Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ...

  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ...

  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ...

  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ...

  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ...

  • ମାଞ୍ଜା ସୂତାରେ କଟିଗଲା ବେକ

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ...

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ...

  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସାଧାରଣ ବଜେଟ୍ ୨୦୨୬: ମହିଳା କୈନ୍ଦ୍ରିକ ବିଭିନ୍ନ ଆର୍ଥିକ ଯୋଜନା ଉପରେ ସରକାର କରିପାରନ୍ତି ଫୋକସ

ସାଧାରଣ ବଜେଟ୍ ୨୦୨୬: ମହିଳା କୈନ୍ଦ୍ରିକ ବିଭିନ୍ନ ଆର୍ଥିକ ଯୋଜନା ଉପରେ ସରକାର କରିପାରନ୍ତି ଫୋକସ

2026-01-07 13:41:56
14187
Share:
Facebook
Twitter
E-Mail
WhatsApp
Telegram
ସାଧାରଣ ବଜେଟ୍ ୨୦୨୬: ମହିଳା କୈନ୍ଦ୍ରିକ ବିଭିନ୍ନ ଆର୍ଥିକ ଯୋଜନା ଉପରେ ସରକାର କରିପାରନ୍ତି ଫୋକସ

ନୂଆଦିଲ୍ଲୀ: ଫେବ୍ରୁଆରି ପହିଲାରେ ଆସିବାକୁ ଯାଉଛି ସାଧାରଣ ବଜେଟ୍ ୨୦୨୬ । ଏଥିରେ କେନ୍ଦ୍ର ସରକାର ମହିଳା କୈନ୍ଦ୍ରିକ ବିଭିନ୍ନ ଆର୍ଥିକ ଯୋଜନା ଉପରେ ଫୋକସ କରିପାରନ୍ତି । ଜନଧନ ଆକାଉଣ୍ଟରେ ମହିଳାଙ୍କୁ ଋଣ ଯୋଗାଣ ତ୍ୱରାନ୍ୱିତ କରିବା ଏବଂ ବୀମା ସୁବିଧା ଉପରେ ସରକାରଙ୍କ ଧ୍ୟାନ ରହିପାରେ । ସମାବେଶୀ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମ ଅଧିନରେ ଏସବୁ ପଦକ୍ଷେପ ଆସିବାର ଢ଼େର ସମ୍ଭାବନା ରହିଛି । ସେହିଭଳି ସରକାର ଜନ ସୁରକ୍ଷା ସ୍କିମ ପରିସରକୁ ବୃଦ୍ଧି କରିବା ଏବଂ ବୀମା ନେଇଥିବା ବ୍ୟକ୍ତିବିଶେଷଙ୍କୁ ସେମାନଙ୍କ ବୀମା କଭର ବୃଦ୍ଧି କରିବା ଉପରେ ମଧ୍ୟ ବିକଳ୍ପ ପ୍ରଦାନ ନେଇ ବିଚାର କରାଯିବ । ଏ ନେଇ ଅଂଶୀଦାରଙ୍କ ମତାମତ ସଂଗ୍ରହ କରିବେ ସରକାର ।

ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି, ଏ କ୍ଷେତ୍ରରେ ମହିଳାଙ୍କ ଲାଗି ସରକାର ସ୍ୱତନ୍ତ୍ର କ୍ରେଡିଟ କାର୍ଡ, ଋଣ ଅଫରିଂ ଏବଂ ବୀମା ଉତ୍ପାଦ ଆଣିବେ । ବଜେଟରେ ଏସବୁ ପଦକ୍ଷେପ ଘୋଷଣା ହେବ । ପୂର୍ବରୁ ସରକାର ଗ୍ରାମୀଣ କ୍ରେଡିଟ ସ୍କୋର ଏବଂ ପ୍ରଥମ ପିଢ଼ୀ ଉଦ୍ୟୋଗୀଙ୍କ ଲାଗି ଋଣ ସହାୟତା ଘୋଷଣା କରିଥିଲେ । ବର୍ତ୍ତମାନ ସ୍ୱୟଂ ସହାୟିକା ଗୋଷ୍ଠୀ (ଏସ୍ଏଚ୍‌ଜି) ଏବଂ ଗ୍ରାମୀଣ ଉଦ୍ୟୋଗୀଙ୍କ ଋଣ ଆବଶ୍ୟକତାକୁ ଗୁରୁତ୍ୱ ଦିଆଯାଉଛି । ସାମାଜିକ ସୁରକ୍ଷା ଆଧାରିତ ବିତ୍ତୀୟ ଉତ୍ପାଦ ଗୁଡ଼ିକର ଦୃଢ଼ୀକରଣ ଉପରେ ପ୍ରସ୍ତାବ ଗୁଡ଼ିକ ଅଣାଯାଉଛି । ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ମଧ୍ୟ ପ୍ରଧାନମନ୍ତ୍ରୀ ଜନଧନ ଯୋଜନାକୁ ତର୍ଜମା କରୁଛି ।

ଅଚଳ ଆକାଉଣ୍ଟ ଗୁଡ଼ିକୁ ପୁଣି ଥରେ କାର୍ଯ୍ୟକ୍ଷମ କରିବା ଉପରେ ଫୋକସ ରହିଛି । ଏସବୁ ଆକାଉଣ୍ଟ ଗୁଡ଼ିକ ଜାରି ରହିଲେ ଋଣ ଏବଂ ବୀମା ସୁବିଧା ପ୍ରଦାନରେ ସହାୟକ ହେବ । 

Powered by Froala Editor

Tags Budget

Related articles Odisha News Lens 4.1

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ
    ଦେଶ-ଦେଶାନ୍ତର

    ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15610
    Jan 14, 2026
  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ
    ଦେଶ-ଦେଶାନ୍ତର

    ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    15016
    Jan 14, 2026
  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....
    ବିଶେଷ

    ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14905
    Jan 16, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ
    ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14361
    Jan 14, 2026
  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

    14498
    Jan 15, 2026
  • ମାଞ୍ଜା ସୂତାରେ କଟିଗଲା ବେକ
    ଦେଶ-ଦେଶାନ୍ତର

    ମାଞ୍ଜା ସୂତାରେ କଟିଗଲା ବେକ

    15711
    Jan 14, 2026
  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14350
    Jan 15, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!
    ବିଶେଷ

    ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14072
    Jan 15, 2026
  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...

    14923
    Jan 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    15016
    Jan 14, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ନିର୍ବାଚନ ପାଇଁ ହେଉଛି ଭୋଟ ଗ୍ରହଣ

    15235
    Jan 15, 2026
  • ଦେଶ-ଦେଶାନ୍ତର

    ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15610
    Jan 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17293
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17373
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17719
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16193
    Apr 03, 2021

ବିଶେଷ

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14905
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14072
    Jan 15, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13862
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    14057
    Jan 13, 2026
  • ପ୍ରତିଦିନ ଖାଆନ୍ତୁ ଗୋଟିଏ କଞ୍ଚାକଦଳୀ

    16039
    Jan 10, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15462
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14428
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14531
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14239
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    15016
    Jan 14, 2026
  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14350
    Jan 15, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14361
    Jan 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In