ମିଳିବ ସୁଭଦ୍ରା ଟଙ୍କା, ଜାଣନ୍ତୁ କେବେ ?
ଭୁବନେଶ୍ୱର: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ସଭୁଦ୍ରା ଟଙ୍କା ପାଇବେ । ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀଙ୍କୁ ୫ ହଜାର ଲେଖାଏଁ ମିଳିବ । ପୂର୍ବରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ପୁଣି ଥିରେ ସୁଭଦ୍ରା ଯୋଜନାରେ ସାମିଲ ହୋଇଛନ୍ତି ।
Powered by Froala Editor