୫ଟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ୱର: ଶୁକ୍ରବାର ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନର ତୃତୀୟ ମହଲାରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍ ବୈଠକରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ।
Powered by Froala Editor