Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ...

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ...

  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ...

  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ...

  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ...

  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ...

  • ମାଞ୍ଜା ସୂତାରେ କଟିଗଲା ବେକ

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ...

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ...

ବିଶେଷ
Home ›› ବିଶେଷ ››ଶୀତଦିନେ ମିଠାଜାତୀୟ ଖାଦ୍ୟଠାରୁ ରୁହନ୍ତୁ ଦୂରେଇ

ଶୀତଦିନେ ମିଠାଜାତୀୟ ଖାଦ୍ୟଠାରୁ ରୁହନ୍ତୁ ଦୂରେଇ

2026-01-06 02:12:53
15143
Share:
Facebook
Twitter
E-Mail
WhatsApp
Telegram
ଶୀତଦିନେ ମିଠାଜାତୀୟ ଖାଦ୍ୟଠାରୁ ରୁହନ୍ତୁ ଦୂରେଇ

ଶୀତଋତୁ, ଯେତିକି ଭଲ ସେତିକି ଖରାପ । ଶୀତର ମଜା ନେବା ସହ ପର୍ଯ୍ୟଟନର କେନ୍ଦ୍ରବିନ୍ଦୁ ସାଜିଥାଏ ଏହି ଋତୁ । କିନ୍ତୁ ଛୋଟ ପିଲାଙ୍କ ଠାରୁ ନେଇ ବୟସ୍କ ଲୋକଙ୍କ ପର୍ଯ୍ୟନ୍ତ ସମସ୍ତଙ୍କଠାରେ ଦେଖାଯାଇଥାଏ ସ୍ୱାସ୍ଥ୍ୟ ଜନିତ ବିଭିନ୍ନ ସମସ୍ୟା । ଶୀତଋତୁରେ ପ୍ରତ୍ୟେକ ବ୍ୟକ୍ତିଙ୍କର ରୋଗପ୍ରତିରୋଧକ ଶକ୍ତି ଦୁର୍ବଳ ହୋଇଯାଏ । ଫଳରେ ଅତି ସହଜରେ ବିଭିନ୍ନ ପ୍ରକାର ରୋଗ ଶରୀରକୁ ପ୍ରବେଶ କରିଥାଏ । ତେଣୁ ଏହି ମୌସୁମୀ ପରିବର୍ତ୍ତନରେ ଆପଣମାନେ ନିଜ ଖାଦ୍ୟପେୟ ପ୍ରତି ଅଧିକ ଯତ୍ନବାନ ହେବା ସହ ଶରୀର ପ୍ରତି ଧ୍ୟାନ ରଖିବା ଆବଶ୍ୟକ । ତେବେ ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ ମତରେ ଏହି ଶୀତଋତୁରେ ଏପରି କିଛି ଖାଦ୍ୟ ଅଛି ଯାହାକୁ ସେବନ କରିବା ଆପଣଙ୍କ ସ୍ୱାସ୍ଥ୍ୟପ୍ରତି ଅହିତକର। ବର୍ତ୍ତମାନ ଆସନ୍ତୁ ଜାଣିବା ସେହି ୪ଟି ଖାଦ୍ୟ କଣ କଣ।

ରେଡମିଟ୍ ବା ଲାଲମାଂସ
ଶୀତଦିନରେ ଲାଲ ମାଂସ ସେବନ କରିବା ସ୍ୱାସ୍ଥ୍ୟ ପକ୍ଷେ କ୍ଷତିକାରକ ହୋଇଥାଏ । କାରଣ ଏଥିରେ ପ୍ରଚୁର ପରିମାଣର ସେଚୁରେଟ୍ ଫ୍ୟାଟ ଏବଂ କୋଲେଷ୍ଟ୍ରଲ ରହିଥାଏ, ଯାହାକି ହୃଦଘାତ ପରି ସମସ୍ୟା ସୃଷ୍ଟି କରେ ।

ଫାଷ୍ଟ ଫୁଡ
ଆପଣମାନେ ଶୀତଦିନେ ଫାଷ୍ଟ ଫୁଡ ସେବନ ଠାରୁ ଦୂରେଇ ରହିବା ଆବଶ୍ୟକ । କାରଣ ଶୀତଦିନରେ ଶରୀରରୁ କମ ଝାଳ ନିର୍ଗତ ହୁଏ ଏବଂ ଶରୀର ଅଳଶୁଆ ଭଳି ଲାଗିବା ସହ ଥକ୍କା ଲାଗିଥାଏ । ଫଳରେ ଆମ ଖାଦ୍ୟ ଶୀଘ୍ର ହଜମ ହୋଇନଥାଏ । ଏପରି ସ୍ଥିତିରେ ତେଲ ମସଲା ଜାତିୟ ଖାଦ୍ୟ କିମ୍ବା ଫାଷ୍ଟ ଫୁଡ ସେବନ କଲେ ଏହା ଶରୀରରେ କୋଲେଷ୍ଟଲର ମାତ୍ରାକୁ ବଢାଇ ଥାଏ । ଫଳରେ ଏହାକୁ ସେବନ କରିବା ଦ୍ୱାରା ମେଦବହୁଳତା ଏବଂ ହୃଦଘାତ ପରି ସମସ୍ୟା ସୃଷ୍ଟି ହୋଇଥାଏ ।

ତେଲ ଜାତୀୟ ଖାଦ୍ୟ
ଶୀତଦିନରେ ଅନେକ ଲୋକ ତେଲ ଜାତୀୟ ଖାଦ୍ୟ ଅର୍ଥାତ୍ ଛଣାଛଣି ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି । କିନ୍ତୁ ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ ମତରେ ଶୀତଦିନରେ ଏପରି ଖାଦ୍ୟ ଖାଇବା ଶରୀର ପ୍ରତି ବିପଦ ସାଜିଥାଏ । କାରଣ ଏହି ତେଲ ଜାତିୟ ଖାଦ୍ୟ ଶୀରୀରରେ କୋଲେଷ୍ଟ୍ରଲର ମାତ୍ରାକୁ ବଢାଇବାରେ ସାହାଯ୍ୟ କରେ । ଫଳରେ ଶରୀରରେ ବିଭିନ୍ନ ପ୍ରକାର ରୋଗ ସୃଷ୍ଟି ହୋଇଥାଏ ।

ମିଠା ଜାତିୟ ଖାଦ୍ୟ
ଶୀତଦିନେ ମିଠା ଜାତିୟ ଖାଦ୍ୟ ଯେପରି ଚାହା, କଫି ଚକୋଲେଟ୍, ପେଷ୍ଟ୍ରୀ ଆଦି ଖାଦ୍ୟ ଖାଇବାକୁ ଅନେକ ଲୋକ ପସନ୍ଦ କରୁଥିବା ବେଳେ ଏହା ଶରୀରରେ କୋଲେଷ୍ଟ୍ରଲ ମାତ୍ରା ବୃଦ୍ଧି କରିବାରେ ସାହାଯ୍ୟ କରେ ଫଳରେ ହୃଦଘାତ ହେବାର ଅନେକ ସମ୍ଭାବନା ଥାଏ । ତେଣୁ ଶୀତଦିନେ ମିଠାଜାତୀୟ ଖାଦ୍ୟଠାରୁ ଦୂରେଇ ରହିବା ଆବଶ୍ୟକ ।

Powered by Froala Editor

Tags Food

Related articles Odisha News Lens 4.1

  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ...
    ଦେଶ-ଦେଶାନ୍ତର

    ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ...

    14213
    Jan 16, 2026
  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....
    ବିଶେଷ

    ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14908
    Jan 16, 2026
  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...

    14926
    Jan 15, 2026
  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

    14501
    Jan 15, 2026
  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14353
    Jan 15, 2026
  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ
    ଦେଶ-ଦେଶାନ୍ତର

    ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15613
    Jan 14, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!
    ବିଶେଷ

    ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14075
    Jan 15, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ
    ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14364
    Jan 14, 2026
  • ମାଞ୍ଜା ସୂତାରେ କଟିଗଲା ବେକ
    ଦେଶ-ଦେଶାନ୍ତର

    ମାଞ୍ଜା ସୂତାରେ କଟିଗଲା ବେକ

    15714
    Jan 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15613
    Jan 14, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ

    15238
    Jan 15, 2026
  • ଦେଶ-ଦେଶାନ୍ତର

    ମାଞ୍ଜା ସୂତାରେ କଟିଗଲା ବେକ

    15714
    Jan 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17293
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17373
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17719
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16193
    Apr 03, 2021

ବିଶେଷ

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14908
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14075
    Jan 15, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13865
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    14059
    Jan 13, 2026
  • ପ୍ରତିଦିନ ଖାଆନ୍ତୁ ଗୋଟିଏ କଞ୍ଚାକଦଳୀ

    16040
    Jan 10, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15462
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14428
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14531
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14239
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15613
    Jan 14, 2026
  • ମମତାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ: ୨ ସପ୍ତାହ ମଧ୍ୟରେ ଜବାବ ଦେବାକୁ କୋର୍ଟଙ୍କ ନିର୍ଦେଶ

    14213
    Jan 16, 2026
  • ମାଞ୍ଜା ସୂତାରେ କଟିଗଲା ବେକ

    15714
    Jan 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In