Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

  • ‘ଜୀବନ୍ୟାସ’ ପୁରସ୍କୃତ

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

Home ›› ››ମୁହଁ ଲୁଚାଇବା ଭଳି କପଡ଼ା ପିନ୍ଧି ବା ମାସ୍କ ଲଗାଇ ସୁନା ଦୋକାନ ଭିତରେ ପଶିବା ମନା

ମୁହଁ ଲୁଚାଇବା ଭଳି କପଡ଼ା ପିନ୍ଧି ବା ମାସ୍କ ଲଗାଇ ସୁନା ଦୋକାନ ଭିତରେ ପଶିବା ମନା

2026-01-08 12:45:35
15503
Share:
Facebook
Twitter
E-Mail
WhatsApp
Telegram
ମୁହଁ ଲୁଚାଇବା ଭଳି କପଡ଼ା ପିନ୍ଧି ବା ମାସ୍କ ଲଗାଇ ସୁନା ଦୋକାନ ଭିତରେ ପଶିବା ମନା

ପାଟନା: ଉତ୍ତରପ୍ରଦେଶର ଝାନ୍ସି ପରେ ବିହାର ଜୁଏଲର୍ସ ଆସୋସିଏସନ ସୁରକ୍ଷା ଦୃଷ୍ଟିରୁ ବୁଧବାର ବଡ଼ ନିଷ୍ପତ୍ତି ନେଇଛି । ବିହାରର ସମସ୍ତ ଜୁଏଲରୀ ସପ୍ ବା ଗହଣା ଦୋକାନରେ ଏବେ ହିଜାବ, ବୁର୍କା, ନକାବ, ଓଢ଼ଣୀ, ସ୍କାର୍ପ, ମୁଖା ଆଦି ପିନ୍ଧିଥିବା ମହିଳା- ପୁରୁଷଙ୍କୁ ପ୍ରବେଶ ଲାଗି ଅନୁମତି ଦିଆଯିବ ନାହିଁ । ଏଥିସହ ହେଲ୍ମେଟ ପିନ୍ଧିଲେ ମଧ୍ୟ ବ୍ୟକ୍ତି ଦୋକାନ ଭିତରେ ପଶି ଗହଣା ଦେଖିପାରିବେ ନାହିଁ ବୋଲି ଆସୋସିଏସନ ପକ୍ଷରୁ କୁହାଯାଇଛି । ଏହି ନିଷ୍ପତ୍ତିର କପି ସମସ୍ତ ଗହଣା ଦୋକାନ ବାହାରେ ଲଗାଯିବ । ମୁହଁ ଲୁଚାଇବା ଭଳି କପଡ଼ା ପିନ୍ଧି ବା ମାସ୍କ ଲଗାଇ ଦୋକାନ ଭିତରେ ପଶିବା ମନା ବୋଲି ସ୍ପଷ୍ଟ ଭାବେ ଲେଖାଯିବ । ଏହି ନିଷ୍ପତ୍ତି ଉପରେ ବିବାଦ ଆରମ୍ଭ ହୋଇଯାଇଛି ।

ଆର୍ଜେଡି ପକ୍ଷରୁ କୁହାଯାଇଛି, ସୁରକ୍ଷା ଆଳରେ ହିଜାବ, ନକାବକୁ ଟାର୍ଗେଟ କରାଯିବା ଅନୁଚିତ । ସେହିପରି ଜବାବରେ ବିଜେପି କହିଛି, ଭାରତ କୌଣସି ଇସ୍ଲାମିକ ଦେଶ ନୁହେଁ । ଏଠାରେ ହିଜାବର କ’ଣ କାମ? ଆସୋସିଏସନ ପକ୍ଷରୁ କୁହାଯାଇଛି, ଏହି ନିଷ୍ପତ୍ତି କୌଣସି ସମୁଦାୟ, ବର୍ଗ ବା ସମ୍ପ୍ରଦାୟ ବିରୋଧରେ ନୁହେଁ । ସୁରକ୍ଷା କାରଣକୁ ଦୃଷ୍ଟିରେ ରଖାଯାଇ ଏପରି କରାଯାଇଛି । କିଛି ଦିନ ହେଲା ବିହାରର ବିଭିନ୍ନ ଜିଲ୍ଲାରେ ଗହଣା ଦୋକାନରୁ ଲୁଟ୍, ଚୋରି ଘଟଣା ସାମ୍ନାକୁ ଆସୁଛି ।

Powered by Froala Editor

Tags Gold buy

Related articles Odisha News Lens 4.1

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13890
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ
    ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14493
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13634
    Mar 14, 2026
  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13705
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14296
    Mar 14, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    15027
    Mar 14, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15519
    Mar 14, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13463
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13731
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15519
    Mar 14, 2026
  • ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13890
    Mar 14, 2026
  • ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13634
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17371
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17435
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17781
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16253
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13890
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13877
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14478
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15094
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14849
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15680
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15142
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14991
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15437
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14493
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13731
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In