Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ ...

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ...

  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ...

  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ...

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ...

  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ...

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ...

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ ...

ରାଜ୍ୟ
Home ›› ରାଜ୍ୟ ››ଶ୍ରୀମନ୍ଦିର ଇଂରାଜୀ ନବବର୍ଷ କ୍ୟାଲେଣ୍ଡରରେ ତ୍ରୁଟି, ବିକ୍ରି ସ୍ଥଗିତ

ଶ୍ରୀମନ୍ଦିର ଇଂରାଜୀ ନବବର୍ଷ କ୍ୟାଲେଣ୍ଡରରେ ତ୍ରୁଟି, ବିକ୍ରି ସ୍ଥଗିତ

2025-12-31 19:18:40
14526
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିର ଇଂରାଜୀ ନବବର୍ଷ କ୍ୟାଲେଣ୍ଡରରେ ତ୍ରୁଟି, ବିକ୍ରି ସ୍ଥଗିତ

୨୦୨୫ ବିଦାୟ ବର୍ଷର ଶେଷ ଦିନରେ ଶ୍ରୀମନ୍ଦିର ପ୍ରଶାସନ ପାଇଁ ଘନେଇଛି ବିବାଦ । ୨୦୨୬ ପାଇଁ ଜାରି ହୋଇଥିବା କ୍ୟାଲେଣ୍ଡରରେ ଭୟଙ୍କର ତ୍ରୁଟି ଥିବା ନେଇ ହୋଇଥିଲା ଅଭିଯୋଗ। ରଥଯାତ୍ରାର ଏକ ଫଟୋରେ ଜଗନ୍ନାଥ ଓ ବଳଭଦ୍ରଙ୍କୁ ଭୁଲ୍ ସ୍ଥାନରେ ଚିତ୍ରିତ କରାଯାଇଥିବା ନେଇ ଉଠିଥିଲା ପ୍ରଶ୍ନ ।

ପଟ୍ଟଚିତ୍ର ମଧ୍ୟରେ ୨ଟି ଫଟୋ ଚିତ୍ର ବେଶ ଚର୍ଚ୍ଚାର ବିଷୟ ପାଲଟିଛି l ମହାପ୍ରଭୁ ଜଗନ୍ନାଥ ବଳଭଦ୍ରଙ୍କ ସ୍ଥାନରେ ଓ ବଳଭଦ୍ର ମହାପ୍ରଭୁ ଜଗନ୍ନାଥଙ୍କ ସ୍ଥାନରେ ସ୍ଥାନିତ ଥିବା ତାଳପତ୍ର ଖୋଦିତ ଫଟୋକୁ ନେଇ ସବୁ ମହଲରେ ଆଲୋଚ୍ୟର ବିଷୟ ପାଲଟିଛି l ଏପରିକି ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ମଧ୍ୟ ସ୍ଥାନିତ ହୋଇଥିବା ଆଉ ଏକ ଫଟୋ ମଧ୍ୟ ଚର୍ଚ୍ଚାର ପରିଧିକୁ ଆସିଛି l କ୍ୟାଲେଣ୍ଡରରେ ଏହିଭଳି ତ୍ରୁଟିପୂର୍ଣ୍ଣ ପଟ୍ଟଚିତ୍ର ଜଗନ୍ନାଥ ସଂସ୍କୃତିକୁ ନେଇ ଅବମାନନା ବୋଲି ସେବାୟତ ମାନେ ଯୁକ୍ତି ବାଢିବାଢିଛନ୍ତି । ଏହାକୁ ତୁରନ୍ତ ଅପସାରଣ କରିବା ପାଇଁ ମତ ପ୍ରକାଶ ପାଇଛି ।

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ସ୍ଥାନିତ ଫଟୋଚିତ୍ର ତ୍ରୁଟି ଦର୍ଶାଇ ଗଣମାଧ୍ୟମରେ ଚର୍ଚ୍ଚାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଶହେ ବର୍ଷ ତଳର ଏହା ଏକ ଚିତ୍ରକର କଳାକୃତି । ତାଳପତ୍ରରେ ଅଙ୍କିତ ଏହି ଫଟୋ ଚିତ୍ରକୁ ଓଡ଼ିଶା ରାଜ୍ୟ ମ୍ୟୁଜିୟମରୁ ସଂଗ୍ରହ କରାଯାଇ ଇଂରାଜୀ ନବବର୍ଷ କ୍ୟାଲେଣ୍ଡରରେ ସ୍ଥାନିତ କରାଯାଇଛି । କିନ୍ତୁ ଏହା ସାଂପ୍ରତିକ ସ୍ଥିତି ନୁହେଁ । ଏହା ସେତେବେଳର ଜଣେ ଚିତ୍ର ଶିଳ୍ପୀର ଚିତ୍ରକଳା ଏହାକୁ ଜଗନ୍ନାଥ ପ୍ରେମୀ ଭୁଲ ବୁଝିବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ଆଶା କରୁଛି । ଏହି ଅନିଚ୍ଛାକୃତ ତ୍ରୁଟି ପାଇଁ କ୍ଷମା ପ୍ରାର୍ଥନା ସହ କ୍ୟାଲେଣ୍ଡର ଗୁଡିକର ବିକ୍ରି ସ୍ଥଗିତ ରଖିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Powered by Froala Editor

Tags calander

Related articles Odisha News Lens 4.1

  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ
    ଦେଶ-ଦେଶାନ୍ତର

    ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15431
    Sep 15, 2026
  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    14949
    Sep 16, 2026
  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15508
    Sep 16, 2026
  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ
    ଦେଶ-ଦେଶାନ୍ତର

    ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

    14976
    Sep 16, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    13995
    Sep 16, 2026
  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ
    ଦେଶ-ଦେଶାନ୍ତର

    ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14058
    Sep 16, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...

    14637
    Sep 16, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର  ଡ଼. ସଞ୍ଜୁକ୍ତା ପରାଶର
    ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13891
    Sep 16, 2026
  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13408
    Sep 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14058
    Sep 16, 2026
  • ଦେଶ-ଦେଶାନ୍ତର

    ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15508
    Sep 16, 2026
  • ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13408
    Sep 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17097
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17779
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18169
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14546
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16167
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14699
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14008
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14815
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

ଭୁବନେଶ୍ୱର  : ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଆଲୁମିନିୟମର ଆଲୁମିନା ବିଶୋଧନାଗାର ଆଖପା ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14644
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14316
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14080
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14709
    Sep 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14637
    Sep 16, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    13995
    Sep 16, 2026
  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    14949
    Sep 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In