ଭୟାବହ ଅଗ୍ନିକାଣ୍ଡ: ୯ ଗୋରୁ ଜୀବନ୍ତ ଦଗ୍ଧ
ଚାନ୍ଦବାଲି: ଜଳିଗଲା ୭ ବଖରା। ୯ ଗୋରୁ ଜୀବନ୍ତ ଦଗ୍ଧ। ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନରେନ୍ଦରପୁର ପଞ୍ଚାୟତ ଛାତ୍ରପଦା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ନିଆଁ ଲାଗି ୭ଟି ପରିବାରର ୧୦ ବଖରା ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ୧୦ଗୋଟି ଗୋରୁ, ଶହେରୁ ଅଧିକ ଛେଳି ମଧ୍ୟ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ୧୦୦ରୁ ଅଧିକ ଧାନ ବସ୍ତା ପୋଡ଼ି ନଷ୍ଟ ହୋଇଯାଇଛି ।
Powered by Froala Editor