Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ...

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ...

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ...

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ...

  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ...

  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ...

  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ...

  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

ରାଜ୍ୟ
Home ›› ରାଜ୍ୟ ››ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି ସମ୍ବନ୍ଧୀୟ ବୈଠକ

ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି ସମ୍ବନ୍ଧୀୟ ବୈଠକ

2026-01-04 10:06:28
15243
Share:
Facebook
Twitter
E-Mail
WhatsApp
Telegram
ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି ସମ୍ବନ୍ଧୀୟ ବୈଠକ

ଭୁବନେଶ୍ୱର:ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହର ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି ସମ୍ବନ୍ଧୀୟ ସେବା କ୍ଷେତ୍ର ର ଖସଡାକୁ ଅନ୍ତିମ ରୂପ ଦେବା ଉଦ୍ଦେଶ୍ୟରେ ଗତକାଲି ଓଡ଼ିଶା  ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସିଙ୍ଗାପୁରର Surbana Jurong Infrastructure PTE Ltd. ପ୍ରତିନିଧିମାନଙ୍କ ସହ ଏକ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଥିଲା।
ଖାରବେଳ ଭବନରେ ଅନୁଷ୍ଠିତ ଏହି ବୈଠକରେ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ (ବିଡିଏ) ର ଉପାଧ୍ୟକ୍ଷ ଚଞ୍ଚଳ ରଣା, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଶତୃଘ୍ନ କରଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ବୈଠକ ସମୟରେ ବିଡିଏର ଉପାଧ୍ୟକ୍ଷ ଶ୍ରୀ ରଣା ସୂଚନା ଦେଇଥିଲେ ଯେ ୧୭ ଜାନୁଆରୀ ୨୦୨୫ ତାରିଖରେ ଭାରତରେ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଭୁବନେଶ୍ୱର ବିକାଶ ପ୍ରାଧିକରଣ ଓ Surbana Jurong Infrastructure PTE Ltd. ମଧ୍ୟରେ ଭୁବନେଶ୍ୱରରେ ପ୍ରସ୍ତାବିତ ନୂତନ ସହରର ଯୋଜନା ଓ ବିକାଶ ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା।
ବିସ୍ତୃତ ଆଲୋଚନା ପରେ ନୂତନ ସହର ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ସେବା କ୍ଷେତ୍ରର ଖସଡାକୁ ଅନ୍ତିମ ରୂପ ଦିଆଯାଇଛି। ଏହି ପ୍ରକଳ୍ପ ଅନୁସାରେ ଭୁବନେଶ୍ୱର ବିକାଶ ଯୋଜନା କ୍ଷେତ୍ର (ବିଡିପିଏ) ମଧ୍ୟରେ ଅବସ୍ଥିତ ଗୋଠପଟଣା, ମଳିପଡା ଓ ଦାସପୁର ମୌଜା ଅଞ୍ଚଳକୁ ଆବର୍ତ୍ତିତ କରି ପ୍ରାୟ ୮୦୦ ଏକର ଜମିରେ ନୂତନ ସହର ବିକାଶ କରାଯିବ। ଏହି ପ୍ରସ୍ତାବକୁ ୧୦ ସେପ୍ଟେମ୍ବର ୨୦୨୫ ରେ ଆୟୋଜିତ ରାଜ୍ୟ ମନ୍ତ୍ରିମଣ୍ଡଳ ବୈଠକରେ ଅନୁମୋଦନ ମିଳିଥିଲା।
ସମ୍ମତିକୃତ ସେବା କ୍ଷେତ୍ର ଅନୁଯାୟୀ Surbana Jurong ନୂତନ ସହର ମାଷ୍ଟର ପ୍ଲାନର ପ୍ରକଳ୍ପିକରଣ କରି ସ୍ଵଳ୍ପ , ମଧ୍ୟମ ଓ ଦୀର୍ଘକାଳୀନ ପର୍ଯ୍ୟାୟରେ ପ୍ରାଥମିକତା ଆଧାରିତ ପ୍ରକଳ୍ପଗୁଡ଼ିକ ଚିହ୍ନଟ କରିବେ। ଏଥିରେ ପ୍ରତ୍ୟେକ ପ୍ରକଳ୍ପର ଉଦ୍ଦେଶ୍ୟ, କାର୍ଯ୍ୟ କ୍ଷେତ୍ର, ସମୟସୀମା ଓ ଆଦର୍ଶ ନଗର ଆକୃତି ସ୍ପଷ୍ଟ କରାଯିବ। ଏହାସହ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରସ୍ତୁତି ପାଇଁ ତାଙ୍କ ପକ୍ଷରୁ ପ୍ରାଯୁକ୍ତିକ ସହଯୋଗ ଯୋଗାଇ ଦିଆଯିବ।

ବୈଠକରେ ଶ୍ରୀମତୀ ପାଢ଼ୀ BDA କୁ ସମସ୍ତ ହିତଧାରକଙ୍କ ସହ ଘନିଷ୍ଠ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ମାଷ୍ଟର ପ୍ଲାନ ପ୍ରସ୍ତୁତି କାର୍ଯ୍ୟ ସମ୍ପନ୍ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। 

Powered by Froala Editor

Tags Meeting

Related articles Odisha News Lens 4.1

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13355
    Sep 18, 2026
  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14604
    Sep 18, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା
    ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    13853
    Sep 18, 2026
  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା
    ଦେଶ-ଦେଶାନ୍ତର

    ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13764
    Sep 17, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...
    ବାଣିଜ୍ୟ

    ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...

    14008
    Sep 17, 2026
  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ
    ଦେଶ-ଦେଶାନ୍ତର

    ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15527
    Sep 18, 2026
  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ
    ଦେଶ-ଦେଶାନ୍ତର

    ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

    13417
    Sep 17, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ:  ଦୁଇ ଆତଙ୍କବାଦୀ ନିପାତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14264
    Sep 17, 2026
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ
    ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15403
    Sep 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    13853
    Sep 18, 2026
  • ବାଣିଜ୍ୟ

    ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14008
    Sep 17, 2026
  • ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14264
    Sep 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17103
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17784
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17769
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18174
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13764
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14590
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16213
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14741
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14051
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15226
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14989
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14649
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14320
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15527
    Sep 18, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14008
    Sep 17, 2026
  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13764
    Sep 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In