Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ...

  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ...

  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ...

  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

  • ମହାରାଷ୍ଟ୍ର ନିର୍ବାଚନ: ୨୯ଟି ପୌରନିଗମ ...

  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ...

  • ମାଞ୍ଜା ସୂତାରେ କଟିଗଲା ବେକ

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ...

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ...

  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ନେତାନ୍ୟାହୁ

ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ନେତାନ୍ୟାହୁ

2026-01-08 12:32:22
15226
Share:
Facebook
Twitter
E-Mail
WhatsApp
Telegram
ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ନେତାନ୍ୟାହୁ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ତାଙ୍କ ଇସ୍ରାଏଲ ପ୍ରତିପକ୍ଷ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଟେଲିଫୋନ ବାର୍ତ୍ତାଳପ କରିଛନ୍ତି। ବାର୍ତ୍ତାଳପ କାଳରେ ମୋଦୀ ନୂତନ ବର୍ଷ ପାଇଁ ନେତାନ୍ୟାହୁଙ୍କୁ ଅଭିନନ୍ଦନ ଜଣାଇଥିଲେ। କଥାବାର୍ତ୍ତା କାଳରେ ଦୁଇ ନେତା ଆଗାମୀ ବର୍ଷରେ ଭାରତ-ଇସ୍ରାଏଲ ରଣନୈତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ପାଇଁ ସମ୍ମତି ପ୍ରକାଶ କରିଛନ୍ତି। ଏହି ସହଭାଗିତା ସାଧାରଣ ଗଣତାନ୍ତ୍ରିକ ମୂଲ୍ୟବୋଧ, ଗଭୀର ପାରସ୍ପରିକ ବିଶ୍ୱାସ ଏବଂ ଏକ ଦୂରଦୃଷ୍ଟିସମ୍ପନ୍ନ ଦୃଷ୍ଟିକୋଣ ଦ୍ୱାରା ପରିଚାଳିତ ହେବ। ଦୁଇ ନେତା ଆତଙ୍କବାଦ ପ୍ରତି ନିଜର ଶୂନ୍ୟ ସହନଶୀଳତା ମନୋଭାବକୁ ପୁନର୍ବାର ଦୋହରାଇବା ସହ ଏହା ବିରୋଧରେ ଲଢ଼ିବା ପାଇଁ ନିଜର ପ୍ରତିବଦ୍ଧତାକୁ ଜଣାଇଥିଲେ। ମୋଦୀଙ୍କୁ ନେତାନ୍ୟାହୁ ଗାଜା ଶାନ୍ତି ଯୋଜନାର କାର୍ୟ୍ୟାନ୍ୱୟନ ବିଷୟରେ ସୂଚନା ଦେଇଥିଲେ। ପ୍ରଧାନମନ୍ତ୍ରୀ ଏହି କ୍ଷେତ୍ରରେ ନ୍ୟାୟପୂର୍ଣ୍ଣ ଏବଂ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ପାଇଁ ଭାରତର ନିରନ୍ତର ସମର୍ଥନକୁ ପୁନଃ ଦୋହରାଇଥିଲେ। ନେତାନ୍ୟାହୁ ତାଙ୍କ ଆଡୁ ମୋଦୀଙ୍କୁ ଏହି ଫୋନ କରିଥିଲେ।

Powered by Froala Editor

Tags Modi

Related articles Odisha News Lens 4.1

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....
    ବିଶେଷ

    ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14897
    Jan 16, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ
    ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14353
    Jan 14, 2026
  • ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ...

    14915
    Jan 15, 2026
  • ମାଞ୍ଜା ସୂତାରେ କଟିଗଲା ବେକ
    ଦେଶ-ଦେଶାନ୍ତର

    ମାଞ୍ଜା ସୂତାରେ କଟିଗଲା ବେକ

    15702
    Jan 14, 2026
  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ
    ଦେଶ-ଦେଶାନ୍ତର

    ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    15008
    Jan 14, 2026
  • ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

    14490
    Jan 15, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!
    ବିଶେଷ

    ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14064
    Jan 15, 2026
  • ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଗ୍ରୀନଲାଣ୍ଡ ଦଖଲ ପାଇଁ ନାଟୋର ସହଯୋଗ ଲୋଡ଼ିଲେ ଟ୍ରମ୍ପ

    14341
    Jan 15, 2026
  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ
    ଦେଶ-ଦେଶାନ୍ତର

    ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15602
    Jan 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଟିଏମସି ଆବେଦନ

    14490
    Jan 15, 2026
  • ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14353
    Jan 14, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ସେନା ଘାଟିଗୁଡିକରୁ ଆମେରିକାର ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ

    14915
    Jan 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17293
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17373
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17719
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16193
    Apr 03, 2021

ବିଶେଷ

  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14897
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14064
    Jan 15, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13854
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    14049
    Jan 13, 2026
  • ପ୍ରତିଦିନ ଖାଆନ୍ତୁ ଗୋଟିଏ କଞ୍ଚାକଦଳୀ

    16037
    Jan 10, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15461
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14428
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14530
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14239
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    14064
    Jan 15, 2026
  • ମାଞ୍ଜା ସୂତାରେ କଟିଗଲା ବେକ

    15702
    Jan 14, 2026
  • ଶୀତଦିନେ ଓଠର ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    14897
    Jan 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In