Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ...

  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ...

  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ...

  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ...

  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ...

  • ମାଞ୍ଜା ସୂତାରେ କଟିଗଲା ବେକ

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ...

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ...

  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇନ୍ଦୋରରେ ଦୂଷିତ ଜଳ ଭୟ : ୧୬ ମଲେଣି, ଜିବିଏସ୍‌କୁ ନେଇ ଆତଙ୍କ

ଇନ୍ଦୋରରେ ଦୂଷିତ ଜଳ ଭୟ : ୧୬ ମଲେଣି, ଜିବିଏସ୍‌କୁ ନେଇ ଆତଙ୍କ

2026-01-05 15:07:03
16169
Share:
Facebook
Twitter
E-Mail
WhatsApp
Telegram
ଇନ୍ଦୋରରେ ଦୂଷିତ ଜଳ ଭୟ : ୧୬ ମଲେଣି, ଜିବିଏସ୍‌କୁ ନେଇ ଆତଙ୍କ

ଦେଶର ସବୁଠାରୁ ସ୍ବଚ୍ଛ ସହରର ଭାବେ ଜଣାଶୁଣା ଥିବା ଇନ୍ଦୋରରେ ବିଷାକ୍ତ ଜଳ ପାଇଁ ଜୀବନ ଯିବା ଘଟଣା ସବୁଠି ଚର୍ଚ୍ଚାର ବିଷୟ ପାଲଟିଥିଲା । ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ପିଇବା ଯୋଗୁଁ ଏପର୍ଯ୍ୟନ୍ତ ୧୬ ଜଣଙ୍କର ମୃତ୍ୟୁ ହୋଇସାରିଥିବା ବେଳେ ୧,୪୦୦ରୁ ଅଧିକ ବାସିନ୍ଦା ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଏହି ଦୁର୍ଘଟଣାରେ ଏକ ଅତ୍ୟନ୍ତ ଚିନ୍ତାଜନକ ବିଷୟ ସାମ୍ନାକୁ ଆସିଛି। ଭାଗୀରଥପୁରାର ୬୭ ବର୍ଷୀୟା ପାର୍ବତୀ ବାଇ କୋଣ୍ଡଲାଙ୍କ ଠାରେ ଏକ ବିରଳ ଓ ସମ୍ଭାବ୍ୟ ମାରାତ୍ମକ ସ୍ନାୟୁଗତ ରୋଗ ଗୁଇଲିଆନ୍-ବାରେ ସିଣ୍ଡ୍ରୋମ୍ (GBS)ର ଲକ୍ଷଣ ଦେଖାଯାଇଛି। ଏହି ରୋଗରେ ଶରୀରର ପ୍ରତିରକ୍ଷା ପ୍ରଣାଳୀ ନିଜର ସ୍ନାୟୁକୁ ଆକ୍ରମଣ କରିଥାଏ, ଯାହାକି ଦୀର୍ଘକାଳୀନ ଅପୂରଣୀୟ ସ୍ନାୟୁଗତ କ୍ଷତିର ଆଶଙ୍କା ସୃଷ୍ଟି କରିଛି।

ଭାଗୀରଥପୁରାରେ ଘଟିଥିବା ଏହି ଘଟଣାକୁ ନେଇ ହାଇକୋର୍ଟ ମଧ୍ୟ ଭତ୍ସନା କରିଛନ୍ତି । କୋର୍ଟଙ୍କ ଭତ୍ସନା ପରେ ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା । ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ ହୋଇଛି । ମାତ୍ର ଏହିସବୁ ଟ୍ୟାଙ୍କର ଗୁଡ଼ିକର ଅବସ୍ଥା ଏଭଳି ହୋଇଛି ସେଥିରୁ ପାଣି ପିଇଲେ ଅଘଟଣ ଘଟିବ ସେଭଳି ମନେ ହେଉଛି ।

ଟ୍ୟାଙ୍କର ଗୁଡ଼ିକରେ ଶିଉଳି ଏବଂ କଳଙ୍କି ଭର୍ତ୍ତି ହୋଇଛି । ଶୁଦ୍ଧ ପାନୀୟ ବଦଳରେ ଲୋକଙ୍କ ପାଖରେ ପୁଣି ଦୂଷିତ ଜଳ ପହଞ୍ଚୁଥିବା ଭଳି ଅଭିଯୋଗ ଆସିଛି । ଏନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ସମାଲୋଚନା କରି ସୋସିଆଲ ମିଡିଆରେ ପୋଷ୍ଟ ମଧ୍ୟ କରାଯାଇଛି । 

ସେପଟେ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି କି, ପାରି ବିଲ୍ ୩୦୦ ଟଙ୍କା ଦେଉଛୁ । ପାଣି ମାତ୍ର ୧୫ ମିନିଟ୍ ପାଇଁ ଆସୁଛି, ତାହା ପୁଣି ଶୁଦ୍ଧ ନୁହେଁ । ଏଭଳିଭାବେ ଲୋକେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । 

Powered by Froala Editor

Tags indore

Related articles Odisha News Lens 4.1

  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!
    ବିଶେଷ

    ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14069
    Jan 15, 2026
  • ମାଞ୍ଜା ସୂତାରେ କଟିଗଲା ବେକ
    ଦେଶ-ଦେଶାନ୍ତର

    ମାଞ୍ଜା ସୂତାରେ କଟିଗଲା ବେକ

    15707
    Jan 14, 2026
  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ
    ଦେଶ-ଦେଶାନ୍ତର

    ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15607
    Jan 14, 2026
  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ
    ଦେଶ-ଦେଶାନ୍ତର

    ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    15013
    Jan 14, 2026
  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14346
    Jan 15, 2026
  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....
    ବିଶେଷ

    ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14902
    Jan 16, 2026
  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ

    15232
    Jan 15, 2026
  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...

    14920
    Jan 15, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ
    ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14358
    Jan 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    15013
    Jan 14, 2026
  • ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14346
    Jan 15, 2026
  • ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

    14495
    Jan 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17293
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17373
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17719
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16193
    Apr 03, 2021

ବିଶେଷ

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14902
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14069
    Jan 15, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13859
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    14054
    Jan 13, 2026
  • ପ୍ରତିଦିନ ଖାଆନ୍ତୁ ଗୋଟିଏ କଞ୍ଚାକଦଳୀ

    16038
    Jan 10, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15462
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14428
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14530
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14239
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ

    15232
    Jan 15, 2026
  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    15013
    Jan 14, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14069
    Jan 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In