350
    Jan 16, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ
    ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14366
    Jan 14, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!
    ବିଶେଷ

    ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14077
    Jan 15, 2026
  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...

    14928
    Jan 15, 2026
  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ

    15240
    Jan 15, 2026
  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ...
    ଦେଶ-ଦେଶାନ୍ତର

    ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ...

    14218
    Jan 16, 2026
  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

    14503
    Jan 15, 2026
  • ମାଞ୍ଜା ସୂତାରେ କଟିଗଲା ବେକ
    ଦେଶ-ଦେଶାନ୍ତର

    ମାଞ୍ଜା ସୂତାରେ କଟିଗଲା ବେକ

    15716
    Jan 14, 2026
  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14355
    Jan 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14077
    Jan 15, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ

    14928
    Jan 15, 2026
  • ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14355
    Jan 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17293
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17373
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17719
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16193
    Apr 03, 2021

ବିଶେଷ

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14910
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14077
    Jan 15, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13867
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    14060
    Jan 13, 2026
  • ପ୍ରତିଦିନ ଖାଆନ୍ତୁ ଗୋଟିଏ କଞ୍ଚାକଦଳୀ

    16040
    Jan 10, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15462
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14428
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14532
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14240
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14355
    Jan 15, 2026
  • ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ

    13350
    Jan 16, 2026
  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ

    14928
    Jan 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In