Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

Home ›› ››ଛେଳି ଓ କୁକୁଡ଼ାଙ୍କୁ ନେଇ ଏମିତି କହିଲେ ସୁପ୍ରିମକୋର୍ଟ

ଛେଳି ଓ କୁକୁଡ଼ାଙ୍କୁ ନେଇ ଏମିତି କହିଲେ ସୁପ୍ରିମକୋର୍ଟ

2026-01-08 12:39:36
14609
Share:
Facebook
Twitter
E-Mail
WhatsApp
Telegram
ଛେଳି ଓ କୁକୁଡ଼ାଙ୍କୁ ନେଇ ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବୁଲା କୁକୁରଙ୍କ ସୁରକ୍ଷା ଦାବି କରି ଦାୟର ସଂଖ୍ୟାଧିକ ଆବେଦନଗୁଡିକ ଉପରେ ସୁପ୍ରିମକୋର୍ଟ ବୁଧବାର ଶୁଣାଣି କରିଛନ୍ତି। ବୁଲା କୁକୁରଙ୍କୁ ସର୍ବସାଧାରଣ ସ୍ଥାନରୁ ହଟାଇବା, ସେମାନଙ୍କୁ ବନ୍ଧ୍ୟାକରଣ କରିବା ଭଳି ନିଷ୍ପତ୍ତିକୁ ବିରୋଧ କରି ଦାୟର ଆବେଦନଗୁଡିକ ଉପରେ  ସୁପ୍ରିମକୋର୍ଟ ବିଚାରପତି ବିକ୍ରମ ନାଥ, ସନ୍ଦୀପ ମେହେଟ୍ଟା ଓ ଏନଭି ଅଞ୍ଜାରିଆଙ୍କୁ ନେଇ ଗଠିତ ପୀଠ ଶୁଣାଣି କରିଥିଲେ। ଶୁଣାଣି ସମୟରେ ବୁଲା କୁକୁରଙ୍କ ସୁରକ୍ଷା ପାଇଁ ଅନେକ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ଯୁକ୍ତି ଶୁଣିବା ପରେ ସୁପ୍ରିମକୋର୍ଟଙ୍କ ପୀଠ କହିଥିଲେ ଯେ ବୁଲା କୁକୁରଙ୍କ ପ୍ରତି ଯେପରି ଦରଦ ଦେଖାଯାଉଛି ଅନ୍ୟ ଜୀବ ପ୍ରତି କାହିଁକି ସେତିକି ଦରଦ ଦେଖାଯାଉ ନାହିଁ।
ଦେଶରେ ଦୈନିକ ଲକ୍ଷ ଲକ୍ଷ ଛେଳି ଓ କୁକୁଡା ହତ୍ୟା କରାଯାଉଛି। ଏହି ଜୀବଗୁଡିକଙ୍କର କ’ଣ ଜୀବନ ନାହିଁ। ସେଥିପ୍ରତି କାହିଁକି କେହି କିଛି କହୁ ନାହାନ୍ତି। ଏହି ପ୍ରସଙ୍ଗରେ ଜଣେ ଆବେଦନକାରୀଙ୍କ ପକ୍ଷରୁ ଉପସ୍ଥିତ ଥିବା ବରିଷ୍ଠ ଓକିଲ କପିଲ ସିବଲ କହିଥିଲେ ଯେ କୁକୁର ପ୍ରେମୀମାନେ ହେଉଛନ୍ତି ଏକ ପ୍ରକାର ପରିବେଶ ପ୍ରେମୀ। ତେଣୁ ସେମାନେ ପରିବେଶ ସୁରକ୍ଷା ଉଦ୍ଦେଶ୍ୟରେ କୁକୁରଙ୍କୁ ସୁରକ୍ଷା ଦାବି କରୁଛନ୍ତି। ଆମ ପରିବେଶ ଏକ ଶୃଙ୍ଖଳରେ ବନ୍ଧା ହୋଇଛି। ଗୋଟିଏ ଶୃଙ୍ଖଳ ଛିଣ୍ଡିଗଲେ ପୂରା ବ୍ୟବସ୍ଥା ବିଗିଡିଯିବ। ସିବଲଙ୍କ ଏପରି ଯୁକ୍ତି ପରେ ସୁପ୍ରିମକୋର୍ଟ ଛେଳି ଓ କୁକୁଡାଙ୍କ ଭଳି ଅନ୍ୟ ଜୀବଙ୍କ ପ୍ରସଙ୍ଗ ଉଠାଇଥିଲେ। ମାତ୍ର ସିବଲ କହିଥିଲେ ଯେ ‘ମୁଁ ଚିକେନ ଖାଇବା ବନ୍ଦ କରିଦେଇଛି। କାରଣ କୁକୁଡାଗୁଡିକୁ ନିଷ୍ଠୁର ଭାବେ ପିଞ୍ଜରାରେ ରଖାଯାଉଛି। ଆଉ ଗୋଟିଏ କଥା ହେଲା ଗୋଟିଏ ବାଘ ମଣିଷ ଖାଇଲା ବୋଲି ସବୁ ବାଘକୁ ମଣିଷଖିଆ କହି ହତ୍ୟା କରାଯାଇପାରିବ ନାହିଁ।’
ସିବଲ କହିଥିଲେ ଯେ ବୁଲା କୁକୁରଙ୍କୁ ଧରି ସମସ୍ତଙ୍କୁ ବନ୍ଧ୍ୟାକରଣ କରାଗଲେ କୁକୁର ସଂଖ୍ୟା ନିୟନ୍ତ୍ରଣ ହେବ। ଏହି ଧାରାବାହିକ ପ୍ରକ୍ରିୟା ଦ୍ବାରା ବୁଲାକୁକୁରଙ୍କ ସଂଖ୍ୟା ଶୂନ୍ୟ ହୋଇଯିବ। ତେବେ ଭାରତ ଭଳି ଦେଶରେ ବୁଲାକୁକୁର ପରିବେଶ ସୁରକ୍ଷା କ୍ଷେତ୍ରରେ ଏକ ବଡ ଭୂମିକା ନିର୍ବାହ କରୁଛନ୍ତି। ବସ୍ତି ଅଞ୍ଚଳର ଲୋକେ ଏଣେ ତେଣେ ବାସି ଓ ପଚା ଖାଦ୍ୟ ଫୋଫାଡିଥାନ୍ତି। ବୁଲା କୁକୁର ଏସବୁ ଖାଇବା ଦ୍ବାରା ପରିବେଶ ସୁରକ୍ଷା ହୋଇଥାଏ। ଆଉ ବୁଲାକୁକୁରଙ୍କ ପାଇଁ ସହରରେ ଆଶ୍ରୟଗୃହ ନିର୍ମାଣ କରାଗଲେ ଦେଶ ଉପରେ ଆର୍ଥିକ ବୋଝ ପଡିବ। ଅନ୍ୟପଟେ ବୁଲା କୁକୁରଙ୍କ ଆକ୍ରମଣର ଶିକାର ହୋଇଥିବା ବିଭିନ୍ନ ପୀଡିତାଙ୍କ ପକ୍ଷରୁ ମଧ୍ୟ ଯୁକ୍ତି ଉପସ୍ଥାପନ କରାଯାଇଥିଲା।

Powered by Froala Editor

Tags Supreme court

Related articles Odisha News Lens 4.1

  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15395
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13901
    Mar 11, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14520
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13789
    Mar 12, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14381
    Mar 11, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14027
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14417
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14914
    Mar 11, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ
    ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14495
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14381
    Mar 11, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15395
    Mar 12, 2026
  • ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14520
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13901
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15019
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14773
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15218
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15373
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15133
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14381
    Mar 11, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14417
    Mar 11, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14495
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In